Advertisment

ଜଳଦ କୁମାର ତ୍ରିପାଠୀ ହେବେ ନୂଆ ସୂଚନା କମିଶନର୍

ରାଜ୍ୟର ମୁଖ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ସୂଚନା କମିଶନର ଶପଥ ଗ୍ରହଣ କରିଥିଲେ ।

author-image
Otv Khabar Bureau

ରାଜ୍ୟର ମୁଖ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ସୂଚନା କମିଶନର ଶପଥ ଗ୍ରହଣ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂରେ ଉପସ୍ଥିତ ଥିଲେ ।

Advertisment
IPS CIC Jalad Kumar Tripathy Odisha
Advertisment
Advertisment