• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Jayanarayan Mishra

Politician Daughter
ବାପାଙ୍କ ହାତ ଧରି ଝିଅ ଲଢ଼ିବେ ନିର୍ବାଚନ

ବାପାଙ୍କ ବାଟରେ ଝିଅ। ବାପାଙ୍କ ହାତ ଧରି ଝିଅ ଲଢ଼ିବେ ନିର୍ବାଚନ। ଶିଖିବେ ରାଜନୀତିର ଖଡ଼ିପାଠ। ସାଧାରଣ ନିର୍ବାଚନ ପାଖେଇ ଆସୁଥିଲା ବେଳେ ଚର୍ଚ୍ଚାରେ ଏ ତିନି ନେତା କନ୍ୟା।

Politician Daughter
ବାପାଙ୍କ ହାତ ଧରି ଝିଅ ଲଢ଼ିବେ ନିର୍ବାଚନ, ଶିଖିବେ ରାଜନୀତିର ଖଡ଼ିପାଠ

ବାପାଙ୍କ ବାଟରେ ଝିଅ। ବାପାଙ୍କ ହାତ ଧରି ଝିଅ ଲଢ଼ିବେ ନିର୍ବାଚନ। ଶିଖିବେ ରାଜନୀତିର ଖଡ଼ିପାଠ। ସାଧାରଣ ନିର୍ବାଚନ ପାଖେଇ ଆସୁଥିଲା ବେଳେ ଚର୍ଚ୍ଚାରେ ଏ ତିନି ନେତା କନ୍ୟା।

Jayanarayan Mishra
ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଜୟ ନାରାୟଣ ମିଶ୍ର

ଧନୁପାଲି ଥାନାର ମହିଳା IICଙ୍କ ସହ ମୁହାଁମୁହିଁ ଘଟଣାରେ ଜୟନାରାୟଣ ଏବଂ ସମର୍ଥକଙ୍କ ବିରୋଧରେ ଟାଉନ ଥାନାରେ ମାମଲା ଦାୟର ହୋଇଥିଲା ।

Odisha Politics
୨୦୨୪ ନିର୍ବାଚନ ଆଗରୁ ବିଜେପି ମୁହାଁ ହେଉଛନ୍ତି କି ବିଜେଡି ବିଧାୟକ ?

ମନ୍ତ୍ରୀପଦ ଯିବା ପରେ ରୋହିତ ମନ ବଳାଇଥିବା ଜୟନାରାୟଣଙ୍କ ମନ୍ତବ୍ୟ । ଜୟନାରାୟଣଙ୍କ ମନ୍ତବ୍ୟକୁ ନେଇ ଜୋରଦାର ଚର୍ଚ୍ଚା, ରୋହିତ ପୂଜାରୀଙ୍କ ଖଣ୍ଡନ ।

Jayanarayan Mishra On Rohit Pujari
ମୋତେ ଫୋନ୍ କରି ରେଢ଼ାଖୋଲରୁ ବିଜେପି ଟିକେଟ୍ ମାଗିଥିଲେ ରୋହିତ ପୂଜାରୀ: ଜୟନାରାୟଣ ମିଶ୍ର

ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିବା ପରେ ବିଜେପିମୁହାଁ ହୋଇଥିଲେ ରୋହିତ । ମନ୍ତ୍ରିମଣ୍ଡଳରୁ ବାଦ୍‌ ହେବାର ୨ ଦିନ ପରେ ମୋତେ ରୋହିତ ପୂଜାରୀ ଫୋନ୍ କରିଥିଲେ।

BJP MLA
ଦିଲ୍ଲୀ ଯିବେ ୨୨ ଜଣିଆ ବିଜେପି ବିଧାୟକ ଦଳ, ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ଓ ବିଜେପି ଅଧ୍ୟକ୍ଷଙ୍କୁ ଭେଟିବା କାର୍ଯ୍ୟକ୍ରମ

ଏହା ପରେ ବିଜେପି ବିଧାୟକ ଦଳ ରେଳମନ୍ତ୍ରୀ ଓ ଏସିଏସଟି ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବଢୁଥିବା ଦୁର୍ନୀତି ନେଇ ଇଡି ଓ ସିବିଆଇ ତଦନ୍ତ ନେଇ ବି ଆଲୋଚନା ହେବ ବୋଲି କହିଛନ୍ତି ଜୟନାରାୟଣ।

Jayanarayan Mishra
ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଟାର୍ଗେଟ, କାହିଁକି ଶ୍ରଦ୍ଧାଙ୍କୁ ଭାଟିକାନ୍ ସିଟି ନେଲେ ?

ମୁଖ୍ୟମନ୍ତ୍ରୀଙ୍କ ଏ ଉକ୍ତି ସମ୍ବିଧାନ ବିରୋଧୀ, ସେ ନିଜେ ଜନବିରୋଧୀ । ଏଥିସହ ଶ୍ରଦ୍ଧାଙ୍କ ସମ୍ପର୍କରେ ତଦନ୍ତ ଦାବି କରିଛନ୍ତି ବିରୋଧୀ ଦଳ ନେତା । ମୁଖ୍ୟମନ୍ତ୍ରୀ ନିଜ ଆଡ଼ୁ ସଫେଇ ଦେଲେ ସେ ତାଙ୍କ ଫିଜିଓଥେରାପିଷ୍ଟ। ସେ ଯଦି ତାଙ୍କ ଫିଜିଓଥେରାପିଷ୍ଟ, ଆମର ଟିକେ ବି ଆପତ୍ତି ନାହିଁ’ ।

5T Secretary
ମନ୍ତ୍ରୀଙ୍କ ନାଁରେ ହେଲିକପ୍ଟର ବୁକ୍ କରି ଯାଇଥିଲେ ପାଣ୍ଡିଆନ୍, ସ୍ୱାଧିକାର ଭଙ୍ଗ ନୋଟିସ୍ ଆଣିଲା ବିଜେପି

ବିଜେପିର ଅଭିଯୋଗ, ଫାଇଭ-ଟି ସଚିବ ଭି.କେ.ପାଣ୍ଡିଆନ୍ ମୁଖ୍ୟମନ୍ତ୍ରୀ କି ମୁଖ୍ୟ ଶାସନ ସଚିବଙ୍କ ବିନା ଲିଖିତ ଅନୁମତିରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଅଭିଯୋଗ ସଂଗ୍ରହ ପାଇଁ ବିଭିନ୍ନ ଜିଲ୍ଲା ଗସ୍ତ କରିଥିଲେ।

Jayanarayan Mishra
ପ୍ରବଳ ଚାପରେ ସରକାରଙ୍କ ୟୁଟର୍ଣ୍ଣ; ‘ମେଣ୍ଟାଲ ଡିଜ୍ ଅର୍ଡର’ ମନ୍ତବ୍ୟକୁ ଗୃହରୁ ବାଦ୍ ଦେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ବିରୋଧୀ ବିଜେପି ଗୃହରେ ହଙ୍ଗାମା କରିବା ସହିତ ଉଭୟ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କୁ ଟାର୍ଗେଟ୍ କରିଛି । ଆଉ ଏହାରି ଭିତରେ ଜୟନାରାୟଣ ସାଂଘାତିକ ଅଭିଯୋଗ, ନା ଗୃହରେ ନା ଗୃହ ବାହାରେ ସେ ନିଜକୁ ସୁରକ୍ଷିତ ମନେ କରୁଛନ୍ତି । ତାଙ୍କର ଯଦି କିଛି ହୋଇଯାଏ, ମୁଖ୍ୟମନ୍ତ୍ରୀ ଦାୟୀ ରହିବେ ।

Jayanarayan Mishra
ବିଧାନସଭା ବିବରଣୀରୁ ‘ମେଣ୍ଟାଲ ଡିଜ୍ ଅର୍ଡର’ ବାଦ୍

ବିରୋଧୀ ଦଳ ନେତାଙ୍କ ପ୍ରତି ବିଜେଡି ବିଧାୟକ ଅରୁଣ ସାହୁ ଏହି ମନ୍ତବ୍ୟ ଦେଇଥିଲେ। ଅରୁଣ ସାହୁଙ୍କ ଏହି ମନ୍ତବ୍ୟ ପରେ ଗୃହ କମ୍ପିଥିଲା। ଏହା ସହ ଏହି ମନ୍ତବ୍ୟକୁ ବିବରଣୀରୁ ବାଦ୍ ଦେବାକୁ ଦାବି ହୋଇଥିଲା।

BJP Leader Jayanarayan Mishra
‘ମୋତେ କେଉଁ ରୋଗ ହୋଇଛି, କି ଚିକିତ୍ସା ହେଉଛି ସରକାର ଜାଣିଛନ୍ତି’

ବିଧାନସଭାରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ମାନସିକ ବିକୃତ କହିବା ଘଟଣାରେ ସେ ମାନହାନୀ ମୋକଦ୍ଦମା ରୁଜୁ କରିପାରନ୍ତି। ଏନେଇ ଓଟିଭି ଖୋଲାକଥାରେ ସେ ସୂଚନା ଦେଇଛନ୍ତି।

Jayanarayan Mishra
‘ମୋତେ ମାରିଦେବେ, ମୁଁ ଅସୁରକ୍ଷିତ; ସେଦିନ ସର୍କିଟ୍‌ ହାଉସ୍‌ରେ ଥିଲେ ମୋତେ ମାରି ଦେଇଥାନ୍ତେ’

ନିଜକୁ ଅସୁରକ୍ଷିତ ବୋଲି କହିଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ନିଜକୁ ଗୃହ ଓ ଗୃହ ବାହାରେ ଅସୁରକ୍ଷିତ ମନେ କରୁଥିବା କହିଲେ । ଆଜି ମୋର ସମ୍ବଲପୁର ଘର ଆଗରେ ବିକ୍ଷୋଭ କରାଯାଉଛି ।

Jayanarayan Mishra
ପୁଣି ଗୃହରେ ନବ ତାତି ! ଜୟ କହିଲେ ନିର୍ଯ୍ୟାସ ବାହାରୁନି ଯଦି ଗୃହର ଆବଶ୍ୟକ କ’ଣ..?

ବଡ଼ ଲୋକଙ୍କ ସମ୍ପୃକ୍ତି ଅଛି, ତେଣୁ ସରକାର ତଦନ୍ତ କରୁ ନାହାନ୍ତି କହିଲେ ଜୟ । 

Odisha Assembly
ବିଧାନସଭା ଶୂନ୍ୟକାଳରେ ଉଠିଲା ମହାନଦୀ ଜଳ ସଂକଟ

ମହାନଦୀ ଟ୍ରିବ୍ୟୁନାଲରେ ରାଜ୍ୟ ସରକାର ୬ ଜଣ ବରିଷ୍ଠ ଓକିଲଙ୍କୁ ନିୟୋଜିତ କରିଛନ୍ତି, ସେମାନଙ୍କ ପାଇଁ କେତେ ଟଙ୍କା ଖର୍ଚ୍ଚ ହୋଇଛି । ତାର ପୂର୍ଣ୍ଣାଙ୍ଗ ରିପୋର୍ଟ ସରକାର ଗୃହରେ ଉପସ୍ଥାପନ କରନ୍ତୁ ବୋଲି ଦାବି କରିଛନ୍ତି ଜୟନାରାୟଣ ।

Jayanrayan Mishra
ବବିଙ୍କୁ ୪ ଜିଲ୍ଲା ଦାୟିତ୍ୱ ନେଇ ଜୟଙ୍କ କଟାକ୍ଷ, କହିଲେ ସଂଗଠନ ନୁହେଁ ପାର୍ଟି ଫଣ୍ଡ ଆଦାୟ ପାଇଁ ମିଳିଛି ଦାୟିତ୍ୱ

ସେହି ୪ଟି ଜିଲ୍ଲା ଖଣି ଖାଦାନରେ ଭରପୁର । ବ୍ଲାକରୋଜ କଥା ବି ଉଠାଇଲେ ଜୟନାରାୟଣ ।

5T
ବିଧାନସଭାରେ ଥମୁନି 5T ଝଡ଼

କାଉଣ୍ଟର ପାଇଁ ସୋସିଆଲ ମିଡିଆର ସାହାରା ନେଲା ବିଜେଡି

 Jayanarayan Mishra
ଗୋପାଳର ମେଡିକାଲ ରିପୋର୍ଟକୁ ନେଇ ରାଜନୀତି ଜୋର : ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

‘ହତ୍ୟା ପଛରେ କିଏ, ଉଦ୍ଦେଶ୍ୟ କଣ, ପୋଲିସ ବାହାର କରିବାକୁ ଚାହୁଁନି’

lop
ନବ ଦାସ ହତ୍ୟା : ବବି-ପାଣ୍ଡିଆନଙ୍କ ମୋବାଇଲରେ ଲୁଚିଛି ସତ?

ମନ୍ତ୍ରୀଙ୍କୁ ପୂରା ଷଡଯନ୍ତ୍ର କରି ହତ୍ୟା କରାଯାଇଛି। ଯଦି ଘଟଣାର ସତ ଜାଣିବାକୁ ସମସ୍ତଙ୍କର ଆଗ୍ରହ ରହିଛି ତେବେ ତୁରନ୍ତ ଏଇ ଦୁଇ ବ୍ୟକ୍ତିଙ୍କ ଫୋନ୍‌ କଲ୍‌ ଯାଂଚ ହେଉ। ଯାହାଦ୍ୱାରା ସାମ୍ନାକୁ ଆସିବ ଦୋଷୀ। କିନ୍ତୁ ଏହି ଦୁଇ ବ୍ୟକ୍ତିଙ୍କ ସମ୍ପୃକ୍ତି ଯୋଗୁ ଓଡ଼ିଶା ପୋଲିସ୍‌ ସେମାନଙ୍କ ବିରୋଧରେ ତଦନ୍ତ କରିପାରିବ ନାହିଁ । ତେଣୁ ସିବିଆଇ ତଦନ୍ତର ଆବଶ୍ୟକତା ରହିଛି

Jayanarayan Mishra
ଜୟନାରାୟଣଙ୍କ ଘର ଆଗରେ ବିକ୍ଷୋଭ କରୁଛନ୍ତି ମହିଳା, କିନ୍ତୁ ଜାଣିନାହାନ୍ତି କେଉଁ ଦଳର !

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ବାସଭବନ ଘେରିବାକୁ ଆସିଲେ ମହିଳା।

Jayanarayan Mishra
ବିଧାନସଭାରେ ଏକ୍ସପୋଜ୍ ହେବ ନବ ହତ୍ୟାକାଣ୍ଡ; ଚେତାବନୀ ଦେଲେ ଜୟନାରାୟଣ

ନବ ଦାସ ହତ୍ୟା ଓ ଅନ୍ୟ ଗରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଗୁମର ଖୋଲୁଥିବାରୁ ତାଙ୍କୁ ଶାସକ ଦଳ ଟାର୍ଗେଟ କରୁଛି ବୋଲି ଜୟନରାୟଣ ଅଭିଯୋଗ କରିଛନ୍ତି । ତେବେ ଆଗକୁ ବିଧାନସଭା ବଜେଟ୍ ଅଧିବେଶନ ଥିବାରୁ ଗୃହରେ ନବ ଦାସ ହତ୍ୟାକାଣ୍ଡ ଏକ୍ସପୋଜ୍ ହେବ, ଘଟଣା ପଛରେ ରହିଥିବା ଅନେକ ରହସ୍ୟର ଖୁଲାସା କରାଯିବ ବୋଲି ଚେତାବନୀ ଦେଇଛନ୍ତି ବିରୋଧୀ ଦଳ ନେତା ।

Jayanarayan Mishra
ଏଥର ବିଧାନସଭାରେ ନବ ଦାସ ହତ୍ୟାର ଏକ୍ସପୋଜ କରିବେ ଜୟନାରାୟଣ !

‘ମୋ ବିରୁଦ୍ଧରେ ଥିବା ଅଭିଯୋଗକୁ ନେଇ ଯଦି ସେମାନେ ଆଲୋଚନା କରିବାକୁ ଚାହୁଁଛନ୍ତି ମୁଁ ଖୋଲା ଡିବେଟ୍‌ ପାଇଁ ପ୍ରସ୍ତୁତ ।’

Arup Pattnaik
ଜୟଙ୍କ ଚ୍ୟାଲେଞ୍ଜ, ‘ଅରୁପ କୁହନ୍ତୁ ମୁଁ କେଉଁଠିକି ଯିବି, ମୋତେ ଦେଖିନେବେ’

ବିରୋଧୀଦଳ ନେତାଙ୍କ ପ୍ରତି ଅରୁପଙ୍କ ବୟାନକୁ ନେଇ ବିଜେପିର ହଲ୍ଲାବୋଲ । ଥାନାରେ ଏତଲା ଦେଇ ମାଗିଲେ ସୁରକ୍ଷା ।

BJP PROTEST
ନବ ଦାସ ହତ୍ୟା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ଟାର୍ଗେଟ୍ କରିଛି ବିଜେପି

ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଦାବି କରିଛନ୍ତି ବିଜେପିର ହେଭିୱେଟ୍ ନେତା ।