Advertisment

ତୃତୀୟ ଲହର ଭାରତକୁ ଆସିନାହିଁ:DMET

ରାଜ୍ୟରେ କରୋନା ସଂକ୍ରମଣ କମିଛି କିନ୍ତୁ ଭୁବନେଶ୍ୱର, କଟକରେ ଟିକେ ଉଦେବେକ ସ୍ଥିତି ରହିଛି। ସଂକ୍ରମଣ କମିବା ଉପରେ ପଦକ୍ଷେପ ନିଆଯାଉଛି। ଛତିଶଗଡ଼ ସୀମାନ୍ତ ନୂଆପଡ଼ାରେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି।

author-image
Prangyan Parimita

ରାଜ୍ୟରେ କରୋନା ସଂକ୍ରମଣ କମିଛି କିନ୍ତୁ ଭୁବନେଶ୍ୱର, କଟକରେ ଟିକେ ଉଦେବେକ ସ୍ଥିତି ରହିଛି। ସଂକ୍ରମଣ କମିବା ଉପରେ ପଦକ୍ଷେପ ନିଆଯାଉଛି। ଛତିଶଗଡ଼ ସୀମାନ୍ତ ନୂଆପଡ଼ାରେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଛତିଶଗଡ଼ରେ ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଥିବାରୁ ସୀମାନ୍ତ ଜିଲ୍ଲା ଉପରେ ନଜର ରଖାଯାଇଛି।  ତୃତୀୟ ଲହର ମୁକାବିଲା ଲାଗି ସରକାର ପ୍ରସ୍ତୁତ ଅଛନ୍ତି। ସର୍ଭେଲାନ୍ସ, ଭ୍ୟାକ୍ସିନେସନ ଏବଂ ଚିକିତ୍ସା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

Advertisment
Covid Third Wave Odisha
Advertisment
Advertisment