• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

କଟକ: ବିଶିଷ୍ଟ ନ୍ୟୁରୋ ସର୍ଜନ ପ୍ରଫେସର ଡାକ୍ତର ସନାତନ ରଥଙ୍କ ଆଜି ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା।

କଟକ କନିକା ଛକ ସ୍ଥିତ ବାସଭବନରେ ଡାକ୍ତର ସନାତନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ।

ତାଙ୍କର ପରଲୋକ ଖବର ପାଇ ପ୍ରମୁଖ ଲୋକ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି।

ନ୍ୟୁରୋ ସ୍ପେଶାଲିଷ୍ଟ ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ବେଶ୍ ଜଣାଶୁଣା ଥିଲେ ଡାକ୍ତର ସନାତନ। ବହୁ ବିରଳ ଅପରେସନ କରିବା ସହ ସେଥିରେ ତାଙ୍କୁ ସଫଳତା ମଧ୍ୟ ମିଳିଥିଲା।

Eminent-neurosurgeon-prof-sanatan-ratha-passes-away
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories