Paralakhemundi ACF Death
ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନୂଆ ମୋଡ଼ ଆସିଛି। ମୃତ ସୌମ୍ୟରଞ୍ଜନଙ୍କ ବାପାଙ୍କ ଅଭିଯୋଗ ପରେ ୩ ଜଣଙ୍କ ବିରୋଧରେ ପାରଳାଖେମୁଣ୍ଡି ପୋଲିସ୍ ହତ୍ୟା ମାମଲା ରୁଜୁ କରିଛି। ଏହି ତିନି ଅଭିଯୁକ୍ତଙ୍କ ମଧ୍ୟରେ ମୃତ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ, DFO ସଂଗ୍ରାମ ବେହେରା ଓ ରୋଷେୟା ଅଛନ୍ତି। ଏହି ୩ ଜଣଙ୍କ ବିରୋଧରେ ୩୦୨, ୧୨୦ ବି ଦଫାରେ ପୋଲିସ ମାମଲା ରୁଜୁ କରିଛି
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)