ଅଶ୍ୱନୀ- ସାଧାରଣ ଲୋକଙ୍କ ସହ ମିଳାମିଶା କରିବା ଦ୍ୱାରା ସମୟ ଆନନ୍ଦରେ କଟିବ । କୌଣସି ନୂତନ କାମର ଯୋଜନା କରିବେ ଓ ସଫଳତା ମଧ୍ୟ ପାଇବେ । ସହକର୍ମୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୁରାନ୍ତୁ ନାହିଁ ।
ସୈାର କନ୍ୟା ମାସ ଅଶ୍ୱିନ କୃଷ୍ଣପକ୍ଷ। ଇଂରାଜୀ ୧୭ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର । ତିଥି – ୧୧ଶୀ ରାତ୍ରି ୧୧.୩୯ ଗତେ ୧୨ଶୀ । ଘାତଚନ୍ଦ୍ର - ନାସ୍ତି । ଘାତବାର – କର୍କଟ ରାଶିର । ପୁଷ୍କର ଦୋଷ – ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ପ୍ରାତଃ ୦୬.୨୬ ପର୍ଯ୍ୟନ୍ତ,ତା’ପରେ ରାତ୍ରି ୧୧.୩୯ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ ।
ସୈାର ସିଂହ ମାସ ଅଶ୍ୱିନ କୃଷ୍ଣପକ୍ଷ। ଇଂରାଜୀ ୧୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୨.୨୯ ଗତେ କର୍କଟ । ତିଥି – ୧୦ମୀ ରାତ୍ରି ୧୨.୨୨ ଗତେ ୧୧ଶୀ । ଘାତଚନ୍ଦ୍ର - କନ୍ୟା ରାଶିର ରାତ୍ରି ୧୨.୨୯ ପର୍ଯ୍ୟନ୍ତ । ଘାତବାର – ମକର ରାଶିର । ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୪୬ ଗତେ ୨ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।
ନିଜକୁ ଆର୍ଥିକରୂପେ ସୁଦୃଢ଼ କରିବାରେ ସଫଳ ହେବେ। ପେସାଦାର ବ୍ୟବସାୟୀ ବଡ଼ ଅର୍ଡ଼ର ପାଇବେ। ଅଫିସରେ ଆପଣଙ୍କ ସ୍ଥିତି ମଜଭୁତ ହେବ। ଚାକିରି ଖୋଜୁଥିବା ବ୍ୟକ୍ତିବିଶେଷ ଚାକିରି ପାଇବେ। ଇଂଜିନିୟରଙ୍କୁ ଭଲ ଜାଗାରେ ଚାକିରି ମିଳିପାରେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ମାନସମ୍ମାନ ପାଇବେ।
ଅଶ୍ୱନୀ- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ସୈାର ସିଂହ ମାସ ଅଶ୍ୱିନ କୃଷ୍ଣପକ୍ଷ। ଇଂରାଜୀ ୧୫ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି – ୯ମୀ ରାତ୍ରି ୦୧.୩୧ ଗତେ ୧୦ମୀ । ଘାତଚନ୍ଦ୍ର - କନ୍ୟା ରାଶିର ଅହୋରାତ୍ର । ଘାତବାର – ମିଥୁନ ରାଶିର । ପୁଷ୍କର ଦୋଷ – ନାସ୍ତି ।
ଅଶ୍ୱନୀ- ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।
ସୈାର ସିଂହ ମାସ ଅଶ୍ୱିନ କୃଷ୍ଣପକ୍ଷ। ଇଂରାଜୀ ୧୪ ତାରିଖ ରବିବାର । ଚନ୍ଦ୍ର- ବୃଷ ରାତ୍ରି ୦୮.୦୪ ଗତେ ମିଥୁନ । ତିଥି – ୮ମୀ ରାତ୍ରି ୦୩.୦୬ ଗତେ ୯ମୀ । ଘାତଚନ୍ଦ୍ର – ବିଛା ରାଶିର , ରାତ୍ରି ୦୮.୦୪ ଗତେ କନ୍ୟା ରାଶିର । ଘାତବାର – ମେଷ ରାଶିର । ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ।
ଅଶ୍ୱନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ସୈାର ସିଂହ ମାସ ଅଶ୍ୱିନ କୃଷ୍ଣପକ୍ଷ। ଇଂରାଜୀ ୧୩ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି – ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ ନିଶାନ୍ତ ୦୫.୦୪ ଗତେ ୮ମୀ । ଘାତଚନ୍ଦ୍ର – ବିଛା ରାଶିର ଅହୋରାତ୍ର । ଘାତବାର – ବୃଷ,ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ – ୨ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ପ୍ରାତଃ ୦୭.୨୩ ଗତେ ୩ପାଦ-କୃଷି,ପଶୁ ଓ ବଂଶହାନି-ଭୂମି,ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୦.୧୧ ଗତେ ୨ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ନିଶାନ୍ତ ୦୫.୦୪ ଗତେ ୮ମୀ ୧ପାଦ-କୃଷିହାନି-ଭୂମିଦାନ ।
ଅଶ୍ୱନୀ- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ।
ସୈାର ସିଂହ ମାସ ଅଶ୍ୱିନ କୃଷ୍ଣପକ୍ଷ। ଇଂରାଜୀ ୧୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ସନ୍ଧ୍ୟା ୦୫.୩୦ ଗତେ ବୃଷ । ତିଥି – ୫ମୀ ଦିବା ୦୯.୫୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର – ମେଷ ରାଶିର, ସନ୍ଧ୍ୟା ୦୫.୩୦ ଗତେ ବିଛା ରାଶିର । ଘାତବାର – ବିଛା,ଧନୁ ଓ ମୀନ ରାଶିର ।ପୁଷ୍କର ଦୋଷ – ଦିବା ୧୧.୫୯ ଗତେ ୧ପାଦ-କୁଟୁମ୍ବ ହାନି-ତିଳକାଞ୍ଚନ ଦାନ
ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ
ସୈାର ସିଂହ ମାସ ଅଶ୍ୱିନ କୃଷ୍ଣପକ୍ଷ। ଇଂରାଜୀ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ୪ର୍ଥୀ ଦିବା ୧୨.୪୫ ଗତେ ୫ମୀ । ଘାତଚନ୍ଦ୍ର – ମେଷ ରାଶିର ଅହୋରାତ୍ର । ଘାତବାର – ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ – ନାସ୍ତି ।
ଅଶ୍ୱନୀ- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରେ ପରସ୍ପରକୁ ସାହାର୍ଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପେଇବ ।
ସୈାର ସିଂହ ମାସ ଅଶ୍ୱିନ କୃଷ୍ଣପକ୍ଷ। ଇଂରାଜୀ ୧୦ ତାରିଖ ବୁଧବାର । ଚନ୍ଦ୍ର- ମୀନ ଦିବା ୦୪.୦୩ ଗତେ ମେଷ । ତିଥି – ୩ୟା ଦିବା ୦୩.୩୮ ଗତେ ୪ର୍ଥୀ । ଘାତଚନ୍ଦ୍ର – ଧନୁ ରାଶିର,ଦିବା ୦୪.୦୩ ଗତେ ମେଷ ରାଶିର । ଘାତବାର – କର୍କଟ ରାଶିର । ପୁଷ୍କର ଦୋଷ – ନାସ୍ତି ।
ଅଶ୍ୱନୀ- ସୁସ୍ବାଦୁ ଭୋଜନର ସୁଯୋଗ ମିଳିବ। ଆଜିର କାମରେ ନିଶ୍ଚିତ ସଫଳତା ମିଳିବ । କୌଣସି ବ୍ୟକ୍ତି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି।
ସୈାର ସିଂହ ମାସ ଅଶ୍ୱିନ କୃଷ୍ଣପକ୍ଷ। ଇଂରାଜୀ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୨ୟା ସନ୍ଧ୍ୟା ୦୬.୨୯ ଗତେ ୩ୟା । ଘାତଚନ୍ଦ୍ର – ଧନୁ ରାଶିର ଅହୋରାତ୍ର । ଘାତବାର – ମକର ରାଶିର । ପୁଷ୍କର ଦୋଷ – ୨ପାଦ - କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬.୨୯ ଗତେ ୧ପାଦ-କୃଷିହାନି-ଭୂମିଦାନ ।
ନିଜକୁ ଆର୍ଥିକରୂପେ ସୁଦୃଢ଼ କରିବାରେ ସଫଳ ହେବେ। ପେସାଦାର ବ୍ୟବସାୟୀ ବଡ଼ ଅର୍ଡ଼ର ପାଇବେ। ଅଫିସରେ ଆପଣଙ୍କ ସ୍ଥିତି ମଜଭୁତ ହେବ। କୌଣସି ବଡ଼ କଂପାନିରେ ଚାକିରି ପାଇଁ ସୁଯୋଗ ଆସିବ। ରାଜନୀତି କ୍ଷେତ୍ରରେ ଖ୍ୟାତି ବଢ଼ିବ। ସରକାରୀ କାମରେ କୌଣସ ବଡ଼ ବ୍ୟକ୍ତିଙ୍କର ସାହାଯ୍ୟ ପାଇବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଲାଗି ସମୟ ଭଲ। ଶରୀର ସୁସ୍ଥ ରହିବ।
ଅଶ୍ୱନୀ- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ଶିକ୍ଷା କ୍ଷେତ୍ରରେ କଠିନ ପରିଶ୍ରମ କଲେ ସଫଳତା ଅର୍ଜନ କରିବେ ।
ସୈାର ସିଂହ ମାସ ଅଶ୍ୱିନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୨.୨୮ ଗତେ ମୀନ । ତିଥି – ପ୍ରତିପଦ ରାତ୍ରି ୦୯.୧୨ ଗତେ ୨ୟା । ଘାତଚନ୍ଦ୍ର – ମିଥୁନ ଓ ମୀନ ରାଶିର,ଦିବା ୦୨.୨୮ ଗତେ ଧନୁ ରାଶିର । ଘାତବାର – ମିଥୁନ ରାଶିର । ପୁଷ୍କର ଦୋଷ – ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୮.୦୨ ପର୍ଯ୍ୟନ୍ତ,ତା’ପରେ ରାତ୍ରି ୦୯.୧୨ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।
ଅଶ୍ୱନୀ–ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।
ସୈାର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ। ଇଂରାଜୀ ୦୭ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି – ପୂର୍ଣ୍ଣିମା ରାତ୍ରି ୧୧.୩୮ ଗତେ ପ୍ରତିପଦ । ଘାତଚନ୍ଦ୍ର – ମିଥୁନ ଓ ମୀନ ରାଶିର । ଘାତବାର – ମେଷ ରାଶିର । ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୪୦ ଗତେ ୨ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।
ଅଶ୍ୱନୀ – କାର୍ଯ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।