• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Chse

chse
Odisha Plus Two Results: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ, ବିଜ୍ଞାନ ଓ ବାଣିଜ୍ୟରେ ବଢ଼ିଲା ପାସ୍ ହାର

ଏକାସାଙ୍ଗରେ ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳାଫଳ ଘୋଷଣା କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ଘୋଷଣା କରିଥିବା ବେଳେ, ଚଳିତବର୍ଷ ପାସ୍ ହାର୍ ରହିଛି ୮୨.୭୭ ପ୍ରତିଶତ।

santosh
High-scoring Ganjam Student: ଦିନ ମଜୁରିଆଙ୍କ ପୁଅ ରଖିଲେ ୯୫ ପ୍ରତିଶତ ମାର୍କ, ଭବିଷ୍ୟତରେ ଡାକ୍ତର ହେବା ଲକ୍ଷ୍ୟ

ଗଞ୍ଜାମ ଜିଲ୍ଲାର ବେଗୁନିଆପଡା ବ୍ଲକର ସନ୍ତୋଷ ଜେନା ୯୫.୫ ପ୍ରତିଶତ ମାର୍କ ରଖିଛନ୍ତି। ତାଙ୍କ ବାପା ଜଣେ ଦିନ ମଜୁରିଆ ଭାବେ କାମ କରୁଥିବା ବେଳେ ସମସ୍ତ ଘାତ ପ୍ରତିଘାତକୁ ଅତିକ୍ରମ କରି ସନ୍ତୋଷ ୯୫.୫ ପ୍ରତିଶତ ମାର୍କ ରଖିଛନ୍ତି। ୬୦୦ ମାର୍କରୁ ସନ୍ତୋଷ ମୋଟ ୫୭୩ ମାର୍କ ରଖିଛନ୍ତି ।

+2 ରେଜଲ୍ଟ
Odisha CHSE Results 202୫Announced: ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶିତ, ପୁ୍ଅଙ୍କ ତୁଳନାରେ ଝିଅଙ୍କ ପାସ ହାର ଅଧିକ

ଚଳିତ ବର୍ଷ ପାସ ହାର ୮୨.୭୭ ପ୍ରତିଶତ ରହିଛି।  ଚଳିତ ବର୍ଷ ପୁଅଙ୍କ ତୁଳନାରେ ଝିଅଙ୍କ ପାସ ହାର ଅଧିକ ରହିଛି। ଝିଅଙ୍କ ପାସ୍ ହାର୍ ୮୭.୨୪% ଥିବା ବେଳେ ପୁଅଙ୍କ ପାସ୍ ହାର୍ ୭୭.୮୮% ରହିଛି। ୧ ଲକ୍ଷ ୪୨ ହଜାର ୫୧୬ ଛାତ୍ର ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧ ଲକ୍ଷ ୭୪ ହଜାର ୨୫୧ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି।  କଳାରେ ପାସ ହାର ୮୦.୫୧% ରହିଥିବା ବେଳେ ବିଜ୍ଞାନରେ ୮୭.୪୯% ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ -ବାଣିଜ୍ୟରେ ୮୩.୨% ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ -ଧନ୍ଦାମୂଳକରେ ୬୦% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। 

CHSE Plus 2 Result To Be Declared Tommorrow
କାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

କାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ଆସନ୍ତାକାଲି ଅପରାହ୍ଣ ୪ଟାରେ ଆସିବ ରେଜଲ୍ଟ । ଏକାସଙ୍ଗେ ପ୍ରକାଶ ପାଇବ କଳା, ବାଣିଜ୍ୟ ଓ ବିଜ୍ଞାନ ଫଳ ।

CHSE Plus 2 Result To Be Declared Tommorrow
CHSE +2 Result 2025: କାଲି ପ୍ରକାଶ ପାଇବ +୨ ରେଜଲ୍ଟ : ଏକସଙ୍ଗେ କଳା, ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ

ସବୁ କଳ୍ପନାଜଳ୍ପନାର ଅନ୍ତ । କାଲି ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଅପରାହ୍ନ ୪ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି । ଏକସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ ଫଳାଫଳ ଆସିବ ।

Admission Deadline Extended
Deadline For +3 Admission Extended: ବଢିଲା +୩ ନାମଲେଖା ଆବେଦନ ଅବଧି, ଜୁନ୧ ଶେଷ ତାରିଖ

ଗୋଟିଏ ପଟେ ଯୁକ୍ତ ୨ ରେଜଲ୍ଟ ବାହାରିବାରେ ବିଳମ୍ବ ହେଉଥିଲା । ଅନ୍ୟପଟେ ଯୁକ୍ତ ୩ ନାମଲେଖା ଆବେଦନ ଅବଧି ଶେଷ ହେବାକୁ ବସିଥିବାରୁ ଚିନ୍ତା ବଢିଥିଲା । ଯୁକ୍ତ ୩ ନାମଲେଖା ଅବଧି ଜୁନ ୧ ଯାଏଁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।

CHSE
Plus 2 Exam Results: ୬ରେ ବାହାରିବ କି ଯୁକ୍ତ ଦୁଇ ରେଜଲ୍ଟ ? ଦ୍ୱନ୍ଦ ଦୂର କଲା CHSE

ଆସନ୍ତା ୬ରେ ଯୁକ୍ତ ଦୁଇ ରେଜଲ୍ଟ ବାହାରିବା ନେଇ ଖବର ସମ୍ପୂର୍ଣ୍ଣ ଗୁଜବ । ମେ' ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଖୁବଶୀଘ୍ର ନିର୍ଦ୍ଧିଷ୍ଟ ତାରିଖ ଜଣାଇ ଦିଆଯିବ ବୋଲି କହିଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ।

plus-two-exam-
Plus Two Evolution: ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା; ସାମିଲ ହେବେ୧୬ ହଜାର ଅଧ୍ୟାପକ

ଖାତା ଦେଖାରେ ମୋଟ ୧୬ ହଜାର ଅଧ୍ୟାପକ ସାମିଲ ହୋଇଛନ୍ତି। ପ୍ରତ୍ୟେକ ଦିନ ୫୦ ମାର୍କର ୨୦ଟି ଏବଂ ୮୦ ମାର୍କର ୩୦ଟି ଖାତା ଦେଖାଯିବ। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଥର ପ୍ରଥମଥର ଏକା ସହ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ସହ କରେସପଣ୍ଡିଂ ପରୀକ୍ଷାଫଳ ଆସନ୍ତା ମେ’ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ।

CHSE Odisha to Announce Plus Two Exam Results by May 15
12th Results: ମେ ୧୫ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ

ମେ' ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା। ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା । ୭୮ଟି ଅଫଲାଇନ୍, ୭୦ଟି ଅନଲାଇନ୍ କେନ୍ଦ୍ର ହୋଇଛି। ଖାତା ମୂଲ୍ୟାଙ୍କନ କରିବେ ୧୬ ହଜାର ଅଧ୍ୟାପକ ।

Plus Two Exam
Plus Two Exam 2025: ଆଜିଠୁ ଯୁକ୍ତ ୨ ପରୀକ୍ଷା, କପି ରୋକିବାକୁ ୫ ସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା

ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ୨ ପରୀକ୍ଷା । କପି ରୋକିବାକୁ ପଞ୍ଚସ୍ତରୀୟ ସ୍କ୍ବାଡ୍ ଏବଂ ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା । ପ୍ରଶ୍ନ ପତ୍ର ଲିକ୍‌ ବା ଗୁଜବ କଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ।

Plus Two
Plus Two Exam: ଆସନ୍ତାକାଲିଠାରୁ ଆରମ୍ଭ ହେଉଛି + ୨ ପରୀକ୍ଷା

କପି ରୋକିବାକୁ ପଞ୍ଚସ୍ତରୀୟ ସ୍କ୍ବାଡ୍ ଏବଂ ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି। ପରୀକ୍ଷା ସରିବା ୪୫ ଦିନ ଭିତରେ ରେଜଲ୍ଟ ବାହାର କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଶ୍ନ ପତ୍ର ଲିକ୍‌ ବା ଗୁଜବ କଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Plus Two
ମୁଣ୍ଡ ଉପରେ ଯୁକ୍ତ ଦୁଇ ପରୀକ୍ଷା, ଏଯାଏଁ ସାଂପୁଲ କ୍ବେଶ୍ଚିନ୍ ପେପର ବାହାର କରିପାରିଲାନି CHSE

ଚଳିତ ଥର CHSEରେ ସିବିଏସଇ ପାର୍ଟନରେ ପରୀକ୍ଷା କରିବାକୁ ଯାଉଛି। ଯେଉଁଥିରେ ସବଜେକ୍ଟିଭ ବଦଳରେ ଅବଜେକ୍ଟିଭକୁ ଦିଆଯାଉଛି ଅଧିକ ଗୁରୁତ୍ୱ। କଳା ଓ ବାଣିଜ୍ୟରେ ୮୦ ମାର୍କର ଥିଓରି ଓ ୨୦ ମାର୍କର ଇଣ୍ଟରନାଲ୍ ରହିଛି।

Plus Two
CHSE +2 Exam From February 18: ୧୮ରୁ ଯୁକ୍ତ ଦୁଇ ପରୀକ୍ଷା: ୪୫ ଦିନରେ ରେଜଲଟ୍

କପି ରୋକିବା ପାଇଁ ହୋଇଛି ୫ ଥାକିଆ ସ୍କ୍ୱାର୍ଡ ବ୍ୟବସ୍ଥା। ପରୀକ୍ଷା କେନ୍ଦ୍ରରେ ଅଚାନକ ଚଢାଉ କରିବେ ସ୍କ୍ୱାର୍ଡ। ୩୦ ଜିଲ୍ଲାର ୩୫ଟି ଜାଗାରେ ଆଗୁଆ ସ୍କ୍ୱାର୍ଡ ରହିବେ। ସେମାନଙ୍କ ପରିଚୟ କେହି ଜାଣିବେନି।

Plus Two
Plus 2 Exams: ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା

ସାମ୍ସର ରିପୋର୍ଟ ଅନୁସାରେ ଏଥର କଳା ରେଗୁଲାରରେ ୨୩୦୬୭୭ ଓ ଏକ୍ସ ରେଗୁଲାରରେ ୧୬୭୧୪ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଠିକ୍‌ ସେମିତି ବାଣିଜ୍ୟ ରେଗୁଲାରରେ ୨୩୬୫୬ ଓ ୧୮୭୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ।

+2 exam
Odisha Plus-2 Exam: ବଦଳିବ +2 ପରୀକ୍ଷା ଢାଞ୍ଚା; ନୂଆ ଫର୍ମାଟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ

ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଫର୍ମପୂରଣ ପ୍ରକ୍ରିୟା ଶେଷ ହୋଇଛି। ଫର୍ମ ପୂରଣ ତଥ୍ୟ ଯାଞ୍ଚ ଲାଗି କାଉନସିଲ୍ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Plus 2 Admission
ଆଜିଠୁ + ୨ ନାମଲେଖା..ଜାଣନ୍ତୁ ଆବେଦନର ଶେଷ ତାରିଖ

ମୋଟ୍ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଆଡିମିଶନ କରାଯିବ। ଏଥିପାଇଁ କଳାରେ ୨ଲକ୍ଷ ୯୪ହଜାର ୮୪୦, ବିଜ୍ଞାନରେ ଲକ୍ଷେ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି।

CHSE Odisha 12th Result
ପ୍ରକାଶ ପାଇଲା CHSE ଦ୍ୱାଦଶ ରେଜଲ୍ଟ, ଏଥର ବି ବାଜି ମାରିଲେ ଛାତ୍ରୀ

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ । ଏକ ସଙ୍ଗେ ବାହାରିଲା କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ ପାଇଛି । କଳାରେ ପାସ୍‌ ହାର ରହିଛି ୮୦.୯୫ ପ୍ରତିଶତ । ସେହିପରି  ବିଜ୍ଞାନରେ ପାସ୍‌ ହାର ୮୬.୯୩ ପ୍ରତିଶତ ରହିଛି ।

Plus 2 Results
ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ +2 ରେଜଲ୍ଟ

ଦ୍ୱାଦଶ ରେଜଲ୍ଟ ବାହାରିବା ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି।

+2 Evaluation
ଆଜିଠୁ +2 ଖାତା ମୂଲ୍ୟାୟନ; ଗୋଟିଏ ଦିନରେ ରେଜଲ୍ଟ ପ୍ରକାଶ ଲକ୍ଷ୍ୟ

ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ସେଥିରୁ ରେଗୁଲାର ୩ ଲକ୍ଷ ୬୦ ହଜାର ୧୯୮ ରହିଥିବା ବେଳେ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ୨୬ ହଜାର ୫୨ ଜଣ ରହିଛନ୍ତି ।

CHSE
ଯୁକ୍ତ ଦୁଇ ଫିଜିକ୍ସ ପ୍ରଶ୍ନପତ୍ରରେ ତ୍ରୁଟି ମାନିଲା CHSE

ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ବୁଲେଇ ବଙ୍କେଇ ସ୍ୱୀକାର । ଚଏସ୍ ଡେଫିସିଟ୍ ଥିବା ପ୍ରଶ୍ନ ଆଟେଣ୍ଡ କରିଥିଲେ ମିଳିବ ଗ୍ରେସ୍ ମାର୍କ ।

CHSE
ଯୁକ୍ତ ଦୁଇ ଫିଜିକ୍ସ ପ୍ରଶ୍ନପତ୍ରରେ ତ୍ରୁଟି ମାନିଲା CHSE, ମିଳିପାରେ ଗ୍ରେସ୍‌ ମାର୍କ

ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ବୁଲେଇ ବଙ୍କେଇ ସ୍ୱୀକାର । ଚଏସ୍ ଡେଫିସିଟ୍ ଥିବା ପ୍ରଶ୍ନ ଆଟେଣ୍ଡ କରିଥିଲେ ମିଳିବ ଗ୍ରେସ୍ ମାର୍କ ।

Exam
ଯୁକ୍ତ ଦୁଇ ପରୀକ୍ଷାରେ ସାଂଘାତିକ ତ୍ରୁଟି...କର୍ତ୍ତୃପକ୍ଷ କହିଲେ ମିଳିବ ଗ୍ରେସ ମାର୍କ

ତ୍ରୁଟି ମାନିଲେ CHSE ପରୀକ୍ଷା ନିୟନ୍ତ୍ରକ । CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି ମାନିଲେ କର୍ତ୍ତୃପକ୍ଷ ।

Digital Nua O
ବିଜେଡି ଫୋକସ୍‌ରେ କଲେଜ୍‌ ଷ୍ଟୁଡେଣ୍ଟ ! ରିଲ୍ସ କରିବେ ପିଲା, ଟଙ୍କା ଦେବେ ସରକାର

ଏଥର ଡିଜିଟାଲ ନୂଆ-ଓ । ପିଲା କରିବେ ରିଲ୍ସ ସହ ଆକର୍ଷଣୀୟ ଭିଡ଼ିଓ । ଥିମ୍ ରହିବ ଆମ ଓଡ଼ିଶା ନବୀନ ଓଡ଼ିଶା ଏବଂ ଓଡ଼ିଶା ରୂପାନ୍ତରୀକରଣ ।

IAS Coaching
ଏଣିକି କଲେଜରୁ ମିଳିବ IAS କୋଚିଂ; ସିଭିଲ୍ ସର୍ଭିସରେ ଓଡ଼ିଆଙ୍କ ସଫଳତା ବୃଦ୍ଧି ପାଇଁ ଷ୍ଟ୍ରାଟେଜି

ଡିଗ୍ରୀ କଲେଜ ଓ ୟୁନିଭରସିଟିରେ ଦିଆଯିବ ସିଭିଲ ସର୍ଭିସ୍ କୋଚିଂ । ଶିକ୍ଷାନୁଷ୍ଠାନର ନିଜସ୍ୱ ଅର୍ଥରେ କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।

CHSE
ସ୍ୱଚ୍ଛ ହେବ Plus 2 ପରୀକ୍ଷା; ଏକଜାମ୍ ସେଣ୍ଟର, ହଲ୍ ଓ କ୍ୱେଶ୍ଚିନ୍ ହବ୍‌ର ହେବ ଲାଇଭ ଷ୍ଟ୍ରିମିଂ

ଆହୁରି ସ୍ୱଚ୍ଛ ହେବ ପ୍ଲସ ଟୁ ପରୀକ୍ଷା । ସିଏଚଏସଇ ଆପଣାଇବ ନୂଆ ପଦକ୍ଷେପ । ଲାଇଭ୍ ଷ୍ଟ୍ରିମିଂ ହେବ ଏକଜାମ୍ ହଲ୍‌ର ଟିକନିଖ୍ ଦୃଶ୍ୟ ।