ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି ଗଣପର୍ବ ନୂଆଁଖାଇ। ଆଉ ତା' ପରେ ପରେ ଏବେ ଜୁହାର୍ ଭେଟ୍ କାର୍ଯ୍ୟକ୍ରମ ସାଙ୍ଗକୁ ବିଭିନ୍ନ ଖେଳକୁଦ ବି ଚାଲିଛି। ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଏଭଳି ନିଆରା ପରମ୍ପରା ରହିଛି ଯାହା ବେଶ୍ ଉତ୍ସାହପ୍ରଦ।
କାଲିଗଲା ନୂଆଁଖାଇ। ଆଉ ଆଜି ନୂଆଁଖାଇ ବାସୀ। ଆଦିବାସୀ ପରମ୍ପରାରେ ଆଜି ସମସ୍ତେ ଏକାଠି ହୋଇ ନାଚଗୀତ କରିବା ସହ ଶିକାର କରି ଏକାଠି ରାନ୍ଧି ଖାଆନ୍ତି। ଏ ହେଉଛି କଳାହାଣ୍ଡି ଜିଲ୍ଲା ନୂଆପଡ଼ା ବ୍ଲକ୍ ମାଦଲିଆପଡାର ଆଦିବାସୀଙ୍କ ନୂଆଁଖାଇ ବାସୀ ମଉଜ।
ନୂଆଁଖାଇ ପାଇଁ ଉଠୁଛି ପଡୁଛି ପଶ୍ଚିମ ଓଡ଼ିଶା। ପଶ୍ଚିମ ଓଡ଼ିଶାର ସବୁଠୁ ବଡ଼ କୃଷି ଭିତ୍ତିକ ଏ ଗଣପର୍ବରେ ମସଗୁଲ ଲୋକେ। ଆଜି ପ୍ରଥମେ ସମ୍ବଲପୁରରେ ମାଆ ସମଲେଶ୍ବରଙ୍କ ନିକଟରେ ନବାନ୍ନ ଲାଗି ପରେ ନୂଆ ଖାଇଛନ୍ତି ସମ୍ବଲପୁରବାସୀ। ସେହିଭଳି ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲ୍ଲାରେ ବି ନିଜ ନିଜ ଈଷ୍ଟ ଦେବୀଙ୍କ ନିକଟରେ ନବାନ୍ନ ଲାଗି କରି ପରେ ଘରେ ଘରେ ନୂଆଁ ଖାଇଛନ୍ତି ଲୋକେ। ଏହି ଅବସରରେ ନୂଆ ପୋଷାକ ପରିପାଟି ସାଙ୍ଗକୁ ପରିବାରରେ ଜମିଛି ଭାବ ଓ ଭକ୍ତି ଆସର। ତା ସଙ୍ଗକୁ ନାଚ, ଗୀତ ଓ ବାଦ୍ୟରେ ତାଳେ ତାଳେ ମନୋରଞ୍ଜନର କାର୍ଯ୍ୟକ୍ରମର ପସରା ଖୋଲିଛି।
ମା’ ସମଲେଶ୍ବରୀଙ୍କ ପାଇଁ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ । ଆସନ୍ତା ୨୮ ସକାଳ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ନବାନ୍ନ ଲାଗି ।
ସମଲେଶ୍ୱରୀ ମନ୍ଦିର ପରିସରରେ ଜମିଲା ସ୍ୱତନ୍ତ୍ର ନୂଆଁଖାଇ ଆସର। ନୂଆଁଖାଇ ଉତ୍ସବରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ରାଜ୍ୟ ମନ୍ତ୍ରିମଣ୍ଡଳର କିଛି ସଦସ୍ୟ।
ବାହାରିଲା ନୂଆଖାଇ ଲଗ୍ନ । ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଲାଗି ହେବ ନବାନ୍ନ ।
ନୂଆଁ ଧାନ୍ କେ ନୂଆ ମନ୍ । ଗଣପର୍ବ ନୂଆଁଖାଇରେ ଝୁମିଛି ପଶ୍ଚିମ ଓଡ଼ିଶା । ଇଷ୍ଟଦେବୀଙ୍କ ପାଖେ ନବାନ୍ନ ଲାଗି ପରେ ଘରେ ଘରେ ନୂଆଖିଆ
କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ପଶ୍ଚିମ ଓଡ଼ିଶାରେ ଉତ୍ସବର ମାହୋଲ । ଏକତା ଓ ଭାଇଚାରାର ଉତ୍କୃଷ୍ଟ ନିଦର୍ଶନ ଭିତରେ ଭେଦଭାବ ଓ ମନୋମାଳିନ୍ୟ ଭୂଲି ଏକାଠି ହୋଇଛନ୍ତି ପରିବାର, ବଂଶ ଓ ବୁନିଆଦ ।
ପଶ୍ଚିମାଞ୍ଚଳର ପାରମ୍ପରିକ ଗଣପର୍ବ ନୂଆଖାଇ। ଏହି ସମୟରେ ଗ୍ରାମବାସୀ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଇଥାନ୍ତି। ପରିବାର ମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ। ସମସ୍ତେ ପୁଣି ଏକଜୁଟ ହୋଇଯାଆନ୍ତି ଆଉ ମିଳିମିଶି ରହନ୍ତି। ଏହା ହେଉଛି ନୂଆଖାଇ ପର୍ବର ଏକ ବିଶେଷତା।
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଲାଗି ସବୁଠି ଉତ୍ସାହ। ନୂଆ ଫସଲକୁ ଇଷ୍ଟ ଦେବଦେବୀଙ୍କୁ ଅର୍ପଣ କରିବ ଚାଷୀ।ମା’ ସମଲେଶ୍ୱରୀଙ୍କ ନିକଟରେ କରାଯିବ ନବାନ୍ନ ଅର୍ପଣ। ଘରେ ଘରେ ନୂଆ ଖାଇବେ ପଶ୍ଚିମ ଓଡ଼ିଶାବାସୀ
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷରେ ପାଳନ କରାଯାଇଥାଏ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ନୂଆଖାଇ ପର୍ବ ଆନନ୍ଦ ଉଲ୍ଲାସରେ ପାଳନ କରିଥାନ୍ତି। ଆସନ୍ତୁ ଜାଣିବା କିପରି ସ୍ଥିର ହୁଏ ଏହାର ଲଗ୍ନ।
ରାତି ପାହିଲେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଉଠୁଛି ପଡୁଛି ପୁରା ପଶ୍ମିମ ଓଡିଶା । ଆସନ୍ତାକାଲି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ପାଖରେ ସକାଳ ୧୦ଟା ୫୬ରୁ ୧୧ଟା ୧୦ ମଧ୍ୟରେ ନବାନ୍ନ ଲାଗି ହେବ । ତାପରେ ଘରେ ଘରେ ଲୋକେ ନୂଆ ଖାଇବେ । ମାଆଙ୍କ ପାଖରେ ନବାନ୍ନ ଲାଗି ପାଇଁ ପହଁଞ୍ଚି ସାରିଛି ପାହୁର ଭାର ।
ଆସିଛି ନୂଆଖାଇ। ସଭିଙ୍କ ମନରେ ଉଲ୍ଲାସ। ଖୁସିରେ ଫାଟିପଡୁଛି ଗାଁ ଦାଣ୍ଡ। ଘରେ ଘରେ ଉତ୍ସବର ଆୟୋଜନ।
ଆସନ୍ତା ୧ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପଡ଼ିଥିବା ବେଳେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ପାଖରେ ପ୍ରଥମେ ଲାଗିବ ନବାନ୍ନ । ଏଥିଲାଗି ଆସି ସାରିଛି ସରିଆ ଧାନ ।
ବଢୁଛି ନୂଆଖାଇ ଛୁଟି ବିବାଦ। ପଶ୍ଚିମ ଓଡ଼ିଶାରେ ତୀବ୍ର ହେଉଛି ବିକ୍ଷୋଭ ସହ ଆନ୍ଦୋଳନ। କେଉଁଠି ଜିଲ୍ଲାପାଳଙ୍କ ଅଫିସ୍ରେ ପଶି ହଙ୍ଗାମା କଲେଣି ତ ଆଉ କେଉଁଠି ସ୍ମାରକପତ୍ର ଦେଇ ଚେତାବନୀ ଶୁଣାଇଲେ। ବରଗଡ଼ରୁ ବଲାଙ୍ଗିର, ସମ୍ବଲପୁରରୁ ସୁବର୍ଣ୍ଣପୁର ସବୁଠି ଦେଖାଦେଇଛି ଅସନ୍ତୋଷର ବାତାବରଣ।
ଦୁବାଇରେ ରହୁଥିବା ଓଡ଼ିଆଙ୍କ ନୂଆଁଖାଇ ପାଳନ। ଏକ ପାର୍କରେ ଏକାଠି ହୋଇ ପାଳିଲେ ନୂଆଁଖାଇ
ଗଡ଼ଜାତ ଶାସନ ସମୟରେ ନୂଆଖାଇ ପର୍ବର ପାଳନ ପଦ୍ଧତିରେ କିଛି ନୂତନ ନିୟମ କାନୁନ ଲାଗୁହେଇଛି। ସେଗୁଡ଼ିକ କେତେ ଯୁକ୍ତିଯୁକ୍ତ ତାହା ଅଞ୍ଚଳବାସୀ ବିଚାର କରିବେ। ଲେଖକଙ୍କ ଉଦ୍ଦେଶ୍ୟ ହେଲା ପଶ୍ଚିମାଞ୍ଚଳ ଆଦିବାସୀଙ୍କ ବିଶେଷ ଜ୍ଞାନରୁ ଜନ୍ମ ହୋଇଥିବା ନୂଆଖାଇ ଜୁହାର ଭେଟର ମହତ୍ଵକୁ ଅଞ୍ଚଳବାସୀଙ୍କ ହୃଦୟରେ ପୁନଃ ଉଦ୍ଘାଟନ କରିବା।
ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେବ ନବାନ୍ନ । ଏହାପରେ ଘରେ ଘରେ ନୂଆ ଖାଇବେ । ସମସ୍ତେ ଯିଏ ଯେଉଁଠି ଥିଲେ ବି ସମସ୍ତେ ଘରେ ପହଞ୍ଚି ସାରିଛନ୍ତି ପିଠା ମିଠା ସାଙ୍ଗକୁ ଘରେ ଘରେ କୁଣିଆଙ୍କ ଜମିିଛି ଭିଡ ।