ଏହି ଡ୍ରୋନ୍ କିଣିବା ଦ୍ୱାରା ପ୍ରତିରକ୍ଷା କ୍ଷେତ୍ରରେ ଭାରତର ଶକ୍ତି ଆହୁରି ବୃଦ୍ଧି ପାଇବ। ବିନା ଚାଳକରେ ଆକାଶ ମାର୍ଗରୁ ଶତ୍ରୁଙ୍କ ଉପରେ ରହିବ ତୀକ୍ଷ୍ଣ ନଜର।
ଭାରତ ବିରୋଧରେ ଚାଲିଛି କି ଷଡ଼ୟନ୍ତ୍ର ? ଏକାଠି ହାତ ମିଳାଇଛନ୍ତି କି ଚୀନ ଆଉ ପାକିସ୍ତାନ । ସୀମା ବିବାଦକୁ ନେଇ ଏହି ଦୁଇ ଦେଶ ଭାରତ ସହ ଅନେକ ଥର ଶତ୍ରୁତା କରିଛନ୍ତି ।
୧୮୦ଟି ଦେଶର ସାଧାରଣ ଜନତା, ବିଶେଷଜ୍ଞ ଓ ବ୍ୟବସାୟୀଙ୍କୁ ନେଇ ସୂଚକାଙ୍କ ପ୍ରସ୍ତୁତ କରାଯାଇଛି। ସୂଚକାଙ୍କ ଅନୁଯାୟୀ ଶୂନ୍ୟ ଅତ୍ୟଧିକ ଦୁର୍ନୀତିଗ୍ରସ୍ତ, ୧୦୦ଅତ୍ୟନ୍ତ ସ୍ୱଚ୍ଛ। ୨୦୨୩ ମସିହାରେ, ଭାରତର ମୋଟ ସ୍କୋର ୩୯ ଥିବାବେଳେ ୨୦୨୨ରେ ଏହା ୪୦ରେ ପହଞ୍ଚିଥିଲା।
୮ ମାସ ପୂର୍ବେ ୧୯ ବର୍ଷୀୟ ବଲାରମଥୀଙ୍କ ବିବାହ ୨୪ ବର୍ଷୀୟ ପାଣ୍ଡିଆନଙ୍କ ସହ ହୋଇଥିଲା। ମିଡିଆ ରିପୋର୍ଟ ଅନୁସାରେ, ପାଣ୍ଡିଆନ୍ ମଦ୍ୟପାନ କରି ତାଙ୍କ ପତ୍ନୀଙ୍କୁ ଚଳନ୍ତା ବସ୍ରୁ ଠେଲି ଦେଇଛନ୍ତି।
ବିଜେପି ନେତା ରଞ୍ଜିତ ଶ୍ରୀନିବାସନଙ୍କ ହତ୍ୟା ମାମଲାରେ ୧୫ ଜଣ PFI ସଦସ୍ୟଙ୍କୁ କଠୋର ଦଣ୍ଡାଦେଶ ଶୁଣାଇଛନ୍ତି ମାଭିଲିକାରା ସେସନ୍ କୋର୍ଟ।
ଫେବ୍ରୁଆରୀ ପହିଲାରେ ସାଧାରଣ ବଜେଟ୍। ମୋଦୀ ସରକାର ଦ୍ୱିତୀୟ ପାଳିର ଶେଷ କିନ୍ତୁ କାମଚଳା ବଜେଟ୍ । ଲଗାତର ଷଷ୍ଠ ଥର ପାଇଁ ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ଦିଲ୍ଲୀରୁ ପଲ୍ଲୀ, ସବୁଠି ୭୫ତମ ଗଣତନ୍ତ୍ର ଦିବସର ଉଲ୍ଲାସ। ଦିଲ୍ଲୀ କର୍ତ୍ତବ୍ୟ ପଥରେ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଯଦି ନୀତୀଶ କୁମାର I.N.D.I.Aରେ ରହିଥାନ୍ତେ ତେବେ ସେ ପ୍ରଧାନମନ୍ତ୍ରୀ ହୋଇପାରିଥାନ୍ତେ। ପ୍ରଧାନମନ୍ତ୍ରୀ ପଦ ପାଇଁ ଏଠାରେ ଯେକୌଣସି ବ୍ୟକ୍ତିଙ୍କୁ ବିଚାରକୁ ନିଆଯାଇପାରେ।
ଏସବୁ ଚର୍ଚ୍ଚା ଭିତରେ ଆଜିର ଏକ ଦୃଶ୍ୟ ଏହି ଚର୍ଚ୍ଚାକୁ ଅଧିକ ଖୋରାକ୍ ଯୋଗାଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଉପ-ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବଙ୍କ ବସିବା ପାଇଁ ମଞ୍ଚରେ ପାଖାପାଖି ଚୌକି ପଡିଥିଲା। କିନ୍ତୁ ତେଜସ୍ୱୀ ଯାଦବ ମୁଖ୍ୟମନ୍ତ୍ରୀଙ୍କ ପାଖରେ ପଡ଼ିଥିବା ଚୌକିରେ ନ ବସି ଅନ୍ୟ ଆସନ ଛାଡ଼ି ବସିଥିଲେ।
ଆଇଟିବିପିର ହିମବୀର ଯବାନମାନେ ପ୍ରବଳ ଥଣ୍ଡା ଓ ତୁଷାରପାତ ଭିତରେ ଫରଫର କରି ତ୍ରିରଙ୍ଗା ଉଡ଼ାଇଛନ୍ତି ।
ଫ୍ରାନ୍ସରେ ପଢିବା ପାଇଁ ଭାରତୀୟ ଛାତ୍ରଛାତ୍ରୀଙ୍କ ଭିସା ପ୍ରକ୍ରିୟା ସହଜ କରାଯିବ । ଭାରତୀୟ ଛାତ୍ରଛାତ୍ରୀମାନଙ୍କୁ ଫ୍ରାନ୍ସରେ ଅଧ୍ୟୟନ କରିବା ପାଇଁ ଫ୍ରାନ୍ସ ସରକାର ପୂର୍ବରୁ ଅନେକ ପଦକ୍ଷେପ ଆପଣାଇଛନ୍ତି ।
ଯୁବତୀଜଣକ ତାଙ୍କୁ ଖୋଜି ଖୋଜି ସେ କାମ କରୁଥିବା ନିକଟସ୍ଥ ହସ୍ପିଟାଲରେ ପହଞ୍ଚିଗଲେ। ସେଠାରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ।
ମିଆଁମାର ସେନା ସେମାନଙ୍କ ସୈନିକଙ୍କୁ ନେଇ ଯାଉଥିବା ବେଳେ ଲିଙ୍ଗପୋଇ ବିମାନବନ୍ଦର ରନୱେରେ ଏହି ଅଘଟଣ ଘଟିଛି।
ମଙ୍ଗଳବାର ସୋସିଆଲ ମିଡିଆରେ ଭବ୍ୟ ରାମ ମନ୍ଦିର ଓ ରାମଲାଲାଙ୍କ ସହ ନିଜ ଫଟୋ ସେୟାର କରିଛନ୍ତି ବଲିଉଡ୍ର ଭେଟରାନ୍ ଅଭିନେତା ଅମିତାଭ ବଚ୍ଚନ।
ଗତକାଲି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଭୁ ଶ୍ରୀରାମଙ୍କ ଦର୍ଶନ ପାଇଁ ଅଯୋଧ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି। ଲକ୍ଷାଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ରାମଲାଲାଙ୍କ ଦର୍ଶନ ପାଇଁ ଅପେକ୍ଷା କରିଛନ୍ତି ।
ପ୍ରଭୁ ରାମ ଭାରତର ଆସ୍ଥା, ଭାରତର ବିଚାର, ଭାରତର ଚେତନା। ରାମ ଅଗ୍ନି ନୁହଁନ୍ତି ଉର୍ଜା, ବିବାଦ ନୁହଁନ୍ତି ସମାଧାନ। ରାମଙ୍କ ପ୍ରତିଷ୍ଠା, ବସୁଧୈବ କୁଟୁମ୍ବକମର ନିଦର୍ଶନ। ଯାହା ସାରା ବିଶ୍ୱକୁ ଦେଉଛି ସର୍ବେ ଭବନ୍ତୁ ସୁଖୀନଃର ବାର୍ତ୍ତା ।
ମଙ୍ଗଳ ଧ୍ୱନୀ ପାଇଁ ବିଭିନ୍ନ ରାଜ୍ୟରୁ ସ୍ୱତନ୍ତ୍ର ବାଦ୍ୟ ଯନ୍ତ୍ରର ଆୟୋଜନ କରାଯାଇଛି ।
ଏକା ସଙ୍ଗରେ ନିର୍ବାଚନ ହେଲେ ୪୬ ଲକ୍ଷ ୭୫ ହଜାର ଶହେଟି ବାଲଟ୍ ୟୁନିଟ୍, ୩୩ ଲକ୍ଷ ୬୩ ହଜାର ୩ ଶହଟି କଣ୍ଟ୍ରୋଲ ୟୁନିଟ୍ ଏବଂ ୩୬ ଲକ୍ଷ ୬୨ ହଜାର ୬ ଶହଟି ଭିଭିପାଟ୍ ଆବଶ୍ୟକ ପଡିବ।
ସାବଧାନ! ମହଙ୍ଗା ପଡ଼ିବ ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ୍ ବିକ୍ରି । ଧରାପଡ଼ିଲେ, ଆଇନ ଅନୁସାରେ ଦଣ୍ଡିତ ହେବେ। ମେଡିସିନ୍ ଷ୍ଟୋର ଲାଇସେନ୍ସ ବି ରଦ୍ଦ ହୋଇପାରେ।
ଜାନୁଆରୀ ୧୪ ତାରିଖର ଏହି ଘଟଣା ପାଇଁ ଇଣ୍ଡିଗୋ ଏୟାରଲାଇନ୍ସକୁ ୧ କୋଟି ୨୦ ଲକ୍ଷ ଟଙ୍କା ଫାଇନ୍ କରିଛି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ।
ଏକ ବଡ଼ କ୍ରେନ୍ ସହାୟତାରେ ରାମଲାଲାଙ୍କ ବିଗ୍ରହକୁ ଗର୍ଭଗୃହକୁ ନିଆଯାଇଛି ।
ସିଂହାସନ ପୂଜାର୍ଚ୍ଚନା ସହ ସରଜୁ ତଟରେ ହେଲା କଳସ ପୂଜନ । ବିଗ୍ରହ ପ୍ରତିଷ୍ଠା ଦିନକ ପୂର୍ବରୁ ଗର୍ଭଗୃହରେ ଶଙ୍ଖଧ୍ବନି ଓ ବେଦମନ୍ତ୍ର ।
ଟୋଲ ପ୍ଲାଜାରେ ନିରବଚ୍ଛନ୍ନ ଯାତାୟାତ ସହ ଇଲେକ୍ଟ୍ରୋନିକ୍ ଟୋଲ୍ ପ୍ଲାଜାର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ NHAI ଏମିତି ପଦକ୍ଷେପ ନେଇଥିବା କହିଛି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ।
ରାମଲାଲାଙ୍କ ବିଗ୍ରହ ଏକ ଟ୍ରକ ସାହାଯ୍ୟରେ ରାମ ପଥ ଦେଇ ମନ୍ଦିର ପରିସରରେ ପ୍ରବେଶ କରିଛି।
ମୁମ୍ବାଇ, ଦିଲ୍ଲୀ, ବେଙ୍ଗାଲୁରୁ, ହାଇଦ୍ରାବାଦ, କୋଲକାତା ଓ ଚେନ୍ନାଇ ଏୟାରପୋର୍ଟରେ ୱାର୍ ରୁମ୍ ସ୍ଥାପନ ହେବ।