Tag: Odisha Weather

Weather update Heavy rainfall to lash Odisha for next 36 Hours
ଆସନ୍ତା ୩୬ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷିବ !

ପାଣିପାଗ ବିଭାଗର ସତର୍କ ସୂଚନା । ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ...

IMD issues yellow warning to 24 districts for heavy rain
୪୮ ଘଣ୍ଟାରେ ଲଘୁଚାପ ! ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି...

Rainfall to continue in Odisha for next 5 days
୫ ଦିନ ଯାଏଁ ପ୍ରବଳ ବର୍ଷିବ; ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

monsoon-rain
ତାତିରୁ ତ୍ରାହି; ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ

ଜନସାଧାରଣଙ୍କୁ ମିଳିଲା ଆଶ୍ୱସ୍ତି । ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜାରି ରହିଛି ବର୍ଷା ।

IMD issues yellow warning to 10 districts for heavy rain
୨୪ ଘଣ୍ଟାରେ ବର୍ଷା ସମ୍ଭାବନା; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା...

Weather Update
ଆହୁରି କଲବଲ କରିବ ତାତି; ବଢ଼ିବ ଦିନ ତାପମାତ୍ରା

ରାଜ୍ୟରେ ଆଗାମୀ ଦିନରେ ଆହୁରି ବଢ଼ିବ ତାତି...

Weather Update
ରାଜ୍ୟରେ ଘଡ଼ଘଡ଼ି ସହ ୨ ଦିନ ଯାଏଁ ବର୍ଷା !

୧୩ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

MONSOON
ଜୁନ୍ ପ୍ରଥମ ସପ୍ତାହରେ ଓଡ଼ିଶାରେ ପହଞ୍ଚିବ ମୌସୁମୀ !

୨୭ ତାରିଖ ସୁଦ୍ଧା ମୌସୁମୀ ବାୟୁ କେରଳ ପହଞ୍ଚିବାର ସମ୍ଭାବନା ରହିଛି।

Cyclone Update
Cyclone Update: ଓଡ଼ିଶାରେ ସମୁଦ୍ର ଅଶାନ୍ତ, କୋରାପୁଟରେ ଦିନ ସାରା ଛେଚୁଛି

କୋରାପୁଟ ସମେତ, ପଟାଙ୍ଗି, ସେମିଳିଗୁଡ଼ା, ନନ୍ଦପୁର, ନାରାୟଣପାଟଣାରେ ଆଜି ଏଭଳି ନିର୍ଧୁୁମ ବର୍ଷା ଲାଗି ରହିଛି ।

Cyclone
ବାତ୍ୟା ଅସାନିର କୋପ ! କାକିନାଡ଼ାରେ ସମୁଦ୍ରର ଭୀମକାୟ ରୂପ

ଝଡ଼ର ଅଧିକ ଉଗ୍ର ରୂପ ଦେଖିବାକୁ ମିଳିଛି କାକିନାଡ଼ାରେ । କୂଳଲଂଘି ଗାଁ ଛାରଖାର କରିଛି ସମୁଦ୍ର ।

Cyclone
ବାତ୍ୟା ହେବ କି ନାହିଁ ? ଯଦି ହେବ କେଉଁଠି କରିବ ଲ୍ୟାଣ୍ଡଫଲ୍ ?

ଓଟିଭିକୁ IMD ଡିଜି ଦେଇଥିବା ସୂଚନା ଅନୁସାରେ, ଆକଳନ ମୁତାବକ ଆଣ୍ଡାମାନ ସାଗରରେ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

Weather Update
ତାତିରୁ ମିଳୁନି ମୁକ୍ତି; ଖରାରେ ସିଝୁଛି ସାରା ଓଡ଼ିଶା

ରାଜ୍ୟରେ ଦିନକୁ ଦିନ ବଢୁଛି ତାତି । ସକାଳ ୯ଟା ପରେ ଘରୁ ବାହାରିବା ମୁସକିଲ ହୋଇପଡ଼ୁଛି । ଘର ବାହାରକୁ ଗଲେ ଖରା, ଘର ଭିତରେ ରହିଲେ ଅସହ୍ୟ ଗରମରେ ଅସ୍ତବ୍ୟସ୍ତ ଜନଜୀବନ । ଆଜିଠାରୁ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ଣ ପ୍ରବାହ ।

Intense Cold Wave Grips Odisha, Met Issues Warning
ଆସ୍ତେ ଆସ୍ତେ ବଢୁଛି ଶୀତ

କିଛିଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଅନୁଭୁତ ହେଲାଣି ଶୀତର ଲହର....

Heavy Rainfall Alert
ଦକ୍ଷିଣରେ କମି କମି ଉତ୍ତରରେ ବଢିବ ବର୍ଷାର ପ୍ରକୋପ

ବର୍ତ୍ତମାନ ସମୁଦ୍ର ଭିତରେ ଗଭୀର ଅବପାତରେ ପରିଣତ ହୋଇ ଦୁର୍ବଳ ହୋଇଛି। ବାତ୍ୟା ଜଓ୍ୱାଦ ମୋଡ଼ ବଦଳାଇ ପଶ୍ଚିମବଙ୍ଗ ଆଡକୁ ଚାଲିଯିବ ବୋଲି କହିଛି ଆଇଏମଡି। ପରବର୍ତ୍ତୀ ୧୨ ଘଣ୍ଟାରେ ଏହା ଦୁର୍ବଳ ହୋଇ ୱେଲ ମାର୍କଡ ଲଘୁଚାପରେ ପରିଣତ ହେବ। 

Twin City
ଟ୍ୱିନ୍‌ ସିଟିକୁ ଅରେଞ୍ଜ ୱାର୍ଣ୍ଣିଂ, ୪୦ କିମି ବେଗରେ ବହିବ ପବନ

ଦୈତ ସହର କଟକ ଓ ଭୁବନେଶ୍ୱର ପାଇଁ କାଲି ସକାଳ ୮.୩୦ ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଠାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Entrance Exam
ବାତ୍ୟା ପାଇଁ ଘୁଞ୍ଚିଲା UGC-NET, IIFT ପରୀକ୍ଷା

ବାତ୍ୟା ଜଓ୍ବାଦ ପାଇଁ ବିପିୟୁଟି ପରିଚାଳିତ Ph.D ପ୍ରୋଗ୍ରାମ ଏଣ୍ଟ୍ରାନ୍ସ ଘୁଞ୍ଚାଯାଇଛି। ଆସନ୍ତା ୫ ରବିବାର ହେବାକୁ ଥିବା ଏଣ୍ଟ୍ରାନ୍ସ ୧୨ ରବିବାରକୁ ଘୁଞ୍ଚାଯାଇଛି।

Cyclone Jawad
ରବିବାର ମଧ୍ୟାହ୍ନରେ ପୁରୀ ଉପକୂଳ ଛୁଇଁବ ବାତ୍ୟା

ମଧ୍ୟରାତ୍ରୀ ପରଠୁ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବ ଏବଂ କ୍ରମଶଃ ବଢ଼ି ୮୦ରୁ ୯୦, ଏମିତିକି ରବିବାର ୧୦୦ କିଲୋମିଟରକୁ ଛୁଇଁପାରେ।

School Teachers
ବାତ୍ୟା ପାଇଁ ୧୯ ଜିଲ୍ଲାରେ ସ୍କୁଲ୍ ଛୁଟି

ଆଗରୁ ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାପାଳ ଛୁଟି ଘୋଷଣା କରାଯାଇଥିଲା।   

Cyclone
ଆସୁଛି ବାତ୍ୟା ! ଏହି ସବୁ ଜିଲ୍ଲାରେ ଦୁଇ ଦିନ ପ୍ରବଳ ବର୍ଷା

ଏହାପରେ ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାରି ପ୍ରଭାବରେ ୪ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗଜପତି, ଗଂଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଦିଆଯାଇଛି ରେଡ୍ ଓ୍ୱାର୍ଣ୍ଣିଂ ।

ଅବପାତର ରୂପ
ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଏହି ଅବପାତ ଏବେ ଆନ୍ଧ୍ରର ବିଶାଖାପାଟଣାଠାରୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୯୬୦ କିଲୋମିଟର, ଓଡ଼ିଶାର ଗୋପାଳପୁରଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୨୦ କିଲୋମିଟର ଏବଂ ପାରାଦୀପଠୁ ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରେ ୧୦୬୦ କିଲୋମିଟର ଦୂରରେ ରହିଛି।

Cyclone Update
ପକ୍କା ଘର ସୁରକ୍ଷିତ, କଚ୍ଚା ଘର ଲୋକ ହେବେ ସ୍ଥାନାନ୍ତରିତ: SRC

୬୦ ଓଡ୍ରାଫ୍, ୧୭ NDRF, ଅଗ୍ନିଶମର ୧୭୨ ଟିମ୍ ମୁତୟନ ହେବେ। ଆକଳନ ଅନୁସାରେ ୯୦ରୁ ୧୦୦ କିମି ବେଗରେ ପବନ ବହିବ। ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Train Cancel for Cyclone
ବାତ୍ୟା ପାଇଁ ବାତିଲ ହେଲା ୯୫ ମେଲ୍, ଏକ୍ସପ୍ରେସ୍ ଟ୍ରେନ୍

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ କରାଯାଇଛି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୮ଟି ଆକ୍ସନ ପଏଣ୍ଟ ଉପରେ ଫୋକସ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

red warning
ଅମଳ ଫସଲକୁ ସୁରକ୍ଷିତ ରଖ: ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆସନ୍ତାକାଲି ଅବପାତରେ ପରିଣତ ହେବ।  ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି କାଲି ଅବପାତ ରୂପ ନେବ ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ ହେବ। 

Cyclone Update
ବାତ୍ୟା ସମୟରେ କଣ କରିବେ, ୧୫ଟି ପଏଣ୍ଟରେ ଜାଣନ୍ତୁ

ସାଇକ୍ଲୋନ ପ୍ରଭାବରେ ୩ ତାରିଖ ରାତିରୁ ଓଡ଼ିଶା ଉପକୂଳରେ ବର୍ଷା ସାଙ୍ଗକୁ ପବନ ଆରମ୍ଭ ହୋଇଯିବ। ୩ ତାରିଖ ମଧ୍ୟରାତ୍ରରୁ ପବନ ବଢ଼ି ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ବୋହିପାରେ। ପରେ ପବନର ବେଗ ୯୦ କିମି ବହିବାର ସମ୍ଭାବନା ରହିଛି।

Odisha Cyclone Warning
ଆଉ ୨/୩ ଘଣ୍ଟା ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ‘ଗୁଲାବ’

ଦୁର୍ବଳ ହୋଇଛି ବାତ୍ୟା ‘ଗୁଲାବ’ ।  ଗତ ୬ ଘଣ୍ଟାରେ ଏହା ଘଣ୍ଟାକୁ ୧୪ କି.ମି. ବେଗରେ ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୬ ଘଣ୍ଟାରେ ଏହା ଆହୁରି ଦୁର୍ବଳ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି।