• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Corona Cases In India

Mock drill on April 10, 11 to check COVID readiness of hospitals
ବଢ଼ୁଛି କରୋନା ବିପଦ ! କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି- ଏପ୍ରିଲ ୧୦ ଓ ୧୧ରେ ସାରା ଦେଶରେ ହେବ ଏହି କାମ

ଦେଶରେ ପୁଣିଥରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇଛି। ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ସହ ଆଡ୍‌ଭାଇଜରି ଜାରି କରିଛନ୍ତି।

39 international travellers tested positive in 2 days at Indian airports
୨ ଦିନରେ ୩୯ କରୋନା ପଜିଟିଭ୍‌ ଚିହ୍ନଟ, ବିମାନରେ ବିଦେଶରୁ ଭାରତକୁ ଫେରିଥିଲେ...

୨ ଦିନ ମଧ୍ୟରେ ବିଦେଶରୁ ଫେରିଥିବା ଯାତ୍ରୀଙ୍କ ମଧ୍ୟରୁ ୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେଣୁ ଆଶା କରାଯାଉଛି, କେନ୍ଦ୍ର ସରକାର ଆସନ୍ତା ସପ୍ତାହରୁ ବିଶେଷ କରି ଚୀନ ଏବଂ କୋଭିଡ୍ ପ୍ରଭାବିତ ଦେଶରୁ ଭାରତକୁ ଆସୁଥିବା ଯାତ୍ରୀଙ୍କ ପାଇଁ ସ୍କ୍ରିନିଂକୁ ଜୋରଦାର କରିପାରନ୍ତି।

Coronavirus
ହଠାତ୍‌ ବଢ଼ିଲା କୋଭିଡ୍‌ ସଂକ୍ରମଣ, ଦିନକରେ ୧୭ ହଜାର ଉପରେ ଆକ୍ରାନ୍ତ ଚିହ୍ନଟ

 ଦିନକରେ ୪୫% କରୋନା ସଂମଣ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଦେଶରେ ୧୭ ହଜାର ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। 

PM Modi interacts with chief ministers on emerging COVID-19 situation
ବଢ଼ୁଛି କରୋନା ସଂକ୍ରମଣ, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ବେଳେ ଗୁରୁତ୍ୱପୂର୍ଣ୍ଣ କଥା କହିଲେ ପ୍ରଧାନମନ୍ତ୍ରୀ

 ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଆଜି ଆଲୋଚନା କରିଛନ୍ତି। କିଛି ରାଜ୍ୟରେ କେସ୍ ବଢୁଥିବାରୁ ଆଲର୍ଟ ରହିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। 

Corona Cases In India
ଫୁଲ୍‌ ସ୍ପିଡ୍‌ରେ ବଢ଼ୁଛି କରୋନା ସଂକ୍ରମଣ, ୧୨ ରାଜ୍ୟକୁ ନେଇ ଚିନ୍ତା

ଗତ ସପ୍ତାହରେ କରୋନା କେସ୍‌ ଦ୍ୱିଗୁଣା ହୋଇଛି। ଦେଶରେ ୧୨ ରାଜ୍ୟରେ କରୋନା ସଂକ୍ରମଣ ଲଗାତାର ଭାବେ ବୃଦ୍ଧି ପାଉ ଥିବାରୁ ଚିନ୍ତା ଆହୁରି ବଢ଼ିଛି।

 Covid Cases Rise In Delhi And Other States
ଦିଲ୍ଲୀରେ ବଢ଼ୁଛି କରୋନା ସଂକ୍ରମଣ, ଆଲର୍ଟରେ ଓଡ଼ିଶା

ଦିଲ୍ଲୀ ଭଳି କିଛି ରାଜ୍ୟରେ ସଂକ୍ରମଣ ବଢିବା ପରେ ଓଡ଼ିଶା ସରକାର ସଜାଗ ହୋଇଛନ୍ତି। ୭ରୁ ୮ ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ ସଂକ୍ରମଣ କେସ୍ ନାହିଁ। ତେଣୁ ସେଭଳି ଆତଙ୍କିତ ହେବା ପରିସ୍ଥିତି ନାହିଁ ବୋଲି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

Covid Cases In India
ଦିଲ୍ଲୀରେ ବଢ଼ୁଛି, ଓଡ଼ିଶାରେ ମୁହଁ ମୁକୁଳା; ବନ୍ଦ ହେବ କି ସ୍କୁଲ୍‌ ? 

ଗୋଟିଏପଟେ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ଓଡ଼ିଶାରେ ମୁହଁ ମୁକୁଳା। ନା ଏଠି କେହି ମାସ୍କ ପିନ୍ଧୁଛନ୍ତି ନା କେହି କୋଭିଡ୍‌ ନିୟମକୁ ଠିକ୍‌ ଭାବେ ପାଳନ କରୁଛନ୍ତି। ସର୍ବସାଧାରଣ ସ୍ଥାନ, ମାର୍କେଟ, ମଲ୍‌ ସବୁଠି ଲୋକମାନେ ଖୁଲମଖୁଲା ନିୟମକୁ ଉଲ୍ଲଂଘନ କରୁଛନ୍ତି।

Ghaziabad 10th Student Corona Infected
ପୁଣି ଆଉ ଏକ ସ୍କୁଲ୍‌ରେ ପଶିଲା କରୋନା: ୧୦ମ ଛାତ୍ର ପଜିଟିଭ୍‌, ୫ ସ୍କୁଲ୍‌ ବନ୍ଦ ଘୋଷଣା

ଗତ କିଛିଦିନ ହେବ ଉତ୍ତରପ୍ରଦେଶ ଗାଜିଆବାଦ ଓ ନୋଏଡାରେ ଅନେକ ସ୍କୁଲ୍‌ରେ ଛାତ୍ରମାନେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ୫ ସ୍କୁଲ୍‌ ବନ୍ଦ ଘୋଷଣା ହୋଇଛି। ବୁଧବାର ଗାଜିଆବାଦର ଆଉ ଏକ ସ୍କୁଲ୍‌ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସ୍କୁଲ୍‌ ବନ୍ଦ ଘୋଷଣା ହୋଇଛି। 

Corona Testing
କମିଛି କରୋନା ହେଲେ ଢିଲା ଛାଡ଼ନି, ରାଜ୍ୟ ସରକାରଙ୍କୁ କେନ୍ଦ୍ରର ସତର୍କବାଣୀ

କରୋନା ପ୍ରକୋପ କମିଛି। କିନ୍ତୁ ଏବେ ଏହାକୁ ନେଇ ଢିଲା ଦେବାନି। ଏନେଇ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଚିଠି କରିଛନ୍ତି। 

Coronavirus
ଦିନକରେ ଦେଶରେ ୨,୩୪,୨୮୧ ଆକ୍ରାନ୍ତ ଚିହ୍ନଟ; ଓଡ଼ିଶାରେ ୨୪ ଘଣ୍ଟାରେ ବାହାରିଲେ ୪,୮୪୩ ପଜିଟିଭ୍‌

ଦେଶରେ ଦିନକରେ ୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଓଡ଼ିଶାରେ ୪ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଓଡ଼ିଶାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୫ ହଜାର ୯୧୧ରେ ପହଞ୍ଚିଛି।

Coronavirus
କରୋନା ଆକ୍ଟିଭ୍‌ କେସ୍‌: ଟପ୍‌ ଟେନ୍‌ରେ ଓଡ଼ିଶା

ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏବେବି କିଛି ରାଜ୍ୟରେ ଆକ୍ଟିଭ୍‌ କେସ୍‌ ଅଧିକ ରହିଛି। ଶ୍ରେଷ୍ଠ ୧୦ଟି ଆକ୍ଟିଭ୍‌ କେସ୍ ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି।

covid19
ଲଗାମ ଧରୁନି ସଂକ୍ରମଣ: ଦିନକରେ ୧ ଲକ୍ଷ ୭୯ ହଜାର ଆକ୍ରାନ୍ତ ଚିହ୍ନଟ

ଆଜି ଦେଶରେ ଦିନକରେ ୧ ଲକ୍ଷ ୭୯ ହଜାର ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦୈନିକ ପଜିଟିଭିଟି ହାର ୧୩.୨୯ ପ୍ରତିଶତକୁ ବଢ଼ିଛି । ଦେଶରେ ଦିନକରେ ୧୪୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ମଧ୍ୟ ଘଟିଛି । ମୃତ୍ୟୁସଂଖ୍ୟା ୪ ଲକ୍ଷ ୮୩ ହଜାର ୯୩୬କୁ ବୃଦ୍ଧି ପାଇବାରେ ଲାଗିଛି ।

Covid Cases Rise In Delhi & Mumbai
ସପ୍ତାହାନ୍ତ ସଟ୍‌ଡାଉନ୍‌ ସତ୍ତ୍ୱେ ବଢ଼ୁଛି ସଂକ୍ରମଣ, କଡ଼ାକଡ଼ି ହୋଇପାରେ କଟକଣା

ଦିଲ୍ଲୀ ଓ ମୁମ୍ବାଇରେ ଯେଉଁଭଳି ଭାବେ କରୋନା ସଂକ୍ରମଣ ବୃଦ୍ଧି ପାଉଛି, ଏନେଇ ଚିନ୍ତା ବଢ଼ିଛି। ଦିଲ୍ଲୀରେ ଏବେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଜାରି ରହିଛି। ତଥାପି ସଂକ୍ରମଣ ସଂଖ୍ୟାରେ ଏହାର କୌଣସି ପ୍ରଭାବ ପଡ଼ିନି।

New Covid Cases In India
ଦିନକରେ ଦେଶରେ ଦେଢ଼ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭିଟି ହାର ୧୦.୨୧%କୁ ବୃଦ୍ଧି

୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୫୯ ହଜାର ୬୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦୈନିକ ପଜିଟିଭିଟି ହାର ୧୦.୨୧%କୁ ବୃଦ୍ଧି ପାଇଛି।

Record COVID Infections In A Day In Mumbai
ଦିଲ୍ଲୀ ପରେ କରୋନାର ହଟ୍‌ସ୍ପଟ୍ ପାଲଟିଛି ମୁମ୍ବାଇ, ଗୋଟିଏ ଦିନରେ ବାହାରିଲେ ୮ ହଜାରରୁ ଅଧିକ ପଜିଟିଭ୍‌

ଦିଲ୍ଲୀ ପରେ କରୋନାର ହଟ୍‌ସ୍ପଟ୍ ପାଲଟିଛି ମୁମ୍ବାଇ। ମୁମ୍ବାଇରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। ଗତକାଲି ମୁମ୍ବାଇରେ ୮ ହଜାର ୩୬ ଟି ନୂଆ ମାମଲା ସାମ୍ନାକୁ ଆସିଥିଲା।

Rising Covid-19 Cases In Delhi & Mumbai
ହଠାତ୍‌ ୭ ମାସ ପରେ ବଢ଼ିଲା କରୋନା ସଂକ୍ରମଣ; ରାଜଧାନୀରେ ଦିନକରେ ୧,୩୧୩ ଆକ୍ରାନ୍ତ ଚିହ୍ନଟ

ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। ଗତକାଲି ଦିଲ୍ଲୀରେ ୧,୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଗତ ୭  ମାସ ମଧ୍ୟରେ ଏହା ସବୁଠାରୁ ଅଧିକ।

corona-danger
କିଛି ଜିଲ୍ଲା ପାଇଁ ସାରା ଦେଶ ଏବେ ସଙ୍କଟରେ

ନୂଆଦିଲ୍ଲୀ: କିଛି ଜିଲ୍ଲା ପାଇଁ ଦେଶ ସଂକଟରେ। ଏକଥା କହିଛନ୍ତି ଡାକ୍ତର ଭିକେ ପଲ୍‌। ଦେଶରେ କରୋନା ସ୍ଥିତି ନେଇ ନୀତି ଆୟୋଗ ସଦସ୍ୟ ଡାକ୍ତର ଭିକେ ପଲ୍‌ କହିଛନ୍ତି ଦେଶର କିଛି ଜିଲ୍ଲାରେ ଅବସ୍ଥା ଚିନ୍ତାଜନକ। କିଛି ଜିଲ୍ଲା ପାଇଁ ସାରା ଦେଶ ସଂକଟରେ ପଡ଼ିବା ଆଶଙ୍କା ରହିଛି। ସେହିପରି ଦେଶର ୧୦ଟି ଜିଲ୍ଲାରେ ସର୍ବାଧିକ ଆକ୍ଟିଭ କେସ୍ ଥିବା କହିଛନ୍ତି ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ। ସେ କହିଛନ୍ତି ଯେ ୧୦ଟିରୁ କେବଳ ମହାରାଷ୍ଟ୍ରର […]

corona-desk
ଦେଶରେ ପୁଣି ବେକାବୁ ହେଉଛି କରୋନା !

ଭୁବନେଶ୍ୱର: ଦେଶରେ ପୁଣି ବେକାବୁ ହେବାକୁ ବସିଲାଣି କି କରୋନା? ମହାରାଷ୍ଟ୍ର, କେରଳ, ଛତିଶଗଡ଼, ମଧ୍ୟପ୍ରଦେଶ, ଗୁଜରାଟ, ପଞ୍ଜାବ, କର୍ଣ୍ଣାଟକ, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ଜାମ୍ମୁ ଓ କାଶ୍ମୀର , ଏହି ୧୦ ରାଜ୍ୟରେ ପୁଣି ନିୟନ୍ତ୍ରଣ ବାହାରକୁ ଯାଉଛି କି କରୋନା? ସଂକ୍ରମଣ ରୋକିବାକୁ ଏହି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ କେନ୍ଦ୍ରୀୟ ଟିମ୍ ନିୟୋଜିତ ହୋଇଛି। ତେବେ ନୂଆ ଷ୍ଟ୍ରେନ୍ ଉପରେ ଅଧିକ ଗବେଷଣା ଚାଲିଥିବା ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ କହିଛନ୍ତି। ସେପଟେ […]

corona-fase-2
କରୋନାର ସେକେଣ୍ଡ ୱେଭ୍ ଆସିଲା କି ?

ଭୁବନେଶ୍ୱର: ସାରା ବିଶ୍ୱକୁ ନିଜ ବଳୟ ଭିତରେ ରଖିଛି କରୋନା। ଅନେକ ସମୟରେ କରୋନା ଭୂତାଣୁ ତାର ରୂପ ପରିବର୍ତ୍ତନ କରୁଥିବା ନେଇ ବିଶେଷଜ୍ଞମାନେ ମତ ରଖିଛନ୍ତି। କରୋନା ସେକେଣ୍ଡ ୱେଭ୍ ଅନେକ ସ୍ଥାନରେ ଦେଖାଦେବା ପରେ ପୁଣି ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହାରି ଭିତରେ ସାରା ବିଶ୍ୱକୁ ଘାରିଲାଣି କରୋନାର ଆଉ ଏକ ରୂପ ତଥା କରୋନାର ନୂଆ ଷ୍ଟ୍ରେନ୍। ତାହା ହେଲେ ଏହା କଣ କରୋନା ଦ୍ୱିତୀୟ ୱେଭ କି ? ଏନେଇ କଣ […]

night-curfew
ଟେନ୍‌ସନ ଦେଉଛି କରୋନା: ଏହି ସହରକୁ ପୁଣି ଫେରିଲା ନାଇଟ୍‌ କର୍ଫ୍ୟୁ

ପୁଣି ଫେରିଲା ନାଇଟ୍ କର୍ଫ୍ୟୁ। ଗୁଜରାଟର ୪ ସହରରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ ବୋଲି ସୂଚନା ମିଳିଛି। କରୋନା ସଂକ୍ରମଣ ବଢ଼ିବା ପରେ ଗୁଜରାଟ ସରକାରଙ୍କ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଅହମ୍ମଦାବାଦ, ବଡ଼ୋଦରା, ସୁରତ,ଏବଂ ରାଜକୋଟରେ ନାଇଟ୍ କର୍ଫ୍ୟୁ ଲାଗୁ ପାଇଁ ଗୁଜରାଟ ସରକାର ନିର୍ଦ୍ଦେଶ ଦେଇଛନ୍ତି

Corona
ପୁଣି ଥରେ ରାଜ୍ୟରେ ହେବ କି ଲକଡାଉନ?

ଆସିବ କି କରୋନାର ଦ୍ୱିତୀୟ ଲହରୀ? ଉଗ୍ରରୂପ ନେବ କି ନୂଆ ଷ୍ଟ୍ରେନ୍? ମହାରାଷ୍ଟ୍ରରେ ବଢୁଥିବା ସଂକ୍ରମଣ ଏବେ ବଢାଇ ଦେଇଛି ଏମିତି କିଛି ଆଶଙ୍କା।ସଂକ୍ରମଣ ଦ୍ରୁତ ହାରରେ ବଢୁଥିବାରୁ ମହାରାଷ୍ଟ୍ରର ଏକାଧିକ ଜିଲ୍ଲାରେ ଲକଡାଉନ ଓ କର୍ଫ୍ୟୁ ଭଳି ପଦକ୍ଷେପ ନେଲେଣି ସେଠାକାର ସରକାର

doctors
ଦେଶରେ କରୋନାର ଦ୍ଵିତୀୟ ଲହର ନେଲାଣି ୪୦୦ରୁ ଅଧିକ ଡାକ୍ତରଙ୍କ ଜୀବନ, ଦିଲ୍ଲୀରେ ୧୦୦ ଜଣ ଡାକ୍ତରଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ଯଦିଓ ଦୈନିକ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପାଇଛି, ହେଲେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିନାହିଁ। ଗତ ୨୪ ଘଣ୍ଟାରେ ଦେଶରେ ୪,୧୯୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କରୋନା କବଳରୁ ଲୋକଙ୍କୁ ରକ୍ଷା କରୁଥିବା ଡାକ୍ତରମାନେ ମଧ୍ୟ ଏଥିରୁ ବର୍ତ୍ତି ପାରି ନାହାନ୍ତି। କରୋନା କବଳରେ ପଡ଼ି ଡାକ୍ତରମାନେ ମଧ୍ୟ ଜୀବନ ହରାଇବାରେ ଲାଗିଛନ୍ତି। ଦେଶରେ କରୋନାର ଦ୍ଵିତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ୪୨୦ ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଛି। […]

lockdown
ଆଜିଠୁ ମାର୍ଚ୍ଚ ୨୧ ଯାଏ ଏହି ସହର ସମ୍ପୂର୍ଣ୍ଣ ଲକ୍‌ଡାଉନ୍

ନାଗପୁର: କରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ନାଗପୁରରେ ଆଜିଠୁ ଲକ୍‌ଡାଉନ୍ କଟକଣା‌ ଲାଗୁ ହୋଇଛି। କଟକଣା ଲାଗୁ ହେବା ଫଳରେ ନାଗପୁର ସହରର ରାସ୍ତାଘାଟ ଖାଁ ଖାଁ ଲାଗୁଛି। ରାସ୍ତାରେ ହାତଗଣତି କେତୋଟି ଗାଡ଼ିମୋଟର ଚାଲୁଥିବା ଦେଖିବାକୁ ମିଳିଛି। ଜରୁରୀ ସେବା ଓ ଜରୁରୀ ସାମଗ୍ରୀ ଦୋକାନକୁ ଛାଡ଼ି ଦେଲେ ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍ କଟକଣା ଜାରି ରହିବ। ବିନା କାରଣରେ […]

students..
ଗୋଟିଏ ଟ୍ୟୁସନ୍‌ ସେଣ୍ଟରରୁ ୯୧ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍‌

ଥିରୁଅନନ୍ତପୁରମ୍‌: କିଛିଦିନ ତଳେ କେରଳର ମାଲାପ୍ପୁରମ୍‌ର ୨ଟି ସ୍କୁଲ୍‌ରୁ ୧୯୨ ଜଣ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯୧ ଜଣ ଛାତ୍ରଛାତ୍ରୀ ଗୋଟିଏ ଟ୍ୟୁସନ୍‌ ସେଣ୍ଟରରେ କ୍ଳାସ୍‌ କରିଥିଲେ ବୋଲି ଜଣାପଡ଼ିଛି। ଶିକ୍ଷା ଅଧିକାରୀ ରମେଶ କୁମାର ଜାତୀୟ ଗଣମାଧ୍ୟମ NDTVକୁ ସୂଚନା ଦେଇ କହିଛନ୍ତି, କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ୧୯୨ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୯୧ ଜଣ ଗୋଟିଏ ଟ୍ୟୁସନ୍‌ ସେଣ୍ଟରରେ କ୍ଲାସ୍‌ କରିଥିଲେ। ବର୍ତ୍ତମାନ ସେହି […]

corona testing
ପୁଣି ଉପର ମୁହାଁ ହେଉଛି କି କରୋନା ଗ୍ରାଫ୍‌ ? ଆଜି ବି ବାହାରିଲେ ୨ ଲକ୍ଷରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ପୁଣି ଉପରମୁହାଁ ହୋଇଛି କରୋନା ଗ୍ରାଫ । ଦୀର୍ଘ ୪୦ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ଦେଶର ଦୈନିକ ସଂକ୍ରମଣ ୨ ଲକ୍ଷ ତଳକୁ ଖସିଥିବାବେଳେ ଗତକାଲିଠାରୁ ପୁଣି ବଢ଼ଛି। ଗତକାଲି ୨,୦୮,୯୨୧ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ୨,୧୧,୨୭୫ ନୂଆ ମାମଲା ସାମ୍ନାକୁ ଆସିଛି। ସେହିପରି ୨୪ ଘଣ୍ଟାରେ ଦେଶରୁ ୩,୮୪୧ ଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଆଜିର ସଂକ୍ରମିତଙ୍କୁ ମିଶାଇଲେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କାଟି […]