• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Flood Situation

Flood Water Munduli
ଶନିବାର ରାତିରେ ଆସିବ ବନ୍ୟା !

ରାକୁଦରୁ ଆସୁଥିବା ଜଳ ଶନିବାର ସକାଳ ସୁଦ୍ଧା ମୁଣ୍ଡଳିରେ ବଢ଼ିବ। ଶନିବାର ସକାଳରୁ ମଧ୍ୟାହ୍ନ ଭିତରେ ୮ ଲକ୍ଷ କ୍ୟୁସେକ୍ ପାସ୍ କରିବ। ମୁଣ୍ଡଳିରେ ମଧ୍ୟାହ୍ନରେ ଗଲେ ରାତି ସୁଦ୍ଧା ତଳିଆ ଅଞ୍ଚଳରେ ପହଞ୍ଚିବ। କେନ୍ଦ୍ରାପଡ଼ା, ପୁରୀ ଆଦି ଜିଲ୍ଲାରେ ଶନିବାର ରାତିରେ ପାସ୍ କରିବ। ସମ୍ବାବ୍ୟ ବନ୍ୟା ପରିସ୍ଥିତିକୁ ଦେଖି ପ୍ରଭାବିତ ହେବାକୁ ଥିବା ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରଖାଯାଇଛି। 

ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଧୀରେନ ସାମଲ
ବର୍ଷା ଯୋଗୁଁ ଆସିବ କି ବନ୍ୟା?

ଏସବୁ ଭିତରେ ଚିନ୍ତା ବଢାଇଛି ଆଇଏମଡି ଡିଜିଙ୍କ ପୂର୍ବାନୁମାନ। ତାଙ୍କର ଆକଳନ ଅନୁସାରେ, ୧୭ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ୧୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ଓଡ଼ିଶା ନିକଟରେ ପହଞ୍ଚିପାରେ। ଏହାର ପ୍ରଭାବରେ ୧୭ରୁ ଉପକୂଳ ଓଡ଼ିଶାରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି।