Advertisment

ଘାରିଲାଣି ତୃତୀୟ ଲହରର ଭୟ,୧୮ ବର୍ଷରୁ କମ୍ ବର୍ଗର ୧୦୪ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ହେଲେ ଘାରିଲାଣି ତୃତୟ ଲହରର ଭୟ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ତଳେ ରହୁଛି। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ତୃତୀୟ ଲହର ଭୟକୁ ବଢାଇ ଦେଇଛି। ଏଥିସହିତ ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

author-image
Pallipuspa Samal

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ହେଲେ ଘାରିଲାଣି ତୃତୀୟ ଲହରର ଭୟ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ତଳେ ରହୁଛି। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ  ୧୮ ବର୍ଷରୁ କମ୍ ବର୍ଗର ୧୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ତୃତୀୟ ଲହର ଭୟକୁ ବଢାଇ ଦେଇଛି। ଏଥିସହିତ ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। 

Advertisment
Odisha COVID-19 Corona Update In Odisha
Advertisment
Advertisment