• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୭୧ ଜଣ କ୍ୱାରେଣ୍ଟିନ୍‌ରେ ଥିବାବେଳେ ଲୋକାଲ୍ କେସ୍‌ ୧୧୯ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୦,୧୯୪ରେ ପହଞ୍ଚିଛି।

ଗତକାଲି ରାଜ୍ୟରେ ୨୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ୧୨୪ ଜଣ କ୍ୱାରେଣ୍ଟିନ୍‌ରେ ଥିବାବେଳେ ଲୋକାଲ୍ କେସ୍‌ ୮୬ ରହିଥିଲା।

Other Stories