• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Schools

After Summer Vacation New Academic Sessions To Begin In Odisha
ଖରାଛୁଟି ପରେ ସ୍କୁଲ୍‌ରେ କେମିତି ହେବ ପାଠପଢ଼ା ? ଜାରି ହେଲା ନିୟମାବଳୀ...

ଖରାଛୁଟି ସରିବା ପରେ କିଭଳି ବିଦ୍ୟାଳୟରେ ପାଠ ପଢାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ( OSEPA) ପକ୍ଷରୁ ନିୟମାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଚିଠି ଲେଖିଛନ୍ତି।

All govt and private schools in #Odisha to remain closed from tomorrow
ଛାତ୍ରଛାତ୍ରୀଙ୍କୁ ମିଳିଲା ଆଶ୍ୱସ୍ତି; ଆଜିଠୁ ୫ ଦିନ ସ୍କୁଲ ଛୁଟି

ଆଜିଠାରୁ ୫ ଦିନ ଯାଏଁ ସବୁ ସ୍କୁଲ ଛୁଟି । ରାଜ୍ୟରେ ପ୍ରବଳ ଖରା ଓ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗତକାଲି ଏହି ନିଷ୍ପତ୍ତି ନିଆଯାଇଛି । 

School Closed
କାଲିଠାରୁ ୫ ଦିନ ସ୍କୁଲ ଛୁଟି

ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି । ଆସନ୍ତା କାଲିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ ।

Odisha Government to launch hockey clubs in schools
ସ୍କୁଲ୍‌ ସ୍ତରରୁ ହକି ପାଇଁ ଟ୍ରେନିଂ ନେବେ ଛାତ୍ରଛାତ୍ରୀ, ଖୋଲିବ ‘ମୋ ସ୍କୁଲ୍‌ ହକି କ୍ଲବ୍‌’

ସ୍କୁଲ୍‌ରେ ଖୋଲିବ ‘ମୋ ସ୍କୁଲ୍‌ ହକି କ୍ଲବ୍‌’ । ସ୍କୁଲ୍‌ ସ୍ତରରୁ ଛାତ୍ରଛାତ୍ରୀଙ୍କୁ ହକି ପାଇଁ ପ୍ରଶିକ୍ଷଣ ଦେବା ପାଇଁ ଏଭଳି ଯୋଜନା କରାଯାଉଛି।

Punishment To Girl Students
ସ୍କୁଲ୍‌ରେ ବିଳମ୍ବରେ ପହଞ୍ଚିବାରୁ ଉଠ୍‌ବସ୍‌ କରାଇଲେ ଶିକ୍ଷକ, ଅଚେତ ହୋଇପଡ଼ିଲେ ଛାତ୍ରୀ

ସ୍କୁଲ୍‌ରେ ବିଳମ୍ବରେ ପହଞ୍ଚିବାରୁ ଛାତ୍ରୀଙ୍କୁ ଉଠ୍‌ବସ୍‌ କରାଇଲେ ଶିକ୍ଷକ। ଫଳରେ ୭ ଛାତ୍ରୀ ଅସୁସ୍ଥ ହୋଇ ମେଡିକାଲ୍‌ରେ ଭର୍ତ୍ତି ହୋଇଛନ୍ତି। ବଲାଙ୍ଗିର ଜିଲ୍ଲାରୁ ଏଭଳି ଅଭିଯୋଗ ଆସିଛି। 

Morning Classes Begin For Students In Odisha
ଆଜିଠୁ ସକାଳୁଆ ସ୍କୁଲ୍‌

ଆଜିଠୁ ଆରମ୍ଭ ହୋଇଛି ସକାଳୁଆ ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ସକାଳୁଆ ସ୍କୁଲ୍‌ କରାଯାଇଛି।

Lack Of Teachers In School
ବିନା ଶିକ୍ଷକରେ ଚାଲିଛି ସ୍କୁଲ୍‌, କେମିତି ମାଟ୍ରିକ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ?

ବିନା ଶିକ୍ଷକରେ ଚାଲିଛି ବିଦ୍ୟାଳୟ। ଅନ୍ୟ ସ୍କୁଲ୍‌ର ଶିକ୍ଷକ ସପ୍ତାହକୁ ୩ ଦିନ ଡେପୁଟେସନରେ ଆସି ଛାତ୍ରଛାତ୍ରୀଙ୍କୁ ପାଠ ପଢାଉଛନ୍ତି। ଫଳରେ ବର୍ଷକର କୋର୍ସ ଶେଷ ହୋଇପାରୁନାହିଁ।

February_PKG
ଆସନ୍ତାକାଲିଠୁ ଖୋଲିବ ସ୍କୁଲ-କଲେଜ୍, ଫେବୃଆରୀ ୧ରୁ ଏମିତି ନିୟମ ଏଇଠି...

ଆଜି ଜାନୁଆରୀ ମାସର ଶେଷ କାର୍ଯ୍ୟ ଦିବସ। ଆସନ୍ତାକାଲିଠାରୁ ନୂଆ ନିୟମ ମାନିବାକୁ ଆପଣ ବାଧ୍ୟ। ନଚେତ୍ ଫେବୃଆରୀ ମାସର ନୂଆ ନିୟମ ଆପଣଙ୍କ ଉପରେ ପ୍ରଭାବ ପକାଇପାରେ। ସେଥି ପାଇଁ ଆଜିଠୁ ଜାଣନ୍ତୁ ଏସବୁ ନିୟମ...

Watch Gwalior’s Parrot & Kids Friendship, They Play Together, Eat Together
ଚାଲ୍ ମିଟୁ ସ୍କୁଲ୍ ଯିବା...

ମୁଣ୍ଡରେ ବସୁଛି, କାନ୍ଧରେ ବସୁଛି। ମିଟୁ ମିଟୁ ଡାକୁଛି। ସାଙ୍ଗରେ ସ୍କୁଲ୍ ଯାଉଛି। ଛୁଆ ଦେଖି ଖାଲି କୁରୁକୁରୁ ହୋଇ ହସୁଛନ୍ତି।

School Reopen
ସେପ୍ଟେମ୍ବର ୧ରୁ ଖୋଲିବ ସ୍କୁଲ୍

ରାଜଧାନୀ ଦିଲ୍ଲୀରେ ଅରବିନ୍ଦ କେଜ୍ରିୱାଲ ସରକାର ସେପ୍ଟେମ୍ବର ୧ ରୁ ୯ମରୁ ଦ୍ୱାଦଶ ଏବଂ ୮ ତାରିଖରୁ ୬ଷ୍ଠରୁ ୮ମ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଘୋଷଣା କରିଛନ୍ତି। ଗଠିତ ବିଶେଷଜ୍ଞ କମିଟିର ମତାମତକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ରାଜଧାନୀରେ ଧୀରେ ଧୀରେ ସ୍କୁଲଗୁଡ଼ିକ ଖୋଲାଯିବା ଉଚିତ ବୋଲି ବିଶେଷଜ୍ଞ କମିଟି ପରାମର୍ଶ ଦେଇଛନ୍ତି।

School
ସୁରକ୍ଷା ବଳୟ ଭିତରେ ଖୋଲିବ ସ୍କୁଲ୍

ଜିଲ୍ଲା ଶିକ୍ଷା ଅଧିକାରୀଙ୍କର ସହ  ଭିଡିଓ କନଫରେନ୍ସିଂରେ ଆଲୋଚନା କରିବା ସହ ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରସ୍ତୁତ ଏସ୍ଓପି କଡ଼ାକଡ଼ି ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଛି।

School
୨୬ରୁ ଖୋଲିବ ସ୍କୁଲ

ଏଣିକି ସିବିଏସ୍ଇ ଢାଞ୍ଚାରେ ନବମ ଏବଂ ଦଶମ ପିଲାଙ୍କ ମୂଲ୍ୟାୟନ କରାଯିବ। ନବମ ଏବଂ ଦଶମରେ ବର୍ଷ ତମାମ ଆସେସମେଣ୍ଟ ପରୀକ୍ଷା ଚାଲିବ। ସବୁ ପିଲା ସବୁ ପରୀକ୍ଷାକୁ ଗୁରୁତ୍ୱର ସହ ନିଅନ୍ତୁ ବୋଲି ସଚିବ କହିଛନ୍ତି।

school--
ଆଜିଠୁ ସ୍କୁଲରେ ଖରାଛୁଟି

ଭୁବନେଶ୍ୱର : ଆଜିଠାରୁ ସ୍କୁଲରେ ଖରାଛୁଟି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାର ଗତକାଲି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ଏହା ପୂର୍ବରୁ ଖରାଛୁଟିକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହେବା ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏନେଇ ସ୍ପଷ୍ଟ କରିଛନ୍ତି। ପରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ମଧ୍ୟ ଏନେଇ ସ୍ପଷ୍ଟ କରିଛନ୍ତି। ଆଜି ଠାରୁ ଜୁନ୍ ୧୭ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ରହିବ। ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ଡିଗ୍ରି ଉପରେ […]