• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Anugul

vigilance
Corruption in Vigilance Net: ଅବସର ପୂର୍ବରୁ ମାଡ଼ି ବସିଲା ଭିଜିଲାନ୍ସ; ମୁଖ୍ୟଯନ୍ତ୍ରୀଙ୍କ ଘରୁ ୨କୋଟିରୁ ଅଧିକ ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କୋଟିପତି ମୁଖ୍ୟ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସ୍ଥିତ RW ଡିଭିଜନ୍ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

Arrested
Vigilance Arrests Executive Engineer in Odisha: ମହଙ୍ଗା ପଡ଼ିଲା ଆୟଠୁ ଅଧିକ ସମ୍ପତ୍ତି ଠୁଳ; କୋଟିପତି ନିର୍ବାହୀ ଯନ୍ତ୍ରୀ ଗିରଫ

ଗତକାଲି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାମଚନ୍ଦ୍ରଙ୍କ ସରକାରୀ ବାସଭବନ ସହ ପୈତୃକ ଘରେ ରେଡ୍ ହୋଇଥିଲା। ଏଥିସହ ଭିଜିଲାନ୍ସ ପକ୍ଷରୁ ଅନୁଗୋଳ, ଢେଙ୍କାନାଳ, କଟକ ଓ କଳାହାଣ୍ଡିର ୯ଟି ସ୍ଥାନରେ ଏକକାଳୀନ ରେଡ୍ କରାଯାଇଥିଲା।

Fire
Fire Breaks Out: ବଡ଼ ଅଘଟଣ; ପୋଲରେ ପିଟିହେଲା, ଜଳିଗଲା

ଗତକାଲି ରାତି ପ୍ରାୟ ୩ଟା ୪୫ ମିନିଟ ସମୟରେ କାରଟି ଅନୁଗୋଳରୁ କଳମଛୁଇଁ ଅଭିମୁଖେ ଯାଉଥିଲା। ଏହି ସମୟରେ କାର୍‌ର ବେଗ ସ୍ପିଡ୍‌ ଥିଲା। କୁଇଓ ନିକଟରେ କାର୍‌ଟି ଭାରସାମ୍ୟ ହରାଇ ପୋଲରେ ପିଟି ହୋଇଯାଇଥିଲା।

Encounter
Encounter: ଚକ୍ରବ୍ୟୁହରେ ଫସିଗଲା ଝାମୁ; ପୋଲିସ କଲା ଏନକାଉଣ୍ଟର

ତାଳଚେର ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ପୋଲିସ ଗାଡ଼ିକୁ ଦେଖି ଦୌଡି ପଳାଉଥିଲା । ତେବେ ପୋଲିସ ପିଛା କରିବା ବେଳେ ଝାମୁ ପୋଲିସ ଉପରକୁ ଗୁଳି ଚଳାଇଥିଲା। ପୋଲିସ ଏହାର ପାଲଟା ଜବାବ ଦେଇଥିଲା। ଝାମୁ ଉପରକୁ ପାଲଟା ଗୁଳି ଚଳାଇଥିଲା ପୋଲିସ୍ । ଝାମୁର ବାମ ଗୋଡ଼ରେ ଗୁଳି ବାଜିଥିଲା ।

Elephant
Baby Elephant: ଛୁଆ ହାତୀ ଜନ୍ମ ନେଇଛି; ତ୍ରିନାଥ ମେଳା ଓ ଭୋଜିଭାତ ଚାଲିଛି

ଅନୁଗୋଳ ଜିଲ୍ଲାରେ ହାତୀ ସମେତ ଅନେକ ବନ୍ୟପ୍ରାଣୀ ଅକାଳରେ ମରୁଛନ୍ତି। ହେଲେ ଗତ ୧୨ ତାରିଖ ଦିନ ଗୁରଙ୍ଗ ଗାଁରେ ଏକ ହାତୀ ଛୁଆ ଜନ୍ମ ଦେଇଥିଲା। ଗାଁ ଲୋକେ ଏଥିରେ ଖୁସିହୋଇ ହାତୀ ଛୁଆର ଏକୋଇଶିଆ ପାଳନ କରିଥିଲେ।

Rape and murder
Brutal Murder: ଦୁଷ୍କର୍ମ ପରେ ବୀଭତ୍ସ ହତ୍ୟା, ପେଟରୁ ଅନ୍ତବୁଜୁଳା କାଢ଼ି ପଥରରେ ଛେଚିଦେଲେ

ମହିଳାଙ୍କ ଅର୍ଦ୍ଧଉଲଗ୍ନ ମୃତଦେହ ଉଦ୍ଧାର ମାମଲାରେ ଚାଞ୍ଚଲ୍ୟକର ଖୁଲାସା । ମହିଳାଙ୍କୁ ପ୍ରଥମେ ଦୁଷ୍କର୍ମ ପରେ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା । ପେଟରୁ ଅନ୍ତ ବୁଜୁଳା କାଢି ମୁହଁକୁ ପଥରରେ ଛେଚା ଯାଇଥିଲା । ପଢନ୍ତୁ ପୁରା ଖବର

Firing
Angul Firing: ସାମାନ୍ୟ ବଚସାରୁ ଜଘନ୍ୟକାଣ୍ଡ; ନାବାଳକଙ୍କୁ ଗୁଳିମାଡ଼

ଗତକାଲି ରାତିରେ କୌଣସି କଥାକୁ ନେଇ କିଛି ଯୁବକଙ୍କ ସହ ଗୁଳିମାଡ଼ର ଶିକାର ନାବାଳକଙ୍କ ପରିବାର ମଧ୍ୟରେ ବଚସା ହୋଇଥିଲା।

turkey earthquake triggers panic in talcher
ତୁର୍କୀରେ ଛାତିଥରା ଭୂମିକଂପ, ହେଲେ ତାଳଚେରରେ ଛନକା

ତୁର୍କୀରେ ଛାତିଥରା ଭୂମିକଂପ। ହେଲେ ତାଳଚେରରେ ଛନକା, କାରଣ ବି ଆପଣଙ୍କ ସାମ୍ନାରେ। କାହା ଶୋଇବା ଘର ମଝିରେ ଗାତ, ତ କାହା ଘର ଅଗଣାରେ ଗଭୀର ଖାତ। ପୁଣି କେଉଁଠି ଘର କାନ୍ଥ ଫାଟିଛି, ତ କେଉଁଠି ଲୋକଙ୍କ ନିତିଦିନିଆ ଯାଆସ ରାସ୍ତାରେ ନିଶ୍ଚିତ ମୃତ୍ୟୁକୁ ଅପେକ୍ଷା କରିଛି ଖାଇ ଭଳି ଖାଲ। କୋଇଲା ଖାଦାନର ଗନ୍ତାଘର ତାଳଚେର ଅଞ୍ଚଳରେ ଯେଭଳି ଭାବରେ ବିପଦ ମୁହଁରେ ପଡିଛି ଜନଜୀବନ, ତାକୁ ନେଇ ଚିନ୍ତା ଯେତିକି, ଭୟ ବି ସେତିକି।ସାମାନ୍ୟ ଭୂମିକଂପର ଝଟକାରେ ସାରା ତାଳଚେର ସହର ତାସ୍ ଘର ଭଳି ମାଟିରେ ମିଶିବାକୁ ମିନିଟିଏ ବି ଲାଗିବନି କହିଛନ୍ତି ଅଞ୍ଚଳବାସୀ।

Billions of dollars in assets were allegedly looted
ନଷ୍ଟ ହେବାକୁ ବସିଛି ଉଠାଜଳସେଚନ ପ୍ରକଳ୍ପ, କୋଟି କୋଟି ଟଙ୍କାର ସଂପତ୍ତି ହରିଲୁଟ୍ ଅଭିଯୋଗ

ଅବ୍ୟବସ୍ଥା ଭିତରେ ରେଙ୍ଗାଳୀ ବାମ ପାର୍ଶ୍ୱ କେନାଲ ଉପରେ ନିର୍ମାଣ କରାଯାଇଥିବା ଉଠାଜଳସେଚନ ପ୍ରକଳ୍ପ । ସରକାର କା ମାଲ୍ ଦରିଆ ମେ ଡାଲ୍ ନୀତିରେ କୋଟି କୋଟି ଟଙ୍କାର ସଂପତ୍ତି ହରିଲୁଟ୍ ହେଉଥିବା ଅଭିଯୋଗ ହୋଇଛି । ଆବଶ୍ୟକ ରକ୍ଷଣାବେକ୍ଷଣ ଅଭାବରୁ ନଷ୍ଟ ହେବାକୁ ବସିଛି ଉଠାଜଳସେଚନ ପ୍ରକଳ୍ପ ।

Angul Boy Enters India Book Of Records For His Amazing Skills
୩୪ ସେକେଣ୍ଡରେ ଶହେରୁ ୧ ଯାଏ ଓଲଟା ଗଣନା କରି ଇଣ୍ଡିଆ ବୁକ୍ ରେକର୍ଡସରେ ବିସ୍ମୟ ବାଳକ

ମାତ୍ର ୩୪ ସେକେଣ୍ଡରେ ଶହେରୁ ଏକ ଯାଏ ଓଲଟା ଗଣନା । ଅନ୍‌ଲାଇନ୍‌ରେ ହୋଇଥିବା ଏହି ପ୍ରତିଯୋଗିତାରେ ଅନୁଗୁଳର ୭ ବର୍ଷର ଆଶୀର୍ବାଦ ରେକର୍ଡ କରିଛନ୍ତି । ଏହି ବିସ୍ମୟ ବାଳକଙ୍କୁ ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍‌ରେ ସ୍ଥାନ ମିଳିଛି ।

School Students wearing Mask
ବାଳିକା ହାଇସ୍କୁଲର ୧୦ ଛାତ୍ରୀ ପଜିଟିଭ

ଆଜି ରାଜ୍ୟରେ ୧୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏଥି ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍‌ରୁ ୬୨ ଜଣ ଲୋକାଲ କଣ୍ଟାକ୍ଟ ରହିଛନ୍ତି।