• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: India

Covid
ଲଗାମ ଧରୁନି ସଂକ୍ରମଣ; ଦିନକରେ ୨,୭୧,୨୦୨ ଆକ୍ରାନ୍ତ

ଗତକାଲିଠାରୁ ଆଜି ଦେଶରେ ୨ ହଜାର ୩୬୯ ଜଣ ଅଧତ୍କ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦେଶରେ ଦିନକରେ ୨ ଲକ୍ଷ ୭୧ ହଜାର ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦିନକରେ ୩୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଦେଶରେ ମୃତ୍ୟୁସଂଖ୍ୟା ୪ ଲକ୍ଷ ୮୬ ହଜାର ୬୬କୁ ବୃଦ୍ଧି ପାଇଛି।

COVID-19:India Records 1,79,723 Cases, 146 Deaths
ଦେଶରେ ଦିନକରେ ୧୪୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଦେଶରେ ଦିନକରେ ୧୪୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ...ଦେଶରେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୩ ହଜାର ୯୩୬କୁ ବୃଦ୍ଧି...ଆକ୍ଟିଭ୍‌ କେସ୍‌- ୭,୨୩,୬୧୯; ସୁସ୍ଥ ହେଲେଣି ୩,୪୫,୦୦,୧୭୨...

Vaccination
ଆଜିଠୁ ପ୍ରିକସନ୍ ଡୋଜ୍ ଟିକାକରଣ: କେମିତି ନେବେ ଟିକା, ଆସନ୍ତୁ ଜାଣିବା..

ଦେଶରେ ପୁଣି ଥରେ କାୟା ମେଳାଉଛି କରୋନା । ସଂକ୍ରମଣର ସାଂଘାତିକ ସ୍ଥିତି ଭିତରେ ଆଜିଠୁ ଆରମ୍ଭ ହେଉଛି ପ୍ରିକସନ୍ ଡୋଜ୍ । ସାରା ଦେଶରେ ପୂର୍ବ ଭଳି ଟିକାକରଣ ଆଜିଠୁ ପୁଣି ଆରମ୍ଭ ହେବ ।

Election 2022
କରୋନା କଟକଣା ମଧ୍ୟରେ ହେବ ନିର୍ବାଚନ, ୧୫ ପରେ ଶୋଭାଯାତ୍ରା ପାଇଁ ଅନୁମତି

୫ଟି ରାଜ୍ୟର ବିଧାନସଭା ନିର୍ବାଚନକୁ ନେଇ ECI କହିଲେ- ୫ ରାଜ୍ୟର ୬୯୦ଟି ଆସନ ପାଇଁ ହେବ ନିର୍ବାଚନ, ୫ ରାଜ୍ୟର ୧୮ କୋଟି ୩୪ ଲକ୍ଷ ମତଦାତା ମତଦାନ କରିବେ, ସୁରକ୍ଷିତ ନିର୍ବାଚନ କରାଇବା ଆମର ମୁଖ୍ୟ ଲକ୍ଷ୍ୟ

Vehicle
ଏହି କଥା ଉପରେ ଧ୍ୟାନ ଦେଲେ ବଢିବ ଆପଣଙ୍କ ଗାଡ଼ିର ମାଇଲେଜ୍‌

ମାଇଲେଜ୍‌କୁ ନେଇ ଆପଣ ଚିନ୍ତିତ ଅଛନ୍ତି କି? ଏହି ଉପାୟ ଅବଲମ୍ବନ କଲେ ବଢିଯିବ ଗାଡ଼ି ମାଇଲେଜ୍‌

Corona
ଜାନୁଆରୀ ୧୫ ଆଣିବ ବିପଦ: ବେକାକୁ ହେବ ସଂକ୍ରମଣ !!

ଦେଶରେ ହୁ ହୁ ହୋଇ ବଢୁଛି ସଂକ୍ରମଣ : ଜାନୁଆରୀ ୧୫ ପରେ ଆହୁରି ବଢିବ ସଂକ୍ରମଣ

Coronavirus LIVE: India\'s daily Covid-19 tally crosses 1-lakh mark
ଦିନକରେ ଲକ୍ଷେ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ଦେଶରେ୧ ଲକ୍ଷ ୧୭ ହଜାର ୧୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କାଲିଠାରୁ ଆଜି ୨୬ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Omicron Death
ଦେଶରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ

ଦେଶରେ ପ୍ରଥମ ଓମିକ୍ରନ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ରାଜସ୍ଥାନ ଉଦୟପୁରରେ ଏହି ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତଜ ଜଣକ ଜଣେ ୭୩ ବର୍ଷୀୟ ବୃଦ୍ଧ । ତେବେ ସେ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ ସୂଚନା ଦେଇଛନ୍ତି ।

Bipin Rawat
ରାୱତଙ୍କ ଚପ୍ପର କ୍ରାସ୍‌ ଘଟଣା: ଆସିଲା ତଦନ୍ତ ରିପୋର୍ଟ

କେମିତି ହୋଇଥିଲା ଦେଶର ପ୍ରଥମ ସିଡ଼ିଏସ୍‌ ବିପିନ ରାୱତଙ୍କ ଚପ୍ପର କ୍ରାସ୍‌? ସାମ୍ନାକୁ ଆସିଲା ରିପୋର୍ଟ...

WHO on Omicron
ଓମିକ୍ରନ ବ୍ୟାପିଲେ ସୃଷ୍ଟି ହେବ ନୂଆ ଘାତକ ଭ୍ୟାରିଆଣ୍ଟ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ଓମିକ୍ରନ ଅଧିକ ଲୋକଙ୍କୁ ସଂକ୍ରମଣ କଲେ ଏହା ମ୍ୟୁଟେସନରେ ସହାୟକ ହେବ। ଫଳରେ ନୂଆ ନୂଆ ଭାରିଏଣ୍ଟ ସବୁ ସାମ୍ନାକୁ ଆସିବେ।

Covid
ଦେଶରେ ଆସିଲା କି କରୋନାର ତୃତୀୟ ଲହର? ଦିନକରେ ୫୮,୦୯୭ ଆକ୍ରାନ୍ତ, ୫୩୪ ମୃତ

ଦେଶରେ ଲଗାମ ଧରୁନି କରୋନା ସଂକ୍ରମଣ । ହୁ ହୁ ହୋଇ ମାଡିଚାଲିଛି ଉଭୟ କରୋନା ଓ ତାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଆଜି ଦେଶରେ ଦିନକରେ ୨୪ ଘଣ୍ଟାରେ ୫୮,୦୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ଆଜି ୫୩୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି ।

Corona
ମାର୍ଚ୍ଚରେ ପିକ୍‌ରେ ପହଞ୍ଚିବ କରୋନା ? ଦୈନିକ ସାମ୍ନାକୁ ଆସିପାରେ ୨ ଲକ୍ଷ ପଜିଟିଭ୍‌ କେସ୍‌

କେବଳ ଏତିକି ନୁହେଁ ବରଂ ସ୍ଥିତି ଆହୁରି ଖରାପ ହୋଇପାରେ ବୋଲି ଅନେକ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଆକଳନ ମଧ୍ୟ କଲେଣି। ଆଉ ଯଦି ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁମାନ ସତ ହୁଏ ତେବେ କଥା ସରିଲା

CoronaVirus
କରୋନାର ଦୁଇଟି ଟିକା ନନେଇଥିଲେ ଘରୁ ବାହାରିବା ମନା

ରାଜସ୍ଥାନରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କାରଣରୁ ରାଜ୍ୟ ସରକାର ଆକ୍ସନ ମୋଡ୍‌କୁ ଚାଲି ଆସିଛନ୍ତି

Omicron Tally In India Rises To 1,431
ଦେଶରେ ୧୪ ଶହ ଟପିଲା

ଦେଶରେ ଦୈନିକ କରୋନା ସଂକ୍ରମଣରେ ଆଜି ଲମ୍ବ ଡିଆଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୨ ହଜାର ୭୭୫ କରୋନା ଆକ୍ରାନ୍ତ ଚିହ୍ନଟ । ଅନ୍ୟପଟେ ଦେଶରେ ଦିନକରେ ୪୦୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୪ ଲକ୍ଷ ୮୧ ହଜାର ୪୮୬କୁ ବୃଦ୍ଧି ପାଇଛି । ଦେଶରେ ଏବେ ଆକ୍ଟିଭ୍ କେସ୍ ୧ ଲକ୍ଷ ୦୪ ହଜାର ୭୮୧ ରହିଥିବା ବେଳେ ଏବେ ସୁଦ୍ଧା ସୁସ୍ଥ ହେଲେଣି ୩ କୋଟି ୪୨ ଲକ୍ଷ ୭୫ ହଜାର ୩୧୨ ।

Omicron variant live updates
ଦେଶରେ ଭୟ ବଢାଉଛି ଓମିକ୍ରନ୍‌

ଚିନ୍ତା ବଢ଼ାଉଛି ଓମିକ୍ରନ୍‌ । ଦେଶରେ ଗତକାଲି ୧୩ ହଜାର ୧୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୬ ହଜାର ୭୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୦ରେ ପହଞ୍ଚିଛି ।

Omicron
ଉପରମୁହାଁ ହେଉଛି ଓମିକ୍ରନ୍: ସଂକ୍ରମଣ ହଜାର ଟପିଲା

ହୁ ହୁ ହୋଇ ମାଡି ଚାଲିଛି ଓମିକ୍ରନ୍ । ଦେଶରେ ହଜାରେ ଟପିଲା ଓମିକ୍ରନ ସଂକ୍ରମଣ। ଦେଶରେ ଏପର୍ଯ୍ୟନ୍ତ ୧୨୭୦ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ମହାରାଷ୍ଟ୍ରରେ ସର୍ବାଧିକ ୪୫୦, ଦିଲ୍ଲୀରେ ୩୨୦ ଚିହ୍ନଟ ହୋଇଛନ୍ତି ।

Sahdev Dirdo health update
ଚେତା ଫେରିପାଇଲେ 'ବଚପନ୍‌ କା ପ୍ୟାର୍‌' ଫେମ୍ ସହଦେବ ଡିର୍ଡୋ

'ବଚପନ୍‌ କା ପ୍ୟାର୍‌' ଗୀତର ଗାୟକ ସହଦେବ ଡିର୍ଡୋଙ୍କ ହୋସ୍ ଫେରିଆସିଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ହେଉଛି। ମଙ୍ଗଳବାର ଏକ ସଡକ ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି।

Omicron variant cases increase in India
ଦେଶରେ ବଢିବାରେ ଲାଗିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ଚିନ୍ତା ବଢାଉଛି ଓମିକ୍ରନ । ଦେଶରେ ଦିନକୁ ଦିନ ମାଡ଼ି ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ । ଏଥିରେ ସଂକ୍ରମିତ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୭୮ରେ ପହଞ୍ଚିଛି ।

200 Omicron Cases In India, 54 Each For Maharashtra, Delhi
ଦେଶରେ ୨୦୦ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା

ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଲା । ଓମିକ୍ରନ ସଂଖ୍ୟା ୨୦୦ ଛୁଇଁଥିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ।

Coronavirus
କଣ ରହିଛି ଓମିକ୍ରନ୍‌ର ଲକ୍ଷଣ ?

କଣ ରହିଛି ଓମିଋକ୍ରନର ଲକ୍ଷଣ ଜାଣନ୍ତୁ 

200 Omicron Cases In India, 54 Each For Maharashtra, Delhi
ଚିନ୍ତା ବଢାଉଛି ଓମିକ୍ରନ୍‌; ୨୦୦ ଅତିକ୍ରମ କଲା ଆକ୍ରାନ୍ତଙ୍କ ସଂଖ୍ୟା

ଚିନ୍ତା ବଢାଇବାରେ ଲାଗିଛି ଓମିକ୍ରନ୍‌ । ଦେଶରେ ଆଜି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦କୁ ଛୁଇଁଲା । ଓମିକ୍ରନ ସଂଖ୍ୟା ୨୦୦ ଛୁଇଁଥିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

India's Omicron Count Crosses 150
ଭାରତରେ ଦେଢ ଶହ ମୁହାଁ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା; ସତର୍କ ରହିବାକୁ ପରାମର୍ଶ ଦେଲେ ଗୁଲେରିଅ

ବିଶ୍ୱରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ । ଯେକୌଣସି ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ । ଭାରତରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୫୦ ଉପରେ ବିଶ୍ୱର ପ୍ରଥମ ଦେଶ ଭାବେ ଓମିକ୍ରନ ସଂକ୍ରମଣ ରୋକିବାକୁ ଲକ୍‌ଡାଉନ୍ କରିଛି ନେଦରଲ୍ୟାଣ୍ଡସ୍ ।

India\'s Omicron Count Crosses 150
'ମୁକାବୁଲା ପାଇଁ ପ୍ରସ୍ତୁତ ରୁହ': ଗୁଲେରିଆ

ବିଶ୍ୱରେ ଦିନକୁ ଦିନ ଚିନ୍ତା ବଢାଉଛି ଓମିକ୍ରନ୍ । ଓମିକ୍ରନ ସଂକ୍ରମଣ ରୋକିବାକୁ ଲକଡାଉନ୍ କରିଛି ନେଦରଲ୍ୟାଣ୍ଡସ୍ । ସେପଟେ ଭାରତରେ ଦେଢ ଶହ ମୁହାଁ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ କଣ ସତର୍କ କରାଇଛନ୍ତି ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ ଶୁଣନ୍ତୁ...।

Miss Universe 2021
ବିଶ୍ୱ ସୌନ୍ଦର୍ଯ୍ୟ ମଞ୍ଚରେ ପୁଣି ଚମକିଲେ ଭାରତୀୟ ତରୁଣୀ

୨୧ ବର୍ଷ ଅପେକ୍ଷାର ଅନ୍ତ ଘଟିଲା । ବିଶ୍ୱ ସୌନ୍ଦର୍ଯ୍ୟ ମଞ୍ଚରେ ପୁଣି ଚମକିଲେ ଭାରତୀୟ ସୁନ୍ଦରୀ । ପଞ୍ଜାବର ହରନାଜ୍ କୌର୍ ସାନ୍ଧୁ ମିସ୍ ୟୁନିଭର୍ସ ୨୦୨୧ ହୋଇଛନ୍ତି । ବିଶ୍ୱର ୭୯ ଜଣ, ଏକରୁ ବଳି ଆରେକ ସୌନ୍ଦର୍ଯ୍ୟବତୀଙ୍କୁ ପଛରେ ପକାଇ ମିସ୍ ୟୁନିଭର୍ସର ତାଜ୍ ପିନ୍ଧିଛନ୍ତି ହରନାଜ୍ ।

India\'s Harnaaz Sandhu crowned Miss Universe 2021
ମିସ୍ ୟୁନିଭର୍ସ-୨୦୨୧ ଟାଇଟଲ୍‌ ଜିତିଛନ୍ତି ଭାରତର ହରନାଜ କୌର ସାନ୍ଧୁ

ଭାରତର ହରନାଜ କୌର ସାନ୍ଧୁ ମିସ୍ ୟୁନିଭର୍ସ-୨୦୨୧ ଟାଇଟଲ୍‌ ଜିତିଛନ୍ତି। ୮୦ ସୁନ୍ଦରୀଙ୍କୁ ପଛରେ ପକାଇ ହରନାଜ ଏହି ବ୍ରହ୍ମାଣ୍ଡ ସୁନ୍ଦରୀ ମୁକୁଟ ପିନ୍ଧିଛନ୍ତି। ଏହି ଟାଇଟଲ୍ ଜିତି ହରନାଜ ଦେଶକୁ ଗୌରାବନ୍ୱିତ କରିଛନ୍ତି। ପଞ୍ଜାବର ୨୧ ବର୍ଷୀୟ ହରନାଜ ୭୦ତମ ମିସ୍ ୟୁନିଭର୍ସ ହୋଇଛନ୍ତି।