Advertisment

ନୂଆ ବାୟୁସେନା ମୁଖ୍ୟ ଏୟାର ମାର୍ଶାଲ ଭି.ଆର୍. ଚୌଧୁରୀ

ଦେଶର ୨୭ତମ ବାୟୁସେନା ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ଏୟାର ମାର୍ଶାଲ ଭି.ଆର୍. ଚୌଧୁରୀ। ବିଦାୟୀ ବାୟୁସେନା ମୁଖ୍ୟ ଆରକେଏସ୍ ଭଦୌରିଆଙ୍କ ଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ନେବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦନ କରାଯାଇଛି

author-image
Otv Khabar Bureau

ଦେଶର ୨୭ତମ ବାୟୁସେନା ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ଏୟାର ମାର୍ଶାଲ ଭି.ଆର୍. ଚୌଧୁରୀ। ବିଦାୟୀ ବାୟୁସେନା ମୁଖ୍ୟ ଆରକେଏସ୍ ଭଦୌରିଆଙ୍କ ଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ନେବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦନ କରାଯାଇଛି। ପୂର୍ବରୁ ଏୟାର ମାର୍ଶଲ ଥିବା ବିବେକ ଚୌଧରୀଙ୍କର ୩ ହଜାର ୮ଶହ ଘଣ୍ଟା ଯୁଦ୍ଧ ବିମାନ ଉଡ଼ାଇବାର ଅଭିଜ୍ଞତା ଅଛି। ଭାଇସ୍ ଚିଫ୍ ହେବା ଆଗରୁ ସେ ୱେଷ୍ଟର୍ଣ୍ଣ କମାଣ୍ଡ ଦାୟିତ୍ୱରେ ଥିଲେ । ମିଗ୍ ସିରିଜ୍ର ଟ୍ୱେଂଟି ଓ୍ୱାନ୍, ଟ୍ୱେଣ୍ଟି ନାଇଟ୍ ଫ୍ଲାଇଟ୍ ଉଡ଼ାଇବା ସହିତ ସୁଖୋଇ ବି ସେ ଉଡ଼ାଇଛନ୍ତି।

Advertisment
IAF VR Chaudhari Air Chief Marshal
Advertisment
Advertisment