12 infants at Balasore district headquarters hospital test positive for Covid19
ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୨ ପିଲା କରୋନା ପଜିଟିଭ । ୪ ଜଣ ପିଲା SNCUରେ ରହି ଚିକିତ୍ସିତ ହେଉଥିବା ବେଳେ ଚିହ୍ନଟ, ଆଉ ୮ଜଣ ପଜିଟିଭ ଥିବା ପିଲାଙ୍କ ବୟସ ମାସକରୁ ଉର୍ଦ୍ଧ୍ୱ, ସୂଚନା ଦେଲେ CDMO ଦୁଲାଲସେନ ଜଗଦେବ । ୨ ପିଲାଙ୍କୁ କଟକ ରେଫର କରାଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)