• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୧,୩୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୩୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୫୯  ରହିଛି।

ଗଞ୍ଜାମରୁ ସର୍ବାଧିକ ୪୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୩୮୯ରେ ପହଞ୍ଚିଛି।

Other Stories