• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Death Case

Chinmayee
ମର୍ଡର ନୁହେଁ ଚିନ୍ମୟୀଙ୍କ ମୃତ୍ୟୁ !

ସିଟିଭି, ସୋସିଆଲ୍ ମିଡିଆ ଓ ଅନ୍ୟ ସମସ୍ତ ପାରିପାର୍ଶ୍ୱିକ ତଥ୍ୟ ପ୍ରମାଣରୁ ଏହା ହତ୍ୟା ନୁହେଁ ବୋଲି ଜଣାପଡ଼ିଛି ।

Chinmayee death case
ଚିନ୍ମୟୀ ମୃତ୍ୟୁଉପରୁ ହଟୁନି ପରଦା; ୫ଦିନ ପରେ ବି ପ୍ରମାଣ ପାଉନି ପୋଲିସ

ଚିନ୍ମୟୀଙ୍କ ଗଳାରେ କେମିତି ହେଲା ଏହି ଦାଗ ? ଗୋଟି ଗୋଟି କରି ଅଗ୍ନିପରୀକ୍ଷାକୁ ସାମ୍ନା କରୁଛନ୍ତି ଚିନ୍ମୟୀଙ୍କ ସହ ଶେଷ ସମୟ ଯାଏଁ ଏକାଠି ଥିବା ପୁରୁଷ ବନ୍ଧୁ ପ୍ରୀତିମାନ ଦେ । ୪ ଦିନ ଧରି ବୁର୍ଲା ଥାନାରେ ଘନଘନ ଜେରା ପରେ ଆଜି ଭୁବନେଶ୍ୱର ଷ୍ଟେଟ ଫରେନସିକ ଲ୍ୟାବରେ ଲାଇ ଡିଟେକ୍ସନ କରାଇଛି ପୋଲିସ ।

tushar death case
ତୁଷାର ମୃତ୍ୟୁ ଘଟଣାରେ ଦୁଇ ଛାତ୍ର ଗିରଫ

କଟକ ମହାନଦୀ ସେତୁରୁ ନିଖୋଜ ଛାତ୍ର ତୁଷାରକାନ୍ତ ସାହୁଙ୍କ ଗାଡ଼ି ମିଳିଥିଲା। ଏହାର ୨ ଦିନ ପରେ ଅର୍ଥାତ ଅଗଷ୍ଟ ୫ରେ ଯୋବ୍ରା ଆନିକଟରୁ ଯୁକ୍ତ ଦୁଇ ଛାତ୍ର ତୁଷାରକାନ୍ତ ସାହୁଙ୍କ ମୃତଦେହ ମିଳିଥିଲ। ପରିବାର ଲୋକେ ତୁଷାରକାନ୍ତଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ।

Mahant Narendra Giri
ଅମାପ ସଂପତ୍ତି ଜନିତ ବିବାଦ ହିଁ କାଳ ସାଜିଲା କି ମହନ୍ତଙ୍କ ପାଇଁ?

ପ୍ରୟାଗରାଜ ବାଗମ୍ବରୀ ମଠ ପରିସରରେ ଭୂ-ସମାଧିସ୍ଥ ହେଲେ ୭୨ ବର୍ଷୀୟ ସନ୍ଥ ନରେନ୍ଦ୍ର ଗିରି । ସେପଟେ ଅଖିଳ ଭାରତୀୟ ଆଖଡ଼ା ପରିଷଦର ଏହି ଦିବଂଗତ ଅଧ୍ୟକ୍ଷଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ତଦନ୍ତ ଜାରି ରଖିଛି ୟୁପି ପୋଲିସ