Taliban Blank Fires After US Military Leaves Kabul
ଆମେରିକା ସୈନ୍ୟ ଏୟାରପୋର୍ଟ ଛାଡ଼ିବା ମାତ୍ରେ ବ୍ଲାଙ୍କ୍ ଫାୟାର କରି ସେଲିବ୍ରେସନ୍ କଲେ ତାଲିବାନୀ । ବିଳମ୍ବିତ ରାତ୍ରିରେ ଦୀର୍ଘ ସମୟ ଧରି ତାଲିବାନଙ୍କ ଏପରି କାର୍ଯ୍ୟକଳାପ ଦେଖିବାକୁ ମିଳିଥିଲା । କାବୁଲ ଛାଡିବା ପରେ ତାଲିବାନ କାବୁଲ ବିମାନବନ୍ଦରକୁ ନିଜ ଦଖଲ ନେଇଛି । ଅର୍ଥାତ୍ ବର୍ତ୍ତମାନ କେହି ବି ଦେଶ ବାହାରକୁ ଯିବାକୁ ଚାହିଁଲେ, କିମ୍ବା ସବୁଦିନ ପାଇଁ ଦେଶ ଛାଡ଼ିବାକୁ ଚେଷ୍ଟା କଲେ ତାଲିବାନଙ୍କ ଅନୁମତି ନେବାକୁ ପଡ଼ିବ । ବର୍ତ୍ତମାନ ଆଫଗାନିସ୍ତାନ ଉପରେ ତାଲିବାନର ସମ୍ପୂର୍ଣ୍ଣ ନିୟନ୍ତ୍ରଣ ରହିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)