Advertisment

ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଲେ ପ୍ରମୋଦ ଭଗତ୍

ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତିଲେ ପ୍ରମୋଦ। ବ୍ରିଟେନ ପ୍ରତିପକ୍ଷ ଡାନ୍ ବେଥେଲଙ୍କୁ ହରାଇ ଜିତିଲେ। ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଭାଗ ନେଇ ସ୍ୱର୍ଣ୍ଣ ଜିତିଛନ୍ତି।

author-image
Sarbeswar
ଅଦ୍ୟତନ ହୋଇଛି

ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତିଲେ ପ୍ରମୋଦ। ବ୍ରିଟେନ ପ୍ରତିପକ୍ଷ ଡାନ୍ ବେଥେଲଙ୍କୁ ହରାଇ ଜିତିଲେ। ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଭାଗ ନେଇ ସ୍ୱର୍ଣ୍ଣ ଜିତିଛନ୍ତି। ୨୧-୧୪ ଓ ୨୧-୧୭ ସେଟ୍‌ରେ ଜିତିଲେ ପ୍ରମୋଦ। ପ୍ରଥମ ଓଡିଆ ଭାବେ ସେ ଅଲମ୍ପିକରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି।

Advertisment
India
Advertisment
Advertisment