Advertisment

ଦୁର୍ଦ୍ଦାନ୍ତ ମାଓନେତା ଦୁବାସୀ ଶଙ୍କର ଗିରଫ

ଦୁର୍ଦ୍ଦାନ୍ତ ମାଓନେତା ଦୁବାସୀ ଶଙ୍କର ଗିରଫ। କୋରାପୁଟ ବୈପାରୀଗୁଡ଼ା ଥାନା ଅଞ୍ଚଳରୁ ଦୁର୍ଦ୍ଦାନ୍ତ ମାଓନେତା ଦୁବାସୀ ଶଙ୍କର ଗିରଫ ନେଇ ଡିଜିପି ସୂଚନା ଦେଇଛନ୍ତି।

author-image
Sarbeswar
ଅଦ୍ୟତନ ହୋଇଛି

ଦୁର୍ଦ୍ଦାନ୍ତ ମାଓନେତା ଦୁବାସୀ ଶଙ୍କର ଗିରଫ। କୋରାପୁଟ ବୈପାରୀଗୁଡ଼ା ଥାନା ଅଞ୍ଚଳରୁ ଦୁର୍ଦ୍ଦାନ୍ତ ମାଓନେତା ଦୁବାସୀ ଶଙ୍କର ଗିରଫ ନେଇ ଡିଜିପି ସୂଚନା ଦେଇଛନ୍ତି। ଆନ୍ଧ୍ର ଓଡିଶା ସ୍ପେଶାଲ ଜୋନାଲ୍ ମାଓ ନେତା ଥିଲେ ଶଙ୍କର। ତାଙ୍କ ନାମରେ ୨୦ଲକ୍ଷ ଟଙ୍କାର ପୁରସ୍କାର ପୂର୍ବରୁ ଘୋଷଣା କରାଯାଇଥିଲା।

Advertisment
Koraput Odisha Maoists Criminals Arrested
Advertisment
Advertisment