ଅଶ୍ୱନୀ- ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । କର୍ମକ୍ଷେତ୍ରରେ ଉପର କର୍ମକର୍ତ୍ତାମାନେ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ପ୍ରକାଶ କରିପାରନ୍ତି ।
ଅଶ୍ୱନୀ- ସାଧାରଣ ଲୋକଙ୍କ ସହ ମିଳାମିଶା କରିବା ଦ୍ୱାରା ସମୟ ଆନନ୍ଦରେ କଟିବ । କୌଣସି ନୂତନ କାମର ଯୋଜନା କରିବେ ଓ ସଫଳତା ମଧ୍ୟ ପାଇବେ । ସହକର୍ମୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୁରାନ୍ତୁ ନାହିଁ ।
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ ।
ଅଶ୍ୱନୀ- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଅଶ୍ୱନୀ- ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।
ଅଶ୍ୱନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ
ଅଶ୍ୱନୀ- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରେ ପରସ୍ପରକୁ ସାହାର୍ଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପେଇବ ।
ଅଶ୍ୱନୀ- ସୁସ୍ବାଦୁ ଭୋଜନର ସୁଯୋଗ ମିଳିବ। ଆଜିର କାମରେ ନିଶ୍ଚିତ ସଫଳତା ମିଳିବ । କୌଣସି ବ୍ୟକ୍ତି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି।
ଅଶ୍ୱନୀ- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ଶିକ୍ଷା କ୍ଷେତ୍ରରେ କଠିନ ପରିଶ୍ରମ କଲେ ସଫଳତା ଅର୍ଜନ କରିବେ ।
ଅଶ୍ୱନୀ–ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।
ଅଶ୍ୱନୀ – କାର୍ଯ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
ଧାର୍ମିକ କାର୍ଯ୍ୟ ପ୍ରତି ଆସ୍ଥା ବଢିବ । ଅର୍ଥନୈତିକ କାରବାର ଦିଗରେ ସଫଳ ଲାଭ କରିବେ । ପ୍ରେମିକ ପ୍ରେମିକା ମାନଙ୍କ ପାଇଁ ଭଲ ସମୟ ଚାଲିଛି ।
ଅଶ୍ୱନୀ- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ବ୍ୟବସାୟରେ ମତାନ୍ତର ଦେଖାଦେବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ
ଅଶ୍ୱନୀ- କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି । ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ ।
ଅଶ୍ୱନୀ- ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।ନିଷ୍ପତି ମୂଳକ କାର୍ୟ୍ୟରେ ଆଗପଛ ହୋଇ ପାରନ୍ତି ।
ଅଶ୍ୱନୀ- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ ।
ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ ।
ଅଶ୍ୱନୀ- ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ । ସାମୟିକ ଦେହପିଡା, ଓ ବନ୍ଧୁ ବିୟୋଗ ଦେଖାଦେବ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ହଇରାଣ ହୋଇ ପାରନ୍ତି ।
ଅଶ୍ୱନୀ- ପାରିବାରିକ ଦୃଷ୍ଟି କୋଣରୁ ମନ ଖୁସି ରହିବ । ଅନ୍ୟମାନଙ୍କ ଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବାର ମଉକା ମିଳିବ । କର୍ମ କ୍ଷେତ୍ରରେ ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।
ଅଶ୍ୱନୀ- ପରିବାରରେ ସୁଖ ଶାନ୍ତି ରାଜୁତି କରିବ, କିନ୍ତୁ ଏଥିପାଇଁ କିଛିଟା ସ୍ବାର୍ଥତ୍ୟାଗ ଜରୁରୀ ହୋଇପାରେ । ବନ୍ଧୁମାନଙ୍କୁ ଆପଣେଇ ନେଇ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ପରିଜନ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି।
ଅଶ୍ୱନୀ- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।
ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ
ଅଶ୍ୱନୀ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ