Mayurbhanj Labourers Allege Irregularities In MGNREGA Payment
Advertisment
By clicking the button, I accept the Terms of Use of the service and its Privacy Policy, as well as consent to the processing of personal data.
Don’t have an account? Signup
Mayurbhanj Labourers Allege Irregularities In MGNREGA Payment
ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତ ଯୋଜନା ବା ମନରେଗାରେ କାମ କରି ମାସ ମାସ ଧରି ମଜୁରୀ ପାଇନାହାନ୍ତି ଶ୍ରମିକ। ଅନ୍ୟପଟେ ମେସିନ୍ ସାହାଯ୍ୟରେ କରାଯାଉଛି ମନରେଗା କାମ। ଏଭଳି ଅଭିଯୋଗ ଉଠାଇଛନ୍ତି ମୟୂରଭଞ୍ଜ ଠାକୁରମୁଣ୍ଡା ଅଞ୍ଚଳର ହିତାଧିକାରୀ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)