• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Youth Found Dead

brahmagiri
’ସେ ହିଁ ମୋ ସ୍ୱାମୀଙ୍କୁ ମାରିଛି’! ବିଜେଡିର ଟାଣୁଆ ନେତା ସଞ୍ଜୟ ଦାସ ବର୍ମାଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ

୨ ଦିନ ହେଲା ନିଖୋଜ ଯୁବକ ଚିତ୍ତରଞ୍ଜନଙ୍କ ମୃତଦେହ ପୁରୀ ଭାର୍ଗବୀ ନୂଆନଈଠାରେ ମିଳିଛି । ପରିବାର ଲୋକଙ୍କ ଅଭିଯୋଗ ଏହା ଏକ ହତ୍ୟାକାଣ୍ଡ ଓ ଏହା ପଛରେ ଅଛନ୍ତି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ।

Youth Found Hanging Inside Kalyan Mandap
କଲ୍ୟାଣ ମଣ୍ଡପ ରୁମ୍‌ ଭିତରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ସୁଇସାଇଡ୍‌ ନୋଟ୍‌ ଜବତ

ଭୁବନେଶ୍ୱରରେ ଏକ କଲ୍ୟାଣ ମଣ୍ଡପର ରୁମ୍‌ ଭିତରୁ ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଜଣାପଡ଼ି ନଥିବାବେଳେ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି।  

youth found dead
ନାଳରୁ ମିଳିଲା ଯୁବକଙ୍କ ମୃତଦେହ, ପାଖରେ ପଡ଼ିଛି ବୁଲେଟ୍‌

ରାସ୍ତାକଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ନିକଟରୁ ଏକ ବୁଲେଟ୍‌ ମିଳିଛି। ଗତକାଲି ସକାଳ ୯ଟାରେ ବସନ୍ତ ସାଙ୍ଗମାନଙ୍କ ସହିତ ଭୋଜି କରିବାକୁ ଯାଇଥିଲେ।