COVID-19
ରାଜ୍ୟରେ ପୁଣି ୧୧ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୨ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୬୯୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୯୮ ରହିଛି। ଅଗଷ୍ଟ ୧୧ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୦୭ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। କ୍ୱାରେଣ୍ଟିନ୍ରୁ ୬୪୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୬୧ ଥିଲା। ସେହିପରି ରାଜ୍ୟରେ ଆଉ ୬୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)