• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Jacqueline Fernandez

Jacqueline and Sukesh Chandrasekhar
ସୁକେଶଙ୍କ ସହ ଜ୍ୟାକଲିନ୍‌ଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭାଇରାଲ୍‌

ମନି ଲଣ୍ଡ୍ରିଂ ମାମଲାରେ ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ଗିରଫ ପରେ ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌(Jacqueline Fernandez)ଙ୍କ ନାଁ ଆସିବା ପରେ ତାଙ୍କ ପାଇଁ ଅଡ଼ୁଆ ସୃଷ୍ଟି ହୋଇଛି। ଏବେ ସୁକେଶଙ୍କ ସହ ଜ୍ୟାକଲିନ୍‌ଙ୍କ ଆଉ ଏକ ନୂଆ ଫଟୋ ଭାଇରାଲ୍‌ ହୋଇଛି।

Actor Jacqueline Fernandez stopped from leaving country
ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ଣ୍ଣାଣ୍ତିଜ ଅଟକ

ଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜ୍‌ଙ୍କୁ ଗତକାଲି ମୁମ୍ବାଇ ବିମାନ ବନ୍ଦରରେ ଅଟକ ରଖାଯାଇଥିଲା। ୨୦୦ କୋଟିର ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ(ED) ଜ୍ୟାକଲିନଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍‌ ଜାରି କରିଛି

Jacqueline Fernandez
ଠକି ଦେଇ ବିଦେଶ ପଳାଉଥିଲେ ଜ୍ୟାକଲିନ୍ ! ଏୟାରପୋର୍ଟରେ ଫସିଗଲେ....

ଶୋ’ ପାଇଁ ବିଦେଶ ବାହାରିଥିବା ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜ୍‌ଙ୍କୁ ଗତକାଲି ମୁମ୍ବାଇ ବିମାନ ବନ୍ଦରରେ ଅଟକ ରଖାଯାଇଥିଲା। ଏକ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ ତାଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ୍‌ ଜାରି କରିଛି।

jacqueline-fernande
ସମନ୍ ସତ୍ତ୍ୱେ ହାଜର ହେଲେନି ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜ୍

ସମନ୍ ସତ୍ତ୍ୱେ ହାଜର ହେଲେନି ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜ୍ । ମନି ଲଣ୍ଡରିଂ ମାମଲାରେ ଆଜି ଇଡି(ED)ରେ ହାଜର ହେବା ନେଇ ସମନ୍ ହୋଇଥିଲା । ତେବେ ସେ ଇଡି ନିକଟରେ ହାଜର ହୋଇନାହାଁନ୍ତି । ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ହାଜର ହୋଇନଥିବା ତାଙ୍କ ଆଇନଜୀବୀ ଇଡି ସମ୍ମୁଖରେ ଦର୍ଶାଇଛନ୍ତି । ପୂର୍ବରୁ ଦୁଇ ଥର ଇଡିରେ ହାଜର ହୋଇଥିଲେ ଜ୍ୟାକଲିନ୍ ।

Money-Laundering case: Jacqueline Fernandez Skips Summons By ED For The 2nd Time
ସମନ୍ ସତ୍ତ୍ୱେ କୋର୍ଟରେ ହାଜର ହେଲେନି ଜ୍ୟାକଲିନ୍

ସମନ୍ ସତ୍ତ୍ୱେ ହାଜର ହେଲେନି ଜ୍ୟାକଲିନ୍ ଫର୍ଣ୍ଣାଣ୍ତିଜ । ମନି ଲଣ୍ତରିଂ ମାମଲାରେ ଆଜି ତାଙ୍କର ED ରେ ଶୁଣାଣି ଥିଲା । ୨୦୦ କୋଟି ଟଙ୍କା ହେରଫେର ମାମଲାରେ ତାଙ୍କ ନାମରେ ଅଭିଯୋଗ ରହିଥିଲା । ଗତକାଲି ଏହି ମାମଲାରେ ନୋରା ଫତେଙ୍କୁ ମଧ୍ୟ ୪ ଘଣ୍ଟା ଧରି ଜେରା କରିଥିଲା ।

 Jacqueline Fernandez
ସମନ୍ ସତ୍ତ୍ୱେ ହାଜର ହେଲେନି ଜ୍ୟାକଲିନ୍

ସମନ୍ ସତ୍ତ୍ୱେ ହାଜର ହେଲେନି ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜ୍। ମନି ଲଣ୍ଡରିଂ ମାମଲାରେ ଆଜି ଇଡିରେ ହାଜର ହେବା ନେଇ ଜ୍ୟାକଲିନ୍‌ଙ୍କୁ ସମନ୍ ହୋଇଥିଲା, ହେଲେ ସେ ହାଜର ହୋଇ ନାହାନ୍ତି।

Jacqueline Fernandez
ଜ୍ୟାକଲିନଙ୍କୁ ପ୍ରଶଂସା କଲେ ରାସ୍ତାରେ ବୁଲୁଥିବା ପିଲା,ଗାଡ଼ି ଅଟକାଇ ଏମିତି କଲେ ଭିଡିଓ

ସବୁବେଳେ ସୋସିଆଲ ମିଡିଆରେ ଆକ୍ଟିଭ ରହନ୍ତି ଅଭିନେତ୍ରୀ ଜ୍ୟାକଲିନ୍ । ଫିଲ୍ମ ସହ ଅନେକ ମ୍ୟୁଜିକ ଭିଡିଓ କରି ଫ୍ୟାନ୍ସଙ୍କ ମନରେ ରାଜ୍ କରୁଛନ୍ତି । ସେ ସବୁବେଳେ ତାଙ୍କର ଷ୍ଟାଇଲିଷ୍ଟ ଫଟୋ ସହ ଭିଡ଼ିଓ ସୋସିଆଲ ମିଡିଆରେ ପୋଷ୍ଟ କରିଥାନ୍ତି । ସବୁଥର ପରି ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ।

Jacqueline Fernandez
ଜ୍ୟାକ୍‌ଲୀନ୍ ଫର୍ଣ୍ଣାଡିସ୍‌ଙ୍କୁ ଇଡିର ଜେରା

ବଲିଉଡ ଅଭିନେତା ଜ୍ୟାକ୍‌ଲୀନ୍ ଫର୍ଣ୍ଣାଡିସ୍ ଏକ ବଡ ମାମଲାରେ ଫସିଥିବା ଦେଖାଦେଇଛି। ସୂଚନା ମୁତାବକ ଦିଲ୍ଲୀର ଏକ ମନୀ ଲାଣ୍ଡିଂ କେସ୍‌ରେ ଜ୍ୟାକ୍‌ଲୀନ୍ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜେରାର ଶିକାର ହୋଇଛନ୍ତି। ଏହି ମନୀ ଲଣ୍ଡରିଙ୍ଗ କେସ୍‌ରେ ଜ୍ୟାକ୍‌ଲୀନଙ୍କ ବୟାନ୍ ରେକର୍ଡ କରାଯାଉଛି। ଏହି ମାମଲା କନ୍‌ମ୍ୟାନ୍ ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ, ଯାହାଙ୍କ ଉପରେ ମନୀ ଲ୍ୟାଡିଂ ମାମଲା ଜାରି ହୋଇଥିଲା।