• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha High Court

Orissa High Court Recruitment: Apply For Law Reporter Post
ଓଡିଶା ହାଇକୋର୍ଟ ନିଯୁକ୍ତି : ଆଇନ୍ ରିପୋର୍ଟର ପାଇଁ ବିଜ୍ଞପ୍ତି ଜାରି

ଓଡ଼ିଶା ହାଇକୋର୍ଟରେ ଆଇନ ରିପୋର୍ଟର ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଏହି ପଦବୀ ପାଇଁ ଜଣେ ପ୍ରାର୍ଥୀ ଓଡ଼ିଶା ହାଇକୋର୍ଟରେ ଅତି କମରେ ୧୦ ବର୍ଷର ସ୍ଥାୟୀ ଓକିଲ ଭାବେ କାମ କରିଥିବେ ଓ ତାଙ୍କୁ ୦୨।୦୧।୨୦୨୨ ସୁଦ୍ଧା ୩୫ ବର୍ଷରୁ କମ୍ ଏବଂ ୬୫ ବର୍ଷରୁ ଅଧିକ ବୟସ ହୋଇ ନ ଥିବ।

BJD Pressmeet
ବିଜେପି ସହ ହାତ ମିଳାଇଛି କଂଗ୍ରେସ: ବିଜେଡି

ଧର୍ମଘଟ ଡାକରା ପୂର୍ବରୁ ରାଜଭବନ ଆଗରେ ୨ ଦିନିଆ ଅହୋରାତ୍ର ଧାରଣା ଦେଇଥିବା ଯୁବ କଂଗ୍ରେସ ମମିତା ମାମଲାକୁ ଧରି ଦିଲ୍ଲୀ ଦରବାରରେ ପହଞ୍ଚିଛି। ମାମଲାରେ ଯେହେତୁ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ଅଭିଯୋଗ ଉଠୁଛି, ତେଣୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ବହିଷ୍କାର ଦାବି କରିଛି ଯୁବ କଂଗ୍ରେସ। 

Green Cracker Permission
ବାଣ ଫୁଟାଇବାକୁ ଅନୁମତି ଦେଲେ ହାଇକୋର୍ଟ

ଦୀପାବଳିରେ ବାଣ ଫୁଟିବ ନା ନାହିଁ, ଏନେଇ ସସପେନ୍ସ ଲାଗି ରହିଥିଲା। କରୋନା ସଂକ୍ରମଣ ଓ ପ୍ରଦୂଷଣକୁ ରୋକିବା ଲାଗି ପୂର୍ବରୁ ରାଜ୍ୟ ସରକାର ବାଣ ବିକ୍ରି ଓ ଫୁଟା ଉପରେ ନିଷେଧାଦେଶ ଜାରି କରିଥିଲେ। ତେବେ ରାଜ୍ୟରେ ସବୁଜ ବାଣ ବିକ୍ରିକୁ ଅନୁମତି ଦେବା ଲାଗି ହାଇକୋର୍ଟ ଯାଇଥିଲା ବାଣ ବ୍ୟବସାୟୀ ସଂଘ।

durga puja
ମୂର୍ତ୍ତି ଉଚ୍ଚତା ବିବାଦ, ହାଇକୋର୍ଟରେ ଆବେଦନ ଖାରଜ

କଟକରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ରାୟ ଶୁଣାଇଛନ୍ତି ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ବୃଦ୍ଧି ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ୪ ଫୁଟ ଉଚ୍ଚତାକୁ ନେଇ କଟକ ବାଲୁବଜାର ପୂଜା କମିଟି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।

durga puja
ମୂର୍ତ୍ତି ବିବାଦ ନେଇ କାଲି ରାୟ ଶୁଣାଇବ ହାଇକୋର୍ଟ

ମୂର୍ତ୍ତି ବିବାଦ ନେଇ କାଲି ରାୟ ଶୁଣାଇବ ହାଇକୋର୍ଟ୍। ହାଇକୋର୍ଟରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ଶୁଣାଣି ଶେଷ ହୋଇଛି। ଆସନ୍ତାକାଲି ରାୟ ଶୁଣାଇବେ ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ବିବାଦ ନେଇ କଟକ ବାଲୁବଜାର ପୂଜା କମିଟି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା

Anubhav-Varsha Family Dispute
ଅନୁଭବଙ୍କ ଆବେଦନର ଅନ୍ତ ଘଟାଇଲେ ହାଇକୋର୍ଟ

ପାରିବାରିକ ଅଦାଲତରେ ବିଚାର ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ବିବାହ ବିଚ୍ଛେଦ ମାମଲାର ଚୂଡ଼ାନ୍ତ ଶୁଣାଣି ପାଇଁ ଆବେଦନ କରିଥିଲେ ଅନୁଭବ। ଚୂଡ଼ାନ୍ତ ଶୁଣାଣି ନେଇ ସମୟ ନିର୍ଦ୍ଧାରଣ କରିବାକୁ ଅନୁଭବଙ୍କ ଆବେଦନ।

Pradeep Panigrahi
ସୁପ୍ରିମକୋର୍ଟରେ ପହଞ୍ଚିଲା ଲୋକାୟୁକ୍ତଙ୍କ ବିରୋଧରେ ଅଭିଯୋଗ

ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରିଛନ୍ତି ।