• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Farmer

Make Mandis Dalal Free - Farmers\' Earnest Appeal To Odisha Govt
ଆଗେ ମରୁଡ଼ି, ପରେ ବାତ୍ୟା....ଫସଲ ସବୁ ନଷ୍ଟ ହୋଇଗଲା

ଆଗେ ମରୁଡ଼ି, ପରେ ବାତ୍ୟା....ଫସଲ ସବୁ ନଷ୍ଟ ହୋଇଗଲା, ଯାହା କିଛି ବଂଚିଛି ସେ କେମିତି ବିକ୍ରି ହେବ ? ସେନେଇ ସରକାର ମଣ୍ଡି ବ୍ୟବସ୍ଥା ସୁଧାରିବାକୁ ଜୋର ଧରିଲା ଦାବି

Farmer
କଷ୍ଟ କରି ବିଲରୁ ଧାନ ଆଣିଥିଲେ ଚାଷୀ, ହାତୀ ଖାଇଗଲା

କେନ୍ଦୁଝର ବନଖଣ୍ଡରେ ଶତାଧିକ ହାତୀ ବ୍ୟାପକ ଫସଲ ନଷ୍ଟ କରୁଥିବା ବନ ବିଭାଗ ସ୍ଵୀକାର କରିଛି । ଶେଷ ଦୁଇ ମାସ ମଧ୍ୟରେ ହାତୀ ୧୧ଟି ଘର ଭାଙ୍ଗିଥିବା ବେଳେ ପାଖାପାଖି ୨୭୫ ଏକର ଧାନ ଫସଲ ନଷ୍ଟ କରିଛନ୍ତି ।

Farmer Allegedly Kills Self
ବାତ୍ୟା ଦେଇଗଲା ଦୁଃଖ, ଫସଲ ନଷ୍ଟ ହୋଇଯିବାରୁ ଜୀବନ ହାରିଲେ ଚାଷୀ !

ବାତ୍ୟା ‘ଜୱାଦ୍‌’ ପ୍ରଭାବରେ ହୋଇଥିବା ପ୍ରବଳ ବର୍ଷାରେ ଫସଲ ସବୁ ନଷ୍ଟ ହୋଇ ଯାଇଥିଲା। ଶେଷରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

Farmer Allegedly Kills Self After Suffering Crop Damage In Ganjam
ବାତ୍ୟାରେ ଫସଲ ହାନୀରୁ ଜୀବନ ହାରିଲେ ଚାଷୀ

ଗଞ୍ଜାମ ଜିଲ୍ଲା ପାତ୍ରପୁର ତୁରୁବୁଡି ପଞ୍ଚାୟତର ଉଲୁମ ଗାଁରେ ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା। କରିଥିବା ଅଭିଯୋଗ ହୋଇଛି। ଚାଷ ଜମିର କ୍ଷତି ସହି ନ ପାରି ଚାଷୀ ଜଣକ ଆତ୍ମହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ତାଙ୍କ ପରିବାର ଲୋକ ।

Rakesh Tikayat
ସରକାରଙ୍କ ସହ ଆଲୋଚନା ପାଇଁ ଚାଷୀଙ୍କ ୫ ଜଣିଆ କମିଟି ଗଠିତ

ଚାଷୀଙ୍କୁ ସେମାନଙ୍କ ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ, ସହ ଚାଷୀ ଆନ୍ଦୋଳନ ସମୟରେ ବିଭିନ୍ନ ଚାଷୀଙ୍କ ନାଁରେ ହୋଇଥିବା ମାମଲା ପ୍ରସଙ୍ଗରେ ମଧ୍ୟ ଏହି କମିଟି ଆଲୋଚନା କରିବ ।

odisha Farmer
ବାତ୍ୟା ଦୁର୍ବଳ, ହେଲେ ଛାଷୀ କୂଳ ଚିନ୍ତାରେ ! ବର୍ଷ ଯାକର ଝାଳ ବୁହା ପରିଶ୍ରମ ଏବେ କ୍ଷେତରେ ଭାସୁଛି

ଝିପି ଝିପି ବର୍ଷାରେ ପଡ଼ି କ୍ଷେତରେ ଦାନାପାଣି ବତୁରି ଯାଉଥିବାବେଳେ ଓଦା ହୋଇଯାଉଛି ଚାଷୀର ମନ ଆଉ ପ୍ରାଣ । ସବୁ ସେହି ଲୀଳାମୟଙ୍କ ଇଛା । ସେହି ଠାକୁରଙ୍କୁ ହାତଯୋଡ଼ି କେବଳ ଏତିକି ନିବେଦନ, ପ୍ରଭୁ ବାତ୍ୟା ନଆସୁ, ବର୍ଷକର ଦାନାପାଣି ବଞ୍ଚିଯାଉ ।

Farmer Protest
 ସଂସଦରେ କୃଷି ଆଇନ ଉଚ୍ଛେଦ ହେଲେ ଆନ୍ଦୋଳନ ଶେଷ ହେବ: ଟିକାୟତ

ଆଇନ ପ୍ରତ୍ୟାହାର କରିବାକୁ ମୋଦି କହିବା ପରେ ଦିଲ୍ଲୀ ସୀମାରେ ଚାଷୀମାନେ ପରସ୍ପକୁ ମିଠା ବାଣ୍ଟି ଏହାକୁ ସ୍ୱାଗତ କରିଥିଲେ। ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ମଧ୍ୟ ଗୋଟିଏ ବିବୃତି ଜାରି କରି କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରାଯାଇଛି।

Bhadrak
ଚାକିରି ପଛରେ ଗୋଡ଼ାଇଲେ ନାହିଁ, ବାଡ଼ିରେ ଫସଲ କଲେ। ଏବେ ଦିନକୁ ରୋଜଗାର....

ଆଜିର ଦୁନିଆରେ ସରକାରୀ ହେଉ କିମ୍ବା ଘରୋଇ ହେଉ ସମସ୍ତେ ଚାକିରି ପଛରେ ବାୟା। ସ୍ଥିତି ଏମିତି ହେଲାଣି ଯେ, ଚାକିରିଟିଏ ମିଳିବା ଏବେ କଷ୍ଟକର ହେଲାଣି। ତେଣୁ ଏବେ ଚାକିରି ପଛରେ ନଗୋଡ଼େଇ ନିଜ ବାଡ଼ିରେ କିମ୍ବା ପାଳରେ କିଛି କରିବା ଲାଗି ଚେଷ୍ଟା କରୁଛନ୍ତି ଅନେକ ଲୋକେ

farmer
ବଳ ଗଲାଣି, ମନରୁ ଉତ୍ସାହ ଯାଇନି : ବୟସର ଅପରାହ୍ନରେ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ଦୁଇ ଭାଇ

ଇଚ୍ଛାଶକ୍ତି ଆଗରେ ହାର ମାନିଛି ବୟସ । କଠିନ ପରିଶ୍ରମ ତାଙ୍କୁ ଦେଇଛି ଏକ ନୂଆ ପରିଚୟ । ଏଥିସହ ୧୫ରୁ ୨୦ ଲୋକଙ୍କୁ ଦେଇଛନ୍ତି ରୋଜଗାରକ୍ଷମ ହେବାର ସୁଯୋଗ

bhadrak farmer
ଲାଭଜନକ ଜିଆ ଚାଷ, ହଜାରେ ଟଙ୍କାରେ ଆରମ୍ଭ କରି ରୋଜଗାର କରିପାରିବେ ଲକ୍ଷାଧିକ ଟଙ୍କା

ଚାଷ କଲେ କେତେବେଳେ ଲାଭ ତ ଆଉ କେତେବେଳେ କ୍ଷତି ହୋଇଥାଏ । କିନ୍ତୁ ଜିଆ ଚାଷ ଏମିତି ଏକ ଚାଷ ଯେଉଁଥିଲେ କେବଳ ଲାଭ ହିଁ ଲାଭ ରହିଛି। ଏଥିପାଇଁ ବିଶେଷ ଆବଶ୍ୟକତା ମଧ୍ୟ ନଥାଏ

Farmer
କଲେକ୍ଟର କରିଦେଲେ କୋଟିପତି

ତେବେ କୃଷକଙ୍କ କହିବା ଅନୁସାରେ, ୧୯୬୧ ମସିହାରେ ମଧ୍ୟପ୍ରଦେଶ ଅନ୍ତର୍ଗତ ସନୱାଲିଆ ରୁଡ଼ିରେ ଥିବା ତାଙ୍କର ପୈତୃକ ଜମିକୁ ତାଙ୍କ ଭାଇଙ୍କଠାରୁ କିଛି ଲୋକ ଖୁବ୍‌ କମ୍‌ ଦାମ୍‌ରେ ସବୁ ଜମି ନେଇ ଯାଇଥିଲେ। ସେହି ସମୟରେ ତାଙ୍କ ଭାଇଙ୍କ ବୟସ ମଧ୍ୟ ଖୁବ୍‌ କମ୍‌ ଥିଲା। ତେଣୁ ସେ ଜମି ବିକି ଦେବାକୁ ରାଜି ହୋଇଯାଇଥିଲେ