ନୁଆଦିଲ୍ଲୀ: ଦେଶ କରୋନାର ପ୍ରଭାବ ଧୀରେ ଧୀରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। ଆଜି ମୃତ୍ୟୁ ସଂଖ୍ୟା ୩ ହଜାର ତଳକୁ ଖସିଥିବା ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାର ୭୧୩ ଜଣଙ୍କ ଜୀବନ…
ବଲାଙ୍ଗିର: ମାନବ ସମାଜକୁ ଦାରୁଣ ଦୁଃଖ ଦେଇ କଲବଲ କରୁଛି କରୋନା । ଅଦିନରେ ସଂକ୍ରମିିତ ହୋଇ ଚାଲିଯାଉଛି ସୁସ୍ଥ ସବଳ ମଣିଷଙ୍କ ଜୀବନ । ମହାମାରୀରେ ମୃତ୍ୟୁ ଯୋଗୁଁ, ଚାରିକାନ୍ଧ ବଦଳରେ ସରକାରୀ ଗାଡି ସାଜିଛି ସାହାରା । ସରକାରୀ…
ନୂଆଦିଲ୍ଲୀ : କରୋନା ମହାମାରୀ ବିରୋଧରେ ଦେଶରେ ଜାରି ରହିଥିବା ଯୁଦ୍ଧରେ ଏବେ ଏକ ନୂଆ ଅସ୍ତ୍ର ସାମିଲ ହୋଇଛି । ଭାଇରସକୁ ମାତ୍ ଦେବାକୁ ଭାରତରେ ମନୋକ୍ଲୋନାଲ ଆଣ୍ଟିବଡି ଅର୍ଥାତ କକଟେଲ ଡ୍ରଗ୍ସର ବ୍ୟବହାର ଆରମ୍ଭ ହୋଇଯାଇଛି । ଆଜି…
ଲକଡାଉନ୍ରେ ମର୍ଣ୍ଣିଂ ୱାର୍କ ଓ ସାଇକେଲିଂକୁ ସଂପୂର୍ଣ୍ଣ ମନା। ଲକ୍ ଡାଉନ୍ କଟକଣା ନେଇ ବରିଷ୍ଠ ପୋଲିସ ଅଧିକାରୀ ଏହି ସୂଚନା ଦେଇଛନ୍ତି। କେବଳ ମର୍ଣ୍ଣିଂ ୱାର୍କ ନୁହେଁ ବରଂ ଇଭିନିଂ ୱାର୍କ, ସାଇକ୍ଲିଂକୁ ସଂପୂର୍ଣ୍ଣ ବାରଣ କରାଯାଇଛି।
ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାରେ କରୋନା ତାର କାୟା ବିସ୍ତାର କରୁଛି। ବିଷେଶ କରି ୧୦ ଜିଲ୍ଲାରେ ମହାମାରୀ ଉଗ୍ର ରୂପ ଧାରଣ କରୁଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ୧୦ ଜିଲ୍ଲାରେ ଜାରି କରାଯାଇଥିଲା ନାଇଟ୍ କର୍ଫ୍ୟୁ। କଟକଣା ନିୟମ ନ ମାନିବାରୁ ବିଭିନ୍ନ ଜିଲ୍ଲାରେ ଚାଲିଛି ପୋଲିସ୍ର ସ୍ପେଶାଲ ଡ୍ରାଇଭ୍। ଆଉ ଏଥିରେ ଅମାନିଆଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। Special Drive on "Awareness and Enforcement" regarding Use Of Mask, maintaining […]
ଭୁବନେଶ୍ୱର: ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ୍ କର୍ଫ୍ୟୁ। କରୋନା ସଂକ୍ରମଣ ରୋକିବାକୁ ଏଭଳି ପଦକ୍ଷେପ ନିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ୧୦ ଜିଲ୍ଲାରେ ରାତି ୧୦ରୁ ସକାଳ ୫ଟା ଯାଏ ନାଇଟ୍ କର୍ଫ୍ୟୁ କଡ଼ାକଡ଼ି କରାଯାଇଛି। ସୀମାବର୍ତ୍ତୀ ଜିଲ୍ଲାର ଯେଉଁ ଲୋକ ପଡୋଶୀ ଛତିଶଗଡ଼ରୁ ଆସୁଛନ୍ତି, ସେମାନଙ୍କୁ ଅନୁଧ୍ୟାନ କରାଯାଉଛି। ଏହାସହ ଜିଲ୍ଲାପାଳ ଓ ପୋଲିସକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଗତକାଲି […]
ରାତିରେ କ୍ଲବ ଓ ପାର୍ଟିରେ ଗହଳି ରୋକିବାକୁ ନାଇଟ୍ କର୍ଫ୍ୟୁ ଦରକାର
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩ ମୃତକଙ୍କ ମଧ୍ୟରୁ ୨ଜଣ ଗଞ୍ଜାମ ଜିଲ୍ଲାର ଓ ଜଣେ ଗଜପତି ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୫୯୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୦ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧୮୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ […]
ଭୁବନେଶ୍ୱର: ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଯଦିଓ ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ଘଟି ନ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ […]
ପୁରୀ: ପୁରୀ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ୧,୧୪୩ଜଣ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ତେବେ ଜଣଙ୍କୁ ଛାଡ଼ି ବାକି ୧,୧୪୨ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି। ସମ୍ପୃକ୍ତ ସେବାୟତ କରୋନା ପଜିଟିଭ ଚିହ୍ନଟ ହେବାପରେ ରଥଯାତ୍ରା ପୂର୍ବରୁ ତାଙ୍କୁ ତୁରନ୍ତ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରଯାଇଛି। ସୂଚନାଥାଉ କି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ଅନ୍ୟପକ୍ଷରେ, ସମ୍ପୃକ୍ତ […]