Slash In Fuel Price
ପେଟ୍ରୋଲ ଓ ଡିଜେଲ ଦର ଉପରେ କେନ୍ଦ୍ର ସରକାର ଏକ୍ସାଇଜ୍ ଡ୍ୟୁଟି କମ୍ କରିବା ପରେ ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପେଟ୍ରୋଲ ଉପରେ ଉତ୍ପାଦ ଶୁଳ୍କ ଲିଟର ପିଛା ୫ ଟଙ୍କା ଓ ଡିଜେଲ ଲିଟର ପିଛା ୧୦ ଟଙ୍କା କମିଛି। ଉଭୟ ପେଟ୍ରୋଲ ଓ ଡିଜେଲ ଉପରୁ କେନ୍ଦ୍ର ସରକାର ଉତ୍ପାଦ ଶୁଳ୍କ ହ୍ରାସ କରିଥିବାରୁ ଏହାର ଦାମ୍ କମିଛି। ହେଲେ ଓଡ଼ିଶାର ମାଲକାନଗିରିରେ ପେଟ୍ରୋଲ ଓ ଡିଜେଲ ଲିଟର ପ୍ରତି ୧୦୦ ଟଙ୍କା ଉପରେ ବିକ୍ରି ହେଉଛି।
Advertisment
Advertisment