• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: School Reopen

odisha school
ଆଜିଠୁ ସ୍କୁଲରେ ପାଠପଢ଼ା ଆରମ୍ଭ

ସମ୍ବଲପୁର ଜିଲ୍ଲାରେ ଆଉ ୨ ଦିନ ସ୍କୁଲ ବନ୍ଦ ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମ୍ବଲପୁରରେ ଛୁଟି ଅବଧି ବଢାଇଛି ଜିଲ୍ଲା ପ୍ରଶାସନ ।

Odisha schools to reopen from April 17
କାଲିଠୁ ପୁଣି ଖୋଲିବ ସ୍କୁଲ୍

ଆସନ୍ତାକାଲିଠୁ ପୁଣି ସ୍ୱାଭାବିକ ହେବ ସ୍କୁଲ୍‌ ପାଠପଢ଼ା। ୧୭ରୁ ସ୍କୁଲ୍‌ ଖୋଲିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

School
୭ ରୁ ଖୋଲିବ ସ୍କୁଲ ଓ କଲେଜ୍‌

ଆସନ୍ତା ୭ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ। କେବଳ ସ୍କୁଲ ନୁହେଁ ବରଂ କଲେଜ୍‌, ୟୁନିଭର୍ସିଟି ଖୋଲିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। କରୋନା ସଂକ୍ରମଣ ବଢୁଥିବାରୁ ରାଜ୍ୟ ସରକାର ସ୍କୁଲ ଓ କଲେଜ୍‌ ସହ ବିଭିନ୍ନ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆଉ ଏହାରି ମଧ୍ୟରେ ୭ରୁ ସ୍କୁଲ ଖୋଲିବା ନେଇ ସରକାର ନିଷ୍ପତ୍ତି ନେଇଛନ୍ତି।

School Open
ରାଜ୍ୟରେ ଜାନୁଆରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ,କୋଭିଡ଼ ଗାଇଡଲାଇନ ମାନି ଚାଲିବ ପାଠପଢ଼ା

ଅନେକ ଦିନ ବ୍ୟବଧାନ ପରେ ସ୍କୁଲ ଯିବେ ଛାତ୍ରଛାତ୍ରୀ । ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର ।

School Tution
ଆଉ ମନ ହେଉନି ସ୍କୁଲ ଯିବାକୁ, ଭୁଲିଗଲେଣି ରାସ୍ତା ! ଟ୍ୟୁସନ୍‌ ଜିନ୍ଦାବାଦ୍‌

୨୦୧୮ରେ ୨୮.୬ ପ୍ରତିଶତ ପିଲା ଟ୍ୟୁସନ ହେଉଥିବା ବେଳେ ୨୦୨୦ରେ ଏହା ୩୨.୫ ପ୍ରତିଶତକୁ ବୃଦ୍ଧି ପାଇଛି । ରିପୋର୍ଟ ଅନୁଯାୟୀ, ସରକାରୀ ସ୍କୁଲରେ ପିଲାଙ୍କ ନାମଲେଖା ୬୫ ଦଶମିକ ୮ ପ୍ରତିଶତରୁ ୭୦.୩ ପ୍ରତିଶତକୁ ବୃଦ୍ଧି ପାଇଛି ।

School Reopen
ଭିତ୍ତିଭୂମି ନଥିବା ସ୍ଥାନରେ କେମିତି ହେବ ସଂକ୍ରମଣମୁକ୍ତ ଶିକ୍ଷାଦାନ ?

ଭିତ୍ତିଭୂମି ନଥିବା ସ୍ଥାନରେ କେମିତି ହେବ ସଂକ୍ରମଣମୁକ୍ତ ଶିକ୍ଷାଦାନ ? ସ୍କୁଲ କର୍ତ୍ତୃପକ୍ଷ ଓ ଅଭିଭାବକଙ୍କ ମଧ୍ୟରେ ନା ନା ଆଶଙ୍କା । ସ୍କୁଲ ବିଶୋଧନ ସହ ଆଇସୋଲେସନ୍ ରୁମ୍ ପ୍ରସ୍ତୁତି ପାଇଁ ଏସ୍ଓପି ।

School Reopen
ସଂକ୍ରମଣ କମୁଛି, ତେଣୁ ୧୫ରୁ ଖୋଲିବ ଷଷ୍ଠ-ସପ୍ତମ ଶ୍ରେଣୀ

କୋଭିଡ୍‌ ମହାମାରୀ ପାଇଁ ପାଖାପାଖି ଦୁଇ ବର୍ଷ ଧରି ବନ୍ଦ ରହିଥିଲା ସ୍କୁଲ । ଯେଉଁଥିପାଇଁ ପିଲାମାନେ ଘରେ ବସି ରହିଥିଲେ । ଅବଶ୍ୟ କିଛି ପିଲା ଅନ୍‌ଲାଇନ୍‌ରେ କ୍ଲାସ୍‌ କରୁଥିଲେ । ହେଲେ ସବୁ ପିଲା ଏହାର ସୁଯୋଗ ପାଇପାରୁନଥିଲେ ।

school reopen
ଦୀପାବଳି ପରେ ଖୋଲିବ ଷଷ୍ଠ, ସପ୍ତମ !

ରାଜ୍ୟରେ ଏବେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଯାଏଁ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହୋଇଛି । ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଅଫଲାଇନ୍ ପାଠପଢ଼ା ଗତ ଦେଢ଼ ବର୍ଷ ଧରି ବନ୍ଦ ରହିଛି ।୨୫ ଅକ୍ଟୋବରରୁ ଆରମ୍ଭ ହୋଇଛି ଅଷ୍ଟମ ଶ୍ରେଣୀ କ୍ଲାସରୁମ୍ ପାଠପଢ଼ା।

School reopen
ଦୀପାବଳି ପରେ ଖୋଲିବ ଷଷ୍ଠ, ସପ୍ତମ !

ରାଜ୍ୟରେ ଏବେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଯାଏଁ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହୋଇଛି । ତେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଅଫଲାଇନ୍ ପାଠପଢ଼ା ଗତ ଦେଢ଼ ବର୍ଷ ଧରି ବନ୍ଦ ରହିଛି ।୨୫ ଅକ୍ଟୋବରରୁ ଆରମ୍ଭ ହୋଇଛି ଅଷ୍ଟମ ଶ୍ରେଣୀ କ୍ଲାସରୁମ୍ ପାଠପଢ଼ା।

Primary School Students
ଦୀପାବଳି ପରେ ପ୍ରଥମରୁ ସପ୍ତମ ଶ୍ରେଣୀ ଖୋଲିବା ସମ୍ଭାବନା : ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା

ଦୀପାବଳି ପରେ ଖୋଲିପାରେ ପ୍ରାଥମିକ ସ୍କୁଲ । ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ଦୀପାବଳି ପରେ ହୋଇପାରେ ନିଷ୍ପତ୍ତି । ଆଜି ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । କରୋନା ତୃତୀୟ ଲହର ଆସିବା ସମ୍ଭାବନା କମ ରହିଥିବାରୁ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ହୋଇପାରେ

School Students
ଦଶହରା ଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ, ଜାଣନ୍ତୁ କେବେ ଆରମ୍ଭ ହେବ କ୍ଲାସ୍‌...

ଦଶହରା ଛୁଟି ପରେ ରାଜ୍ୟରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ। ଅଷ୍ଟମ ଓ ଏକାଦଶ ଶ୍ରେଣୀର ପାଠପଢା ଅଫ୍‌ଲାଇନ୍‌ରେ ମୋଡ୍‌ରେ କରାଯିବା ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି।

Primary School Reopen
ପୂଜା ଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ

ପୂଜା ଛୁଟି ପରେ ସ୍ଥିତି ଭଲ ହୋଇଯିବ ଓ ଅନ୍ୟ କ୍ଲାସ ପାଇଁ ସ୍କୁଲ ଖୋଲିବ ବୋଲି ପରୋକ୍ଷରେ ଇଙ୍ଗିତ ଦେଇଥିଲେ ମନ୍ତ୍ରୀ। ସେଯାଏ ଅନଲାଇନରେ କ୍ଲାସ ଚାଲିବ ବୋଲି କହିଥିଲେ।

Delhi schools reopening guidelines
ଏବେ ବି ଯାଇନି ଭୟ ! ସ୍କୁଲ ଖୋଲିଲା କିନ୍ତୁ ପିଲାଙ୍କୁ ଛାଡ଼ିଲେନି ବାପା-ମାଆ

ଦେଶରେ କରୋନା ମହାମାରୀର ପ୍ରକୋପ ଧିରେ ଧିରେ କମିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ସ୍କୁଲ କଲେଜ ଖୋଲିଥିବା ନେଇ ଜଣାପଡ଼ିଛି । 

School Reopen
ଚଳଚଂଚଳ ହେଲା ସ୍କୁଲ, ଆରମ୍ଭ ହେଲା ପାଠ ପଢ଼ା

ସେପଟେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଲାଗି ସ୍କୁଲ୍ ଖୋଲିବା ପରେ ଆଇଟିଆଇ ଓ ଡିପ୍ଲୋମା ଶେଷ ବର୍ଷ କ୍ଲାସ୍ ଖୋଲିବାକୁ ଯାଉଛି। ଏନେଇ ଦିନେ ଦୁଇ ଦିନ ଭିତରେ ନିଷ୍ପତ୍ତି ନେବାକୁ ଯାଉଛି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ

school-reopen
ଖୋଲିଲା ସ୍କୁଲ: ଗେଟ୍‌ରେ ଫୁଲ ଓ ଚନ୍ଦନ ଦେଇ ପିଲାଙ୍କୁ କରାଗଲା ସ୍ୱାଗତ, ଗିଫ୍ଟ ଆକାରରେ ମିଳିଲା ସାନିଟାଇଜର୍‌

କରୋନା ସଂକ୍ରମଣ ଥିବାରୁ ବିଦ୍ୟାଳୟ ଗୁଡ଼ିକରେ ପାଠପଢ଼ା ଶୈଳୀ ମଧ୍ୟ ବଦଳିଯାଇଛି। ସରକାରୀ ନିୟମ ଅନୁସାରେ, ପ୍ରତ୍ୟେକ ସ୍କୁଲ୍ ଗେଟ ଗୁଡ଼ିକରେ ପିଲାମାନଙ୍କର ଶରୀରର ତାପମାତ୍ରା ମପାଯାଉଛି। ପରେ ପିଲଙ୍କ ହାତରେ ସାନିଟାଇଜ୍‌ର ଦିଆଯାଉଛି। ଏହାପରେ ଦୀର୍ଘଦିନ ବ୍ୟବଧାନ ପରେ ସ୍କୁଲ ଆସିଥିବା ପିଲାଙ୍କୁ ସ୍ୱାଗତ ଆକାରରେ ମୁଣ୍ଡରେ ଚନ୍ଦନ ଟିପା ଦେବା ସହ ମଥାରେ ପୁଷ୍ପ ବୃଷ୍ଚି ମଧ୍ୟ କରାଯାଉଛି

school
୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ରାଜ୍ୟ ସରକାରଙ୍କ ନିଷ୍ପତି

୨୬ରୁ ସ୍କୁଲ ସହ ହଷ୍ଟେଲ ଖୋଲିବାକୁ ରାଜ୍ୟ ସରକାରଙ୍କ ଘୋଷଣା । ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ହଷ୍ଟେଲ ଖୋଲିବାକୁ ନିଷ୍ପତ୍ତି ।

Schools To Reopen
ଜୁଲାଇ ୧୬ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ୍‌

କରୋନା ସଂକ୍ରମଣ କମିବା ପରେ ହରିୟାଣା ସରକାର ରାଜ୍ୟରେ ପ୍ରାଇଭେଟ ଓ ସରକାରୀ ସ୍କୁଲ୍‌ ଗୁଡ଼ିକ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଉଭୟ ସରକାରୀ ଓ ପ୍ରାଇଭେଟ୍‌ ସ୍କୁଲରେ ଅଫ୍‌ଲାଇନ୍‌ କ୍ଲାସ୍‌ ପାଇଁ ନିଷ୍ପତ୍ତି ନିଆଯାଇଛି।