Tag: High Court

Two new Orissa High Court judges sworn in
ଶପଥ ନେଲେ ଓଡ଼ିଶା ହାଇକୋର୍ଟର ଦୁଇ ବିଚାରପତି

ଓଡ଼ିଶା ହାଇକୋର୍ଟର ଦୁଇ ଜଣ ନବ ନିଯୁକ୍ତ ବିଚାରପତି ଶପଥ ନେଇଛନ୍ତି ।

High Court
ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ନେଇ ହାଇକୋର୍ଟଙ୍କ ଚିନ୍ତା

ରାଜ୍ୟର ବିଭିନ୍ନ DHH, PHC ଓ CHCରେ ଡାକ୍ତର ଏବଂ ଅନ୍ୟାନ୍ୟ ମୌଳିକ ସୁବିଧାର ଅଭାବକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ ।

HC Bench
ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠାକୁ କାହିଁକି ବିରୋଧ ?

ବେଂଚ ପ୍ରତିଷ୍ଠା ପାଇଁ ସ୍ୱୀକୃତି ନଦେବାକୁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ବାର୍ ପକ୍ଷରୁ ଅନୁରୋଧ କରାଯିବା ନେଇ ନିଷ୍ପତ୍ତି ହୋଇଛି ।

Orissa High Court
କୋଇଲା ଅଭାବରୁ ନାଲକୋରେ ଅଚଳବସ୍ଥା, ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନାଲକୋର ଅଚଳବସ୍ଥା କିପରି ଦୂର କରାଯାଇପାରିବ ସେନେଇ ବୈଠକରେ ଆଲୋଚନା କରାଯିବ । ବୈଠକରେ ହୋଇଥିବା ନିଷ୍ପତ୍ତି ସଂପର୍କରେ କୋର୍ଟଙ୍କୁ ପରବର୍ତ୍ତୀ ଶୁଣାଣିରେ ଜଣାଇବାକୁ ନିର୍ଦ୍ଦେଶ ରହିଛି । 

Orissa High Court
ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ! ୧୦ ଦିନ ଭିତରେ ସବୁ ଜେଲ୍ ପାଇଖାନା ହେବ ସୁବ୍ୟବସ୍ଥିତ

୩୦ ତାରିଖ ଭିତରେ ଏନେଇ ରିପୋର୍ଟ କରିବେ ଜିଲ୍ଲା ଆଇନସେବା ଅଧିକାରୀ ।

Sumit Tapaswini
ବ୍ରହ୍ମପୁର ସୁମିତ-ତପସ୍ବିନୀ ବିବାଦ: ଏପ୍ରିଲ ୯ ରେ କୋର୍ଟରେ ହାଜର ହେବେ ପତିପତ୍ନୀ

ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେବାକୁ ବ୍ରହ୍ମପୁରର ସୁମିତ ସାହୁ ଓ ତପସ୍ୱିନୀ ଦାଶଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୯ ତାରିଖରେ ହାଜର ହେବାକୁ ଉଭୟଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

False Case Filed
ମହଙ୍ଗା ପଡ଼ିଲା ମିଛ ମାମଲା ରୁଜୁ କରି ଗିରଫ କରିବା

ଆଳିର ଆଠକଣିଆ ଛକରେ ଏକ ପିକଅପଗାଡ଼ିରେ ବେଆଇନ ଗୋଚାଲାଣ ହେଉଥିଲା।

Orissa High Court
ଏଣିକି ସକାଳୁ ସକାଳୁ ଖୋଲିବ କୋର୍ଟ

ସବୁ ଜିଲ୍ଲା ଜଜ୍ ମାନଙ୍କୁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଚିଠି କରାଯାଇଛି । ତେବେ ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦାଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଛି । 

hijab
ସ୍କୁଲ, କଲେଜରେ ହିଜାବକୁ ଅନୁମତି ନାହିଁ : ଆବେଦନ ଖାରଜ କଲେ କର୍ଣ୍ଣାଟକ ହାଇକୋର୍ଟ

ସ୍କୁଲ ୟୁନିଫର୍ମ ପିନ୍ଧିବାକୁ ଛାତ୍ରଛାତ୍ରୀ ମନା କରିପାରିବେ ନାହିଁ ।

dhinkia
ଆଜି ଦ୍ୱିତୀୟ ଥର ପାଇଁ ଢିଙ୍କିଆ ଯିବେ ୫ ଜଣିଆ ଆଇନଜୀବି କମିଟି

ଆଜି ଦ୍ୱିତୀୟ ଥର ପାଇଁ ଢିଙ୍କିଆ ଯିବେ ହାଇକୋର୍ଟ କମିଟି । ଆଇନଜୀବୀ କମିଟି ଆଗରେ ମତ ରଖିବେ ପ୍ରକଳ୍ପ ବିରୋଧୀ ।

Union Minister Bisweshwar Tudu
କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଆଶ୍ୱସ୍ତି, ହାଇକୋର୍ଟରୁ ଟୁଡ଼ୁଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା

କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଆଶ୍ୱସ୍ତି । ହାଇକୋର୍ଟରୁ ଟୁଡ଼ୁଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା । ଆଜି ଅନ୍ତରୀଣ ଜାମିନ୍ ଆବେଦନର ଶୁଣାଣି କରି ହାଇକୋର୍ଟ ତାଙ୍କୁ ସୁରକ୍ଷା ପ୍ରଦାନ କରିଛନ୍ତି । ମାମଲାରେ ମାର୍ଚ୍ଚ ୪ରେ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ । ଏହି ସମୟ ଭିତରେ ତଦନ୍ତରେ ସହଯୋଗ କରିବେ କେନ୍ଦ୍ରମନ୍ତ୍ରୀ ।

Parking Fee
ପାର୍କିଂ ଫି ଆଦାୟ ବେଆଇନ: ହାଇକୋର୍ଟ

ଏକ ମାମଲାର ବିଚାର କରି ହାଇକୋର୍ଟ ଗ୍ରାହକମାନଙ୍କ ଠାରୁ ମଲ୍ ମାଲିକଙ୍କ ଦ୍ୱାରା ଆଦାୟ କରାଯାଉଥିବା ପାର୍କିଂ ଫି ବେଆଇନ ବୋଲି ଅନ୍ତରୀଣ ଆଦେଶ ଦେଇଛନ୍ତି ।

Marital Dispute
ପାରିବାରିକ ବିବାଦ ମାମଲା : ତପସ୍ୱିନୀଙ୍କୁ ନୋଟିସ୍ କଲେ ହାଇକୋର୍ଟ

ସୁମିତଙ୍କ ଘରକୁ କିଛି ମହିଳା ଧସେଇ ପଶିବା ଘଟଣାରେ ପୋଲିସର ନିଷ୍କ୍ରିୟତା ନେଇ ଶୁଣାଣି କରିଛନ୍ତି ହାଇକୋର୍ଟ ।

UP Election
'ବର୍ତ୍ତମାନ ଓମିକ୍ରନ ସ୍ଥିତିକୁ ଦେଖି ନିର୍ବାଚନକୁ ଘୁଞ୍ଚାଯାଉ'

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଲି ଆୟୋଜନ ନକରିବାକୁ ନିବେଦନ କରିଛନ୍ତି ଯଦି, ଏବେ ରାଲି ବନ୍ଦ ହେଉନି। ତେବେ ଆଗାମୀ ପରିସ୍ଥିତି ଦ୍ୱିତୀୟ ଲହର ଭଳି ହୋଇପାରେ।

HIGH Court Mamita
ମମିତା ହତ୍ୟା ମାମଲାରେ ନୂଆ ଫର୍ଦ୍ଦ, ହାଇକୋର୍ଟରେ ସରକାରଙ୍କ ଷ୍ଟାଟସ୍‌ ରିପୋର୍ଟ ଦାଖଲ

କିଛି ଦିନ ପୂର୍ବରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମମିତାଙ୍କ ବାପା ଓ ଭାଇ । ଶୀଘ୍ର ତଦନ୍ତ ସାରି ଫାଷ୍ଟଟ୍ରାକ କୋର୍ଟରେ ବିଚାର ପାଇଁ ଆବେଦନ କରିଥିଲେ ମମିତାଙ୍କ ପରିବାର ଲୋକ । 

Mamita Murder Case
ମମିତା ହତ୍ୟା ମାମଲା ତଦନ୍ତର ତଦାରଖ କରିବେ ଅବସରପ୍ରାପ୍ତ ଜଜ୍

କେତେବାଟ ଗଲା ମମିତା ହତ୍ୟା ମାମଲାର ତଦନ୍ତ ? କାହା ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ? କେଉଁ କେଉଁ ଅଭିଯୋଗ ଏବଂ ପ୍ରମାଣ ହାତେଇଛି ବଲାଙ୍ଗିର ପୋଲିସ ? ବିସ୍ତୃତ ତଥ୍ୟ ଜାଣିବାକୁ ଚାହିଁଥିଲେ ହାଇକୋର୍ଟ। ଏହାସହ ରାଜ୍ୟ ସରକାରଙ୍କୁ ମାଗିଥିଲେ ଷ୍ଟାଟସ୍ ରିପୋର୍ଟ।

highcourt
ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ନେଇ ଅସନ୍ତୋଷ, ହାଇକୋର୍ଟରେ ପହଞ୍ଚିଲା ମାମଲା

ଆସନ୍ତା ଡିସେମ୍ବର ୨୦ ତାରିଖରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ସଂରକ୍ଷଣ ତାଲିକା ପ୍ରକାଶ କରିଛନ୍ତି । ହେଲେ ଏହାକୁ ଚାଲେଞ୍ଜ କରି ହାଇକୋର୍ଟରେ ମାମଲା ଦାଏର ହୋଇଛି ।

Mamita Murder Case
ମମିତାଙ୍କ ପରିବାର ଉପରେ ଚାପ ପକାଇ ମାମଲା କରାଯାଇଛି: ଧର୍ମେନ୍ଦ୍ର

ତ୍ୱରିତ ଶୁଣାଣି ପାଇଁ କେସ୍ କରାଯାଇଛି। ମାମଲାର ଚାର୍ଜସିଟ୍ ଦାଖଲ ହୋଇନି ହେଲେ ତ୍ୱରିତ ଶୁଣାଣି ଲାଗି ଅପିଲ ହୋଇଥିବା ଧର୍ମେନ୍ଦ୍ର କହିଛନ୍ତି।

Mamita Murder Case
ମମିତା ମେହେର ହତ୍ୟା ମମଲାର ତଦନ୍ତର ଗତି କୁଆଡେ?

କେତେ ବାଟ ଗଲା ମମିତା ମେହେର ହତ୍ୟା ମାମଲାର ତଦନ୍ତ? ରାଜ୍ୟ ସରକାରଙ୍କୁ ଷ୍ଟାଟସ୍ ରିପୋର୍ଟ ମାଗିଲେ ହାଇକୋର୍ଟ । ଡିସେମ୍ବର ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି । ଦିବ୍ୟଶଙ୍କରଙ୍କୁ ପକ୍ଷଭୁକ୍ତ ଲାଗି ଭାରତ ବିକାଶ ପରିଷଦର ଆବେଦନ

Mamita Murder Case
କେତେ ବାଟ ଗଲା ମମିତା ମେହେର ହତ୍ୟା ମାମଲାର ତଦନ୍ତ?

ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ମନ୍ତ୍ରୀଙ୍କ ସଂପୃକ୍ତି ନେଇ ପୀଡ଼ିତାଙ୍କ ବାପା ବି ଅଭିଯୋଗ କରିଛନ୍ତି। ତେଣୁ ମନ୍ତ୍ରୀଙ୍କ ସହ ଡିଆଇଜି, ବଲାଙ୍ଗିର ଏସପିଙ୍କୁ  ତଦନ୍ତ ପରିସରଭୁକ୍ତ କରାଯାଉ ବୋଲି ପରିଷଦ ନିବେଦନ କରିଛି।  

Orissa High Court
ମମିତା ହତ୍ୟା ମାମଲା : ତଦନ୍ତ ନେଇ ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ

ମମିତା ହତ୍ୟା ମାମଲାରେ ତଦନ୍ତ କେତେ ଦୂର ଆଗେଇଛି ସେ ନେଇ ରିପୋର୍ଟ ମାଗିଲେ ହାଇକୋର୍ଟ ।

Odisha HighCourt
ମମିତା ଘଟଣାରେ ଯୋଡ଼ି ହେଲା ନୂଆ ଫର୍ଦ୍ଦ, ହାଇକୋର୍ଟରେ ପହଞ୍ଚିଲା ପୁରା ପରିବାର

ମହାଲିଙ୍ଗ ମହାବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଗୋବିନ୍ଦ ସାହୁଙ୍କ ପ୍ରେମ କାହାଣୀ ଜାଣିଥିଲେ ସନ୍‌ସାଇନ୍‌ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର । ସେଥିପାଇଁ ତାଙ୍କୁ ଅନେକ ସମୟରେ ଧମକଚମକ ଦେଉଥିବା ଅଭିଯୋଗ ହୋଇଥିଲା ।

High court
ଓଡ଼ିଶା ବନ୍ଦ ଡ଼ାକରାକୁ ନେଇ ଗୁରୁତ୍ୱପୂର୍ଣ୍ଣ ରାୟ ଦେଲେ ହାଇକୋର୍ଟ

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ମମିତାଙ୍କୁ ନ୍ୟାୟ ଦାବିରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ଦିନ ୧୨ଟା ଯାଏ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି ।ତେବେ ବନ୍ଦକୁ ନେଇ ହାଇକୋର୍ଟ ଦେଇଛନ୍ତି ଏମିତି ଆଦେଶ।

Diwali
ସବୁଜ ବାଣ ପୁଟାଇବାକୁ ଅନୁମତି ଅଛି, ହେଲେ ବ୍ୟବସାୟୀ ବିକ୍ରି କରିପାରୁ ନାହାନ୍ତି ! ଦୋକାନ ସବୁ ଉଭାନ୍‌..

ଦୀପାବଳି ଘଡ଼ିରେ ଅଦୃଶ୍ୟ ବାଣ ବଜାର । ଉତ୍ସବର ଠିକ୍ ଦିନକ ପୂର୍ବରୁ ମାର୍କେଟ୍‌ରୁ ବାଣ ଦୋକାନ ଗାଏବ । ନିକଟରେ ସରକାର କେବଳ ସବୁଜ ବାଣ ବିକ୍ରିକୁ ଅନୁମତି ଦେବା ପରେ ଏହାକୁ ଫୁଟାଇ ଉତ୍ସବ ମନାଇବାକୁ ମନସ୍ଥ କରିଥିଲେ ଲୋକେ ।

High court of Odisha
ରାଜ୍ୟରେ ସମବାୟ ନିର୍ବାଚନ ପାଇଁ ବାଟ ଫିଟିଲା

ରାଜ୍ୟରେ ସମବାୟ ନିର୍ବାଚନ ପାଇଁ ବାଟ ଫିଟିଲା । ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ଏହି ନିର୍ବାଚନ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏହି ନିର୍ବାଚନ ପାଇଁ କୋଅପରେଟିଭ ନିର୍ବାଚନ କମିଶନ ଏକ ମାସ ମଧ୍ୟରେ ନିର୍ବାଚନ ତାରିଖ ଧାର୍ଯ୍ୟ କରିବେ। ସୁନ୍ଦରଗଡ଼ ସମବାୟ ବ୍ୟାଙ୍କ ନିର୍ବାଚନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।