ଅଶ୍ୱନୀ- ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । କର୍ମକ୍ଷେତ୍ରରେ ଉପର କର୍ମକର୍ତ୍ତାମାନେ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ପ୍ରକାଶ କରିପାରନ୍ତି ।
ଅଶ୍ୱନୀ- ସାଧାରଣ ଲୋକଙ୍କ ସହ ମିଳାମିଶା କରିବା ଦ୍ୱାରା ସମୟ ଆନନ୍ଦରେ କଟିବ । କୌଣସି ନୂତନ କାମର ଯୋଜନା କରିବେ ଓ ସଫଳତା ମଧ୍ୟ ପାଇବେ । ସହକର୍ମୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୁରାନ୍ତୁ ନାହିଁ ।
ଅଶ୍ୱନୀ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ ।
ନିଜକୁ ଆର୍ଥିକରୂପେ ସୁଦୃଢ଼ କରିବାରେ ସଫଳ ହେବେ। ପେସାଦାର ବ୍ୟବସାୟୀ ବଡ଼ ଅର୍ଡ଼ର ପାଇବେ। ଅଫିସରେ ଆପଣଙ୍କ ସ୍ଥିତି ମଜଭୁତ ହେବ। ଚାକିରି ଖୋଜୁଥିବା ବ୍ୟକ୍ତିବିଶେଷ ଚାକିରି ପାଇବେ। ଇଂଜିନିୟରଙ୍କୁ ଭଲ ଜାଗାରେ ଚାକିରି ମିଳିପାରେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ମାନସମ୍ମାନ ପାଇବେ।
ଅଶ୍ୱନୀ- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଅଶ୍ୱନୀ- ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ଶାରୀରିକ ସୁସ୍ଥତା ବଜାଇ ରଖିବା ସହିତ ଯନ୍ତ୍ରଣାରୁ ମୁକ୍ତି ପାଇବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।
ଅଶ୍ୱନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଅଶ୍ୱନୀ- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି ।
ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ
ଅଶ୍ୱନୀ- ଶାରୀରିକ କ୍ଲାନ୍ତି ଦୂର ହେବ । ପରିବାରେ ପରସ୍ପରକୁ ସାହାର୍ଯ୍ୟ ସହଯୋଗ କରି ଗଠନ ମୂଳକ ଦିଗ ପ୍ରତି ଆଗ୍ରହୀ ହେବେ । କର୍ମ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପେଇବ ।
ଅଶ୍ୱନୀ- ସୁସ୍ବାଦୁ ଭୋଜନର ସୁଯୋଗ ମିଳିବ। ଆଜିର କାମରେ ନିଶ୍ଚିତ ସଫଳତା ମିଳିବ । କୌଣସି ବ୍ୟକ୍ତି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି।
ନିଜକୁ ଆର୍ଥିକରୂପେ ସୁଦୃଢ଼ କରିବାରେ ସଫଳ ହେବେ। ପେସାଦାର ବ୍ୟବସାୟୀ ବଡ଼ ଅର୍ଡ଼ର ପାଇବେ। ଅଫିସରେ ଆପଣଙ୍କ ସ୍ଥିତି ମଜଭୁତ ହେବ। କୌଣସି ବଡ଼ କଂପାନିରେ ଚାକିରି ପାଇଁ ସୁଯୋଗ ଆସିବ। ରାଜନୀତି କ୍ଷେତ୍ରରେ ଖ୍ୟାତି ବଢ଼ିବ। ସରକାରୀ କାମରେ କୌଣସ ବଡ଼ ବ୍ୟକ୍ତିଙ୍କର ସାହାଯ୍ୟ ପାଇବେ। ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଲାଗି ସମୟ ଭଲ। ଶରୀର ସୁସ୍ଥ ରହିବ।
ଅଶ୍ୱନୀ- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ଶିକ୍ଷା କ୍ଷେତ୍ରରେ କଠିନ ପରିଶ୍ରମ କଲେ ସଫଳତା ଅର୍ଜନ କରିବେ ।
ଅଶ୍ୱନୀ–ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।
ଅଶ୍ୱନୀ – କାର୍ଯ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।
ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।
ଧାର୍ମିକ କାର୍ଯ୍ୟ ପ୍ରତି ଆସ୍ଥା ବଢିବ । ଅର୍ଥନୈତିକ କାରବାର ଦିଗରେ ସଫଳ ଲାଭ କରିବେ । ପ୍ରେମିକ ପ୍ରେମିକା ମାନଙ୍କ ପାଇଁ ଭଲ ସମୟ ଚାଲିଛି ।
ଅଶ୍ୱନୀ- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ବ୍ୟବସାୟରେ ମତାନ୍ତର ଦେଖାଦେବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ
ଅଶ୍ୱନୀ- କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି । ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ଜମିର ସଉଦା କରନ୍ତୁ ଭଲ ହେବ। ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ। କୌଣସି କଲ୍ୟାଣକାରୀ ଯୋଜନାରେ ନିଜକୁ ଯୋଡ଼ି ପାରନ୍ତି। ଅନ୍ଲାଇନ୍ ବେପାରୀଙ୍କର ଭାଗ୍ୟ ଉଜ୍ଜ୍ବଳ ହେବ। ରାଜନୀତିରେ ଥିବା ବ୍ୟକ୍ତିମାନେ ସମ୍ମାନିତ ହୋଇପାରନ୍ତି। ଭାଇଭଉଣୀଙ୍କ ସହିତ ଖୁବ୍ ମନୋରଂଜନ କରିବାର ଅବସର ପାଇବେ।
ଅଶ୍ୱନୀ- ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ବ୍ୟବସାୟ ସହିତ ଜଡିତ ଲୋକମାନେ ଲାଭରେ ରହିବେ । ରୋଜଗାର କ୍ଷମ ବ୍ୟକ୍ତିଙ୍କ ପାଇଁ ନୂତନ ଆୟର ଉତ୍ସ ସୃଷ୍ଟି ହେବ ।
ଅଶ୍ୱନୀ- ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।ନିଷ୍ପତି ମୂଳକ କାର୍ୟ୍ୟରେ ଆଗପଛ ହୋଇ ପାରନ୍ତି ।
ଅଶ୍ୱନୀ- ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସ୍ୱାସ୍ଥ୍ୟରେ ସକରାତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବହୁତ ଲାଭ ଦାୟକ ରହିବ ।
ଅଶ୍ୱନୀ- ଆପଣଙ୍କ ମନରେ ଏଭଳି ବିଚାର ଆସିବ ଯାହା ଦ୍ୱାରା ପ୍ରଗତିର ବାଟ ଖୋଲିବ । ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ ।
ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ ।