• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo
ଭୁବନେଶ୍ୱର: ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାରେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।
Aditya Das Death Case:

ଆଦିତ୍ୟଙ୍କ ବାପା, ମା ଏବଂ ପତ୍ନୀ Bidyashree ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବାସହ ଏହି ମାମଲାର CBI ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି।

ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାରେ ଗତକାଲି ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ୍ ଟେଷ୍ଟ ଆରମ୍ଭ ହୋଇଥିବାବେଳେ ଆଜି ଆଦିତ୍ୟଙ୍କ ୩ ସହଯୋଗୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି।

ଜୁଲାଇ ୭ ତାରିଖରେ ଲିଙ୍ଗରାଜ ଷ୍ଟେସନ୍ ଟ୍ରେନ୍ ଲାଇନରୁ ଆଦିତ୍ୟଙ୍କ ମୃତଦେହ ମିଳିଥିଲା। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ଏବେବି ସସ୍‌ପେନ୍ସ ଜାରି ରହିଛି। ପ୍ରଥମେ ଏହି ମାମଲାର ତଦନ୍ତ RPF କରୁଥିବା ବେଳେ ପରେ ଏହାକୁ କ୍ରାଇବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିଲା।

Aditya-dash-death-case-adityas-wife-bidyashree-demands-cbi-probe
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories