/odishatv-khabar/media/post_attachments/uploadimage/library/16_9/16_9_0/pen_1625942702.jpg)
exam
ନୂଆଦିଲ୍ଲୀ: ସେମ୍ବେର ୧୨ ତାରିଖରେ NEET (UG)- ୨୦୨୧ । କୋଭିଡ୍ କଟକଣା ଭିତରେ ସାରା ଦେଶରେ ହେବ ପରୀକ୍ଷା । କାଲି ଅପରାହ୍ନ ୫ଟାରୁ ଅନଲାଇନ୍ରେ ଆବେଦନ । NTA ୱେବସାଇଟ୍ ଜରିଆରେ ପରୀକ୍ଷାର୍ଥୀ ଆବେଦନ କରିବେ । ଟ୍ୱିଟ୍ କରି ସୂଚନା ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ପରୀକ୍ଷା ହେବାକୁ ଥିବା ସହର ସଂଖ୍ୟା ୧୫୫ରୁ ୧୯୮କୁ ବଢ଼ିଲା । ୨୦୨୦ ଠାରୁ ଚଳିତ ବର୍ଷ ପରୀକ୍ଷା କେନ୍ଦ୍ର ସଂଖ୍ୟା ବୃଦ୍ଧି ନିଷ୍ପତ୍ତି ।
Advertisment
The NEET (UG) 2021 will be held on 12th September 2021 across the country following COVID-19 protocols. The application process will begin from 5 pm tomorrow through the NTA website(s).
— Dharmendra Pradhan (@dpradhanbjp) July 12, 2021
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)