Advertisment

ନିଅଣ୍ଟିଆ ବର୍ଷା ଯୋଗୁଁ ଚିନ୍ତାରେ ଚାଷୀ ଓ ମତ୍ସ୍ୟଜୀବୀ

ନିଅଣ୍ଟିଆ ବର୍ଷା ଯୋଗୁଁ ଚିନ୍ତାରେ ଚାଷୀ ଓ ମତ୍ସ୍ୟଜୀବୀ । ପାଣି ଅଭାବରୁ ଚାଷ ଜମି ଫାଟି ଆଁ କଲାଣି । ବର୍ଷା ଉପରେ ନିର୍ଭର କରୁଥିବା ଚାଷୀ ହନ୍ତସନ୍ତ । ବର୍ଷା ନଥିବାରୁ ସମୁଦ୍ରରେ ମାଛ ବି ମିଳୁନାହାନ୍ତି ।

author-image
Pallipuspa Samal
ଅଦ୍ୟତନ ହୋଇଛି

ନିଅଣ୍ଟିଆ ବର୍ଷା ଯୋଗୁଁ ଚିନ୍ତାରେ ଚାଷୀ ଓ ମତ୍ସ୍ୟଜୀବୀ । ପାଣି ଅଭାବରୁ ଚାଷ ଜମି ଫାଟି ଆଁ କଲାଣି । ବର୍ଷା ଉପରେ ନିର୍ଭର କରୁଥିବା ଚାଷୀ ହନ୍ତସନ୍ତ । ବର୍ଷା ନଥିବାରୁ ସମୁଦ୍ରରେ ମାଛ ବି ମିଳୁନାହାନ୍ତି । କେନାଲ ସଂଯୋଗ ବି ନାହିଁ । ଫଳରେ ଚାଷୀମାନଙ୍କୁ ବର୍ଷା ଉପରେ ନିର୍ଭର କରିବାକୁ ପଡୁଛି । ଯାହା ଦ୍ୱାରା ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି । 

Advertisment
Odisha News Farmers Jajpur
Advertisment
Advertisment