• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ ଅନ୍ତର୍ଦ୍ଦା ଗାଁରେ ଗତକାଲି ରାତିରେ ମିଠା ଖାଇ ୧୨ଜଣ ଶିଶୁ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥ ଶିଶୁଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗତକାଲି ପିଲାମାନେ ୮ଦିନ ତଳର ମିଠା ଖାଇଥିଲେ। ବାସି ମିଠା ଖାଇଥିବାରୁ ସେମାନେ ଅସୁସ୍ଥ ହୋଇଥିବା ଅନୁମାନ କରାଯାଉଛି।

https://youtu.be/_AMVsoxxDMg

Other Stories